ଘରୋଇ ହିଂସାରେ କୌଣସି ସମ୍ପର୍କୀୟଙ୍କୁ ଫସାଇବା ଭୁଲ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସ୍ୱାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ବିବାଦରେ ସ୍ୱାମୀଙ୍କ ସମ୍ପର୍କୀୟମାନଙ୍କୁ ମଧ୍ୟ ଅନାବଶ୍ୟକ ଭାବରେ ପକ୍ଷଭୁକ୍ତ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଯଦି ଜଣେ ସମ୍ପର୍କୀୟ ଘରୋଇ ହିଂସା ମାମଲାରେ ହସ୍ତକ୍ଷେପ କରନ୍ତି ନାହିଁ, ତେବେ ତାଙ୍କୁ ଫୌଜଦାରୀ ମାମଲାରେ

ମୋ ବସ୍ ସ୍ପିଡ୍ ରେ ଲାଗିବ ବ୍ରେକ୍; ୪୦ କିମି ବେଗରୁ ଅଧିକ ସ୍ପିଡ୍‌ରେ ଯିବନି ଗାଡି

ଭୁବନେଶ୍ବର: ବର୍ତ୍ତମାନ ଅନେକ ସମୟରେ ଲଗାତାର ଭାବେ ରାଜଧାନୀ ରାଜ ରାସ୍ତାରେ ମୋ ବସ୍ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ । ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା କାରଣରୁ ନିକଟରେ ଏକ ୧୩ ବର୍ଷ ନାବାଳିକାର ଜୀବନ ଯାଇଥିଲା । ନନ୍ଦନକାନନ ରାସ୍ତା ରଘୁନାଥପୁର ନିକଟରେ ଘଟିଥିଲା ଦୁର୍ଘଟଣା

ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କର ନୂଆ ଉପାୟ

ମୁମ୍ବାଇ : ଦେଶରେ ସାଇବର ଠକେଇ ମାମଲା ବଢିଚାଲିଛି । ବ୍ୟାଙ୍କମାନେ ଯେତେ ସୁରକ୍ଷା ବ୍ୟବସ୍ଥା କଲେ ବି ଚୋରମାନେ ଅଭିନବ ଉପାୟ ବାହାର କରି ଲୋକମାନଙ୍କୁ ଠକିବାରେ ଲାଗିଛନ୍ତି । ଏବେ ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କ କେତେକ ନୂଆ ପଦକ୍ଷେପ ଘୋଷଣା କରିଛି । ଶୁକ୍ରବାର ରିଜର୍ଭ

ରାଜଧାନୀରେ ପ୍ରୟୋଗ ହେବ SMA ଟେକ୍ନୋଲୋଜି, କମିବ ଖାଲଖମା ଓ ଦୁର୍ଘଟଣା

ଭୁବନେଶ୍ବର: ରାଜଧାନୀର ସବୁ ଛକରେ ପ୍ରୟୋଗ ହେବ ଷ୍ଟୋନ୍ ମାଟ୍ରିକ୍ସ ଆସ୍ପାଲ୍ଟ ବା SMA ଟେକ୍ନୋଲୋଜି। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ଛକରେ ଆରମ୍ଭ କରାଯାଇଛି ଏହି ପଦ୍ଧତି। ପରେ ପରେ ସହରର ପ୍ରମୁଖ ୧୦ଟି ଛକର ରାସ୍ତାରେ କରାଯିବ ଏଭଳି ଧରଣର ସ୍ବତନ୍ତ୍ର କୋଟିଂ। ଯାହାଫଳରେ

‘ଆୟୁଷ୍ମାନ କାର୍ଡ଼ ଛପା ଚାଲିଛି, ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ’

ଭୁବନେଶ୍ୱର: ଆୟୁଷ୍ମାନ ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ଏହି ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ।

କୁମ୍ଭମେଳାରେ ପୁଣି ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ହୋଇଥିବା ମହାକୁମ୍ଭ ମେଳା ଅଞ୍ଚଳରେ ପୁଣି ଅଗ୍ନିକାଣ୍ଡ ଘଟିଛି। ସମୟ ଥାଉଥାଉ ଅଗ୍ନିଶମ ବାହିନୀ ନିଆଁକୁ ନିୟନ୍ତ୍ରଣ କରି ନେଇଥିବାରୁ ବିଶେଷ କିଛି କ୍ଷୟକ୍ଷତି ହୋଇ ନଥିଲା। ପୁଲିସ ଅଧିକାରୀ ଅଗ୍ନିକାଣ୍ଡ ଘଟଣା ସମ୍ପର୍କର କହିଛନ୍ତି,‘

ମାଲକାନଗିରି ଭିଜିଲାନ୍ସ ରେଡ୍: କୁବେର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ୫ ଗିରଫ

ଭୁବନେଶ୍ୱର : ବନ୍ଧାହେଲେ କୁବେର ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର । ତାଙ୍କ ସମେତ ଆଉ ୪ ଜଣ ଗିରଫ ହୋଇଛ ନ୍ତି। ୩ ସରକାରୀ କର୍ମଚାରୀ ଓ ଜଣେ ଜନସେବା କେନ୍ଦ୍ର ପରିଚାଳକ ଗିରଫ ହୋଇଥିବା ସୂଚନା ରହିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଥିଲା

ଆସନ୍ତାକାଲି ଆସିବ ସୁଭଦ୍ରାର ପ୍ରଥମ କିସ୍ତି ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ଆସନ୍ତାକାଲି ସୁଭଦ୍ରାର ପ୍ରଥମ କିସ୍ତି ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ସୁଭଦ୍ରା ଟଙ୍କା ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଆସନ୍ତାକାଲି ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ଟଙ୍କା ପ୍ରଦାନ କରାଯିବ। ୩.୩୮ ଲକ୍ଷ ହିତାଧିକାରୀଙ୍କ NPCI

ଆପ୍‌ ‘ଅପରେସନ୍ ଲୋଟସ୍’ ଅଭିଯୋଗ ଆଣିବା ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ: ଫଳାଫଳ ଆସିବା ପୂର୍ବରୁ ଦିଲ୍ଲୀରେ ବଡ଼ ଧରଣର ରାଜନୈତିକ ହଲଚଲ । ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳ ଆସିବା ପୂର୍ବରୁ, ସମସ୍ତ ୭୦ ପ୍ରାର୍ଥୀଙ୍କୁ ନେଇ ଏକ ବୈଠକ ଡାକିଥିଲେ ଆପ୍‌ର ସଂଯୋଜକ ଅରବିନ୍ଦ କେଜ୍ରିଓ୍ୱାଲ । ମିଳିଥିବା ସୂଚନା ମୁତାବକ, ଆମ୍ ଆଦମୀ ପାର୍ଟି ନିଜର ସମସ୍ତ

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ, ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ

ପୁରୀ : ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ । ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ । ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇ