ଶ୍ରେଷ୍ଠ ୫ଟି ରାଜ୍ୟ ଭିତରେ ରହିବା ପାଇଁ ଓଡ଼ିଶାର ଲକ୍ଷ୍ୟ

ଭୁବ‌ନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଷୋଡ଼ଶ ଅର୍ଥ କମିସନ ଡ଼କ୍ଟର ଅରବିନ୍ଦ ପାନଗେରିୟାଙ୍କର ବୈଠକ ହୋଇଛି । ସାକ୍ଷାତ ପରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ଯେ, ଅର୍ଥ କମିସନଙ୍କ ସହିତ ହୋଇଥିବା ବୈଠକରେ ରାଜ୍ୟର ଆର୍ଥିକ ଦିଗ

ଆମ୍ବଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କୁକୁଡ଼ାଖଣ୍ଡି ବ୍ଲକ ଦକ୍ଷିଣପୁର ପଞ୍ଚାୟତ ଅନ୍ତର୍ଗତ ଆମ୍ବଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ସୁନୀତା ସାହୁଙ୍କ ସଭାପତିତ୍ବରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଲାଞ୍ଜିଆ ସମିତି

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ପଟ୍ଟଚିତ୍ର ବଦଳିବ: ଦୁଇ ଜଣିଆ ପ୍ରତିନିଧି ଦଳର ପରିଦର୍ଶନ

ବାଲିଗୁଡା : ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର ବଦଳିଯିବ। ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଓଡିଶା ପର୍ଯ୍ୟଟନ ଉନ୍ନୟନ ବିଭାଗର ୨ ଜଣିଆ ପ୍ରତିନିଧି ଦଳ ଗତ ଦୁଇ ଦିନ ହେଲା

ନୟାଗଡ଼ରେ ହତ୍ୟା, କନ୍ଧମାଳରୁ ଶବ ଉଦ୍ଧାର : ମୁଖ୍ୟ ଅଭିଯୁକ୍ତ ଗିରଫ

କନ୍ଧମାଳ: : ନୟାଗଡ଼ରେ ହତ୍ୟା, କନ୍ଧମାଳରୁ ଗଳିତ ଶବ ଉଦ୍ଧାର । କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଗାଡ଼ିଆପଡ଼ା ଘାଟିର ପ୍ରଥମ ବୁଲାଣି ନିକଟରୁ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର କରିଛି ପୋଲିସ୍ । ଘଟଣାସ୍ଥଳରେ କନ୍ଧମାଳ ଜିଲ୍ଲାର ଖଜୁରୀପଡ଼ା ପୋଲିସ୍ ଓ ନୟାଗଡ଼ ଜିଲ୍ଲାର ଗଣିଆ ଥାନା ପୋଲିସ୍

ପିପଳପଙ୍କା ଡ୍ୟାମ୍ ନିର୍ମାଣ ବାତିଲ ଦାବିରେ କୃଷକ ଓ ବୁଦ୍ଧିଜୀବିଙ୍କ ଗଣଧାରଣା

ବ୍ରହ୍ମପୁର : ରାଜ୍ୟର ଡ଼ବଲ ଇଞ୍ଜିନ୍ ସରକାର ଟାଟା ଓ ଆଦାନୀ ପରି ଘରୋଇ କମ୍ପାନୀମାନଙ୍କୁ ପାଣି ଯୋଗାଇବାକୁ ସରକାରୀ ଅର୍ଥରେ ଋଷିକୂଲ୍ୟା ନଦୀର ଉପରମୁଣ୍ଡରେ ପିପଳପଙ୍କା ଠାରେ ଯେଉଁ ଡ୍ୟାମ୍ ନିର୍ମାଣ କରିବାକୁ ଯାଉଛନ୍ତି। ଯାହାକୁ ଦୃଢ଼ ବିରୋଧ କରିଛି ଜିଲ୍ଲାର ଚାଷୀ ସଂଗଠନ । ଆଜି

ଟାଙ୍ଗଣା ପଲ୍ଲୀ ଶ୍ରୀ ନୀଳକଣ୍ଠେଶ୍ବର ନୋଡାଲ ବିଦ୍ୟାପୀଠର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ଛତ୍ରପୁର : ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣା ପଲ୍ଲୀ ଶ୍ରୀନୀଳକଣ୍ଠେଶ୍ବର ନୋଡାଲ ବିଦ୍ଯାପୀଠର ୪୯ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରସରରେ ପ୍ରଧାନଶିକ୍ଷକ ବିଷ୍ଣୁ ପ୍ରସାଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ମୁଖ୍ଯ ଅତିଥି ରୂପେ ବିଦ୍ୟାଳୟର ପୁରାତନ ଛାତ୍ର ତଥା ବ୍ରହ୍ମପୁର

ଜିଲ୍ଲା ମୁଖ୍ୟ ପଶୁ ଚିକିତ୍ସାଳୟକୁ ଆଧୁନିକୀକରଣ ପାଇଁ ଦାବୀ

ବ୍ରହ୍ମପୁର : ବ୍ରହ୍ମପୁର ସହରରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଳୟ ରହିଥିଲେ ବି ସେଥି ଅନୁଯାୟୀ ଚିକିତ୍ସା ପଦ୍ଧତିକୁ ଆଧୁନିକିକରଣ କରା ନ ଯିବା ଯୋଗୁଁ ଚିକିତ୍ସା ନ ପାଇ ଅନେକ ସମୟରେ ପଶୁଙ୍କର ଅକାଳ ମୃତ୍ୟୁ ଘଟୁଛି l ସୂଚନା ଯୋଗ୍ୟ ଯେ, ବ୍ରହ୍ମପୁର ଜାତୀୟ ରାଜପଥରେ ଥିବା ଗଞ୍ଜାମ

୬ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ୫ ମାଓ ସହଯୋଗୀ ଗିରଫ

ମାଲକାନଗିରି,୬।୨ : ମାଓ ସଂଗଠନକୁ ଦୀର୍ଘ ଦିନ ଧରି ସହଯୋଗ କରିବା ସହ ଆଇଇଡି ବିସ୍ଫୋରଣରେ ଜଡିତ ଥିବା ୫ ଜଣକୁ ଗିରଫ କରିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର କାଂକେର ପୁଲିସl ସୂଚନା ଅନୁଯାଇ ଛତିଶଗଡର କାଂକେର ଜିଲ୍ଲାର କୋୟଲିବେଡା ଥାନା ଅନ୍ତର୍ଗତ ହେଟାରକସା, ଗୋନ୍ଦୁଲ ଏବଂ ଆଲପରସ

ସୁନା ଓ ରୂପ ଅଳଙ୍କାର ସଫା ନାମରେ ଠକେଇ, ବିହାର ଓ ଛତିଶଗଡ଼ ଅଞ୍ଚଳର ଦୁଇ ଠକଙ୍କୁ ବାନ୍ଧିଲା ପୋଲିସ

ମାଲକାନଗିରି : ମାଲକାନଗିରି ଥାନା ଅଧିକାରୀ ରିଗାନ କିଣ୍ଡୋଙ୍କ ସୂଚନା ଅନୁଯାଇ ମାଲକାନଗିରି ବ୍ଲକସ୍ଥ ଚାଲାଣଗୁଡା ପଞ୍ଚାୟତ ଏମଭି ୧ଗ୍ରାମ କୁ ଗତ ୨୯ ତାରିଖରେ ସୁଶୀଲ ସରକାର (୬୨)ଙ୍କ ଘରେ ଦୁଇଜଣ ଠକ ପହଁଚି ପୁରୁଣା ସୁନା, ରୁପା ଅଳଙ୍କାର ମରାମତ ଓ ସଫା କରିଦେବା ପାଇଁ କହିଥିଲେ। ସୁଶୀଲ

ପ୍ରତିଶ୍ରୁତି ରଖିଲେ ପ୍ରଧାନମନ୍ତ୍ରୀ: କଟକ ବାଲିଯାତ୍ରାକୁ ମିଳିଲା ‘ଜାତୀୟ ମାନ୍ୟତା’

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରତିଶ୍ରୁତି ରଖିଛନ୍ତି। ତାଙ୍କର ପ୍ରତିଶ୍ରୁତି ଅନୁସାରେ କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ‘ଜାତୀୟ ମାନ୍ୟତା’ ନେଇ ସୂଚନା ଜାରି ହୋଇଛି। ଆଜି ରାଜ୍ୟସଭାରେ ସଂସ୍କୃତି ମନ୍ତ୍ରୀ