ଅବ୍ୟବସ୍ଥାରେ ଚାଲିଛି ନୟାଗଡ଼ ଜିଲ୍ଲାର କେନ୍ଦ୍ର ସମବାୟ ବ୍ୟାଙ୍କ୍ ଓ ସେବା ସମବାୟ ସମିତି

ନୟାଗଡ଼ : ନୟାଗଡ଼ ଜିଲ୍ଲାରେ ୧୫୭ ଟି ସେବା ସମବାୟ ସମିତି ରହିଥିବା ବେଳେ ରାଜ୍ୟ ଅଡିଟ ରିପୋର୍ଟ ଅନୁସାରେ ନୟାଗଡ଼ ଜିଲ୍ଲାର ୧୧ ଟି ସମବାୟ ସମିତି ଲାଭ ଦେଖାଉଥିବା ବେଳେ ଅବଶିଷ୍ଟ ୧୪୬ ସମବାୟ ସମିତି କ୍ଷତି ରେ ଚାଲିଛି ।ସୂଚନା ଅନୁଯାୟୀ ରାଜ୍ୟରେ ମୋଟ ୨୭୧୧ ଟି ସମବାୟ ସମିତି ଥିବା ବେଳେ

ଓଇଆରସିର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା । ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପତି । ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ଡ. କମ୍ଭମ୍‌ପତି ଶ୍ରୀ

ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ପ୍ରବଳ ଗରମ ଉପରେ ବ୍ରେକ୍‌ ଲାଗିବ। ଅସହ୍ୟ ତାତିରୁ ତ୍ରାହି ମିଳିବ। ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏହା ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି ରିକର୍ଭ କରି ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି କରି

ପ୍ରାଣୀ ଚିକିତ୍ସା ନାଁରେ ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ : ନୋଡାଲ ଅଫିସରଙ୍କ ଫୋନ ନମ୍ବର ସାର୍ଵଜନୀନ କରାଯାଉ

ବ୍ରହ୍ମପୁର : ଜିଲ୍ଲା ପ୍ରାଣୀ ଚିକିତ୍ସାଳୟରେ ନାନା ଅବ୍ୟବସ୍ଥାର ସମାଧାନ ଦାବୀ ନେଇ ଆଜି ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ବ୍ରହ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଅନୁଷ୍ଠିତ ହେବା ସହ ସ୍ମାରକ ପତ୍ର ପ୍ରଦାନ କରାଯାଇଛି l ଚିକିତ୍ସାଧିକାରୀଙ୍କ ମନମୁଖୀ

ସରକାରୀ କାର୍ଯ୍ୟାଳୟରୁ ହେରୋଇନ୍ ଜବତ, ଜଣେ କର୍ମଚାରୀ ଗିରଫ

ଇଟାନଗର: ଇଟାନଗର ପୁଲିସ ଏଠାକାର ସିଭିଲ୍ ସଚିବାଳୟ ପରିସରରୁ ଜଣେ ସନ୍ଦିଗ୍ଧ ଡ୍ରଗ୍ସ(ହେରୋଇନ୍) ଯୋଗାଣକାରୀଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ୪୪.୩୬ ଗ୍ରାମ ହେରୋଇନ୍ ଜବତ କରାଯାଇଛି ବୋଲି ଜଣେ ବରିଷ୍ଠ ପୁଲିସ ଅଧିକାରୀ ମଙ୍ଗଳବାର କହିଛନ୍ତି। ଇଟାନଗର ପୋଲିସ ଅଧୀକ୍ଷକ (ଏସପି) ରୋହିତ

ମା’ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେଵୀ ମାଆ ତାରାତାରିଣୀ ଶକ୍ତିପୀଠ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ସମୟରେ ତାଙ୍କ ସହିତ ଉପସ୍ଥିତ ଥିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହି

ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ, କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ନାଉଗାଁ ଅଞ୍ଚଳରେ ଅଭାବନୀୟ ଘଟଣା । ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ । ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ପଛପଟ ଥିବା ଅଙ୍ଗନବାଡ଼ି କେନ୍ଦ୍ର ପାଖରେ ପିଇଲେ ବିଷ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ପ୍ରଥମେ ନାଉଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରେ

ଚୈତ୍ର ଶେଷ ମଙ୍ଗଳବାର : ମା’ ଶ୍ୟାମଳାଇ ଓ କରେଇଶୁଣୀଙ୍କ ଚୈତ୍ର ଯାତ୍ରା ଉଦଯାପିତ

ହିଞ୍ଜିଳିକାଟୁ : ଚୈତ୍ର ମାସ ଚତୁର୍ଥ ପାଳି ମଙ୍ଗଳବାର ଉପଲକ୍ଷେ ହିଞ୍ଜିଳିକାଟୁ ବ୍ଳକ ନୂଆଁ ବୁରୁପଡା ନିକଟସ୍ଥ ତଥା ସ୍ଥାନୀୟ ଅଞ୍ଚଳର ଇଷ୍ଟଦେବୀ ମା’ ଶ୍ୟାମଳାଇ ଓ ଖରିଡା ସ୍ଥିତ ମା’ କରେଇଶୁଣୀଙ୍କ ପୀଠରେ ସହସ୍ରାଧିକ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି । ମଙ୍ଗଳବାର ଭୋରରୁ ମା’ଙ୍କ ମଙ୍ଗଳ

ବାକି ଥିବା ମାମଲାର ତଦନ୍ତ ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ଗତ ମାର୍ଚ୍ଚ ମାସରେ ଭୁବନେଶ୍ବର ସହରାଞ୍ଚଳ ଜିଲ୍ଲା ପୋଲିସ ପକ୍ଷରୁ ମୋଟ ୧୩୦୦ ଟି ମାମଲାର ତଦନ୍ତ ସମ୍ପୂର୍ଣ କରି ତଦନ୍ତକାରୀ ଅଫିସରମାନେ ନ୍ୟାୟାଳୟରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଛନ୍ତି । ଭୁବନେଶ୍ବର ସହରାଞ୍ଚଳର ବିଭିନ୍ନ ଥାନାରେ ପ୍ରାୟ ଦଶ ହଜାରରୁ ଉର୍ଦ୍ଧ୍ବ ମାମଲାର ବାକି

ବିଜେପି ନେତାଙ୍କ ବାସଭବନରେ ଭୟଙ୍କର ବିସ୍ଫୋରଣ, ବ୍ୟାପକ କ୍ଷୟକ୍ଷତି

ଚଣ୍ଡିଗଡ଼: ପଞ୍ଜାବର ଜଳନ୍ଧର ଜିଲାରେ ବିଜେପି ନେତା ମନୋରଞ୍ଜନ କାଳିଆଙ୍କ ବାସଭବନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି, ଯାହା ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି ଏବଂ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ବିସ୍ଫୋରଣରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ କୌଣସି ଧନଜୀବନ ହାନି