Sign in
Sign in
Recover your password.
A password will be e-mailed to you.
ଦିଲ୍ଲୀରେ ଉତ୍ତମ ମହାନ୍ତି, ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା
ଦିଲ୍ଲୀରେ ଉତ୍ତମ ମହାନ୍ତି । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା । ଗତକାଲି ଘରୋଇ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି । ଗ୍ରୀନ କରିଡରରେ ହସ୍ପିଟାଲରୁ ଏୟାରପୋର୍ଟକୁ ନିଆଯାଇଥିଲା । ଲିଭର ସିରୋସିସରେ ପୀଡ଼ିତ ହୋଇ କିମ୍ସ ସୁପର ସ୍ପେଶାଲିଟି!-->…
୧୫ ପରେ ଆଉ ବଢ଼ିବନି ରାସନ କାର୍ଡ ଇ-କେୱାଇସି ଅବଧି
ଭୁବନେଶ୍ଵର: ରାସନ କାର୍ଡ ଧାରକଙ୍କ ପାଇଁ ବଡ ଖବର । ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି । ୧୫ ପରେ ଆଉ ବଢ଼ିବନି ଇ-କେୱାଇସି ଅବଧି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏବେ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଲୋକ ଇ-କେୱାଇସି କରିନାହାନ୍ତି ।!-->…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ
ନୂଆଦିଲ୍ଲୀ: ଇସ୍ତଫା ଦେଲେ ଆତିଶୀ। ଆଜି ରାଜଭବନରେ ପହଞ୍ଚି ଉପରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା। ଦିଲ୍ଲୀରେ ଆପ୍ର ପରାଜୟ ପରେ ସେ ଇସ୍ତଫା ଦେଇଛନ୍ତି। ଆତିଶୀ କାଲକାଜୀ ବିଧାନସଭା ଆସନରୁ ବିଜୟ ଲାଭ କରିଛନ୍ତି। ଆପ୍ ରୁ ଅନେକ ବରିଷ୍ଠ!-->…
ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରାଜ୍ୟର ୧ନଂ ହେବ: ମୁଖ୍ୟମନ୍ତ୍ରୀ
କେନ୍ଦୁଝରଗଡ଼: ଭାରତୀୟ ଚିକିତ୍ସକ ସଂଘ କେନ୍ଦୁଝର ଓ ବଡବିଲ ଶାଖା ମିଳିତ ସହଯୋଗରେ ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର ୭୪ତମ ବାର୍ଷିକ ଅଧିବେଶନ ଧରଣୀଧର ଭେଷଜ ମହାବିଦ୍ୟାଳୟ ଅଡିଟୋରିୟମଠାରେ ରବିବାର ଉଦ୍ଯାପିତ ହୋଇଯାଇଛି। ସଂଘର ରାଜ୍ୟ ସଭାପତି ଡାକ୍ତର ଶ୍ୟାମ ସୁନ୍ଦର ଖଣ୍ଡେଲୱାଲଙ୍କ!-->…
ଦୋକାନରେ ଲାଗିଲା ନିଆଁ, ନିଜ ଦୋକାନରେ ଜିଅନ୍ତା ଜଳି ଗଲେ ମହିଳା
ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ । ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା ସାହୁ । ବକ୍ତାରପୁର ଛକରେ କମଳାଙ୍କ ପାନ ଦୋକାନ ରହିଛି। ପୋଲିସ!-->…
ଦିଲ୍ଲୀରେ ଭାଜପା ବିଜୟକୁ ନେଇ ଆତସବାଜି ସହ ଖୁସିରେ ମିଷ୍ଠାନ ବାଣ୍ଟିଲେ ଭାଜପା କର୍ମୀ
ମାଲକାନଗିରି : ଆଜି ମାଲକାନଗିରି ସଦର ମହକୁମା ରେ ଭାରତୀୟ ଜନତା ପାର୍ଟି ର ଦିଲ୍ଲୀ ଦଖଲ କୁ ନେଇ ଜିଲ୍ଲା ସଦର ମହକୁମା ରେ ଆତସ ବାଜି ସହ ମିଷ୍ଠାନ ବାଣ୍ଟିଲେ ଭାଜପା କର୍ମୀ । ଦୀର୍ଘ ୨୭ବର୍ଷ ପରେ ୭୦ବିଧାନସଭା ଆସନରୁ ୪୮ଆସନରେ ଜିତିବା ସହ ଶାସକ (ଆପ) ଆମ ଆଦମୀ ପାର୍ଟି କୁ ଗାଦିଚ୍ୟୁତ!-->…
୧୮ରୁ ଆରମ୍ଭ ହେବ ବେଲଘର ଡିମ୍ବୁଲି ମହୋତ୍ସବ
ତୁମୁଡିବନ୍ଧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ନିକଟ ତର୍ଗାବାଲି ଠାରେ ଡିମ୍ବୁଲି ମହୋତ୍ସବ ଚଳିତ ମାସ ୧୮ଓ ୧୯ ଦୁଇଦିନ ଧରି ମହୋତ୍ସବ ସଭାପତି ଗୌରଚନ୍ଦ୍ର ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ , ଏ ନେଇ ସମସ୍ତ କାର୍ଯ୍ୟକ୍ରମ ଚୁଡାନ୍ତ!-->…
ବିଜେଡିର ବନ୍ଧୁମିଳନ କାର୍ଯ୍ୟକ୍ରମ
ହିଞ୍ଜିଳିକାଟୁ ୮/୨ : ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ଘୋଡାଇଶୁଣି ପିଠରେ ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶନାରେ ବିଜେଡି ପକ୍ଷରୁ ବନ୍ଧୁ ମି ମିଳନ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକଙ୍କ ଡିଆରଡିଏ ପ୍ରତିନିଧି!-->…
ଆପ୍ ଦିଲ୍ଲୀରେ ହେଇଗଲା ସାଫ୍ : ସରୋଜ ସାବତ
ବ୍ରହ୍ମପୁର, ୮/୨ : ଦିଲ୍ଲୀର ଐତିହାସିକ ବିଜୟ ପରିପ୍ରେକ୍ଷୀରେ ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ବ୍ରହ୍ମପୁର ଗାନ୍ଧୀ ନଗର ଛକ ଠାରେ ବିଜୟ ଉତ୍ସବ ମନାଯାଇଛି । ଭାରତର ଯଶଶ୍ଵୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ଵରେ ଯେଉଁଭଳି ଭାବରେ ଦିଲ୍ଲୀକୁ ଭାରତୀୟ ଜନତା ପାର୍ଟି ଦଖଲ କରିଛି । ଆଗାମୀ!-->…
ପାହାଡ଼ ଉପରୁ ଦହିବରା ବିକାଳୀଙ୍କ ଶବ ଉଦ୍ଧାର : ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ
କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ଟାଉନ ସ୍ଥିତ ଦଧିବାମନ ସାହିର ଦହିବରା ବିକାଳୀ ଦାଶରଥି ସାହୁଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ସୂଚନା ଯୋଗ୍ୟ ଯେ, ଦାଶରଥୀ ଫେବୃଆରୀ ୧ ରେ ଦହିବରା ବିକ୍ରି କରିବାକୁ ପୁରୁଣା କଟକ ଯିବେ ବୋଲି ଜଣେ ସାଙ୍ଗକୁ କହି ଯାଇଥିଲେ!-->…