Sign in
Sign in
Recover your password.
A password will be e-mailed to you.
କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍
ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍ ହୋଇଛି। ବସ୍ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ସମ୍ପତ୍ତି ଆଟାଚ୍ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍ ପ୍ରକ୍ରିୟା ଜାରି!-->…
୨ ଡ୍ରଗ୍ସ ବେପାରୀଙ୍କୁ ଗିରଫ କଲା କମିଶନରେଟ ପୋଲିସ
ଭୁବନେଶ୍ୱର,୯।୪: ରାଜଧାନୀ ଭୁବନେଶ୍ୱରରେ ବଢିଚାଲିଛି ନିଶା କାରବାର। ସହରର ପ୍ରତ୍ୟେକ ଗଳିବନ୍ଦୀରେ ଥିବା ପାନ ଘୁଟୁକା ଦୋକାନ ଏବଂ ବସ୍ତିମାନଙ୍କରେ ଗଞ୍ଜେଇ ସାଙ୍ଗକୁ ‘ଧଳା ଜହର’ ମଧ୍ୟ ଉପଲବ୍ଧ ହେଉଛି। ଏହାରି ମଧ୍ୟରେ ବୁଧବାର କମିଶନରେଟ ପୋଲିସ ୨ ଡ୍ରଗ୍ସ ବେପାରୀଙ୍କୁ ଗିରଫ କରିଛି।
!-->!-->!-->…
୨୨ ନକ୍ସଲଙ୍କ ଆତ୍ମସମର୍ପଣ: ୪ ଜଣଙ୍କ ନାମରେ ଥିଲା ୨୬ ଲକ୍ଷ ପୁରସ୍କାର
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ନାମରେ ୨୬ ଲକ୍ଷ ଟଂକାର ପୁରସ୍କାର ଘୋଷଣା ହୋଇଥିଲା। ଏଥିସହ ଏମାନଙ୍କ ମଧ୍ୟରୁ ୬ ଜଣ ମହିଳା ନକ୍ସଲ ରହିଛନ୍ତି। ଏମାନଙ୍କ ମଧ୍ୟରୁ ବାଟାଲିୟନ ନମ୍ବର ୧ର!-->…
କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଏକାଧିକ ପ୍ରସଙ୍ଗରେ କଲେ ଆଲୋଚନା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଶ୍ରୀ ଶାହଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ ଆଇନଶୃଙ୍ଖଳା ଓ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ!-->…
ପାଣ୍ଡିଆନ୍ ଉଭୟ ରାଜ୍ୟ ଓ ଦଳ ପାଇଁ ଭଲ କାମ କରିଛନ୍ତି: ନବୀନ ପଟ୍ଟନାୟକ
ଭୁବନେଶ୍ବର: ଓଡ଼ିଶା ସରକାରରେ ପୂର୍ବତନ ୫ଟି ଅଧ୍ୟକ୍ଷ ତଥା ବିଜେଡିରୁ ଇସ୍ତଫା ଦେଇଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ୍ଙ୍କ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ମୁହଁ ଖୋଲିଛନ୍ତି। ନବୀନ ନିବାସରେ ବିଜେଡି ସୁପ୍ରିମୋ ଜାତୀୟ ଗଣମାଧ୍ୟମକୁ କହିଛନ୍ତି,!-->…
ବିବାହ ପ୍ରତିଶ୍ରୁତି ଦେଇ ଦୁର୍ଷ୍କମ ଘଟଣା, ଅଭିଯୁକ୍ତ ଗିରଫ
ହିଞ୍ଜିଳିକାଟୁ : ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀ ଜଣଙ୍କ ବିବାହ କରିବା ପାଇଁ ଜିଦ୍ କରିବାରୁ ଅଭିଯୁକ୍ତ ଜଣଙ୍କ ଫେରାର ହୋଇଯାଇଥିଲେ। ପୀଡିତା ଯୁବତୀ ଜଣଙ୍କ ଘଟଣା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ-!-->…
ମା ତାରାତାରିଣୀଙ୍କ ଚୈତ୍ରପର୍ବ ଶାନ୍ତି ଶୃଙ୍ଖଳାର ସହିତ ସମାପନ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀଙ୍କ ଚୈତ୍ର ପର୍ବ ର ଶେଷ ଚତୁର୍ଥ ପାଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହୋଇଯାଇଛି। ମଙ୍ଗଳବାର ପ୍ରତଃ ୫ ଘଟିକା ସମୟରେ ଦ୍ଵାରା ଫିଟା ଯାଇ ମା ବସନ୍ତିକ ଦୁର୍ଗା ରୂପରେ ଭକ୍ତ ମାନଙ୍କୁ ଦର୍ଶନ ଦେଇଥିଲେ। ଆଜି ମଧ୍ୟାହ୍ନ!-->…
ରାସ୍ତା ନଥିବାରୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହା ହୋଇ ଆସିବା ବେଳେ ଚାଲିଗଲା ରୋଗୀଙ୍କ ଜୀବନ
ମାଲକାନଗିରି, ୮।୪ ରାସ୍ତା ନଥିବା ରୁ ଗାଁକୁ ଯାଇ ପାରିଲା ନାହିଁ ଆମ୍ବୁଲାନ୍ସ, ଭାରରେ ବୋହି ହସ୍ପିଟାଲକୁ ନେଉ ଥିବା ବେଳେ ଚାଲିଗଲା ଅସୁସ୍ଥ ଯୁବତୀର ଜୀବନ। କିଛି ଏପରି ଦୁଖଦ ଖବର ଆସିଛି ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ କାତ୍ରାକୁଣ୍ତ ଗ୍ରାମରୁ। ସୂଚନା ଅନୁଯାୟୀ ଏହି!-->…
ପଞ୍ଚ ଦିବସୀୟ ଶିଶୁ ବାଟିକା ପ୍ରଶିକ୍ଷଣ “ପ୍ରସ୍ତୁତି” ମଡୁଲ କାର୍ଯ୍ୟକ୍ରମ ଉଦଯାପିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପଞ୍ଚ ଦିବସୀୟ ଶିଶୁ ବାଟିକା ପ୍ରଶିକ୍ଷଣ "ପ୍ରସ୍ତୁତି" ମଡୁଲ କାର୍ଯ୍ୟକ୍ରମ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇ ଉଦଯାପିତ ହୋଇ ଯାଇଛି l ଏଥିରେ ବାଲିଗୁଡ଼ା ବ୍ଲକ୍!-->…
ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଶ୍ରୀକାକୁଲମ: ପୁଣି ରେଳ ଦୁର୍ଘଟଣା। ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ମଙ୍ଗଳବାର ଘଟିଛି ଏକ ରେଳ ଦୁର୍ଘଟଣା। ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ ଅଲଗା ହୋଇଯାଇଛି। ଫଳରେ ଶତାଧିକ!-->…