ମା’ ତାରିଣୀଙ୍କୁ ୫୦ ଲକ୍ଷ ଟଙ୍କାର ସୁନା ମୁକୁଟ ଦାନ କଲେ ଭକ୍ତ

କେନ୍ଦୁଝର : ଭକ୍ତ ଓ ଭଗବାନଙ୍କ ସମ୍ପର୍କ ଅତୁଟ । ତାଙ୍କ ଭାବର ଡୋରି କେହି କାଟିପାରିବେନି । ଭକ୍ତଙ୍କ ଦୁଃଖ ସମୟରେ ଭଗବାନ ସବୁ ବେଳେ ଠିଆ ହୋଇଥାଆନ୍ତି । ଭଗବାନ କାହାର କେତେ ବେଳେ ମନସ୍କାମନା ପୂରଣ କରନ୍ତି ତାହା ଜାଣିବା ଅସମ୍ଭବ । ଭକ୍ତର ଇଚ୍ଛା, କଷ୍ଟ, ଦୁଃଖ, ଅଭାବକୁ ପୂରଣ

ବିଜୁ ଯୁବ ଜନତା ଦଳ ନେତାଙ୍କ ବିସ୍ଫୋରକ ବୟାନ: ‘ମାନସ ମଙ୍ଗରାଜଙ୍କ କଥାରେ ଭୋଟ ଦେଇଥିଲେ ସସ୍ମିତ୍’

ଭୁବନେଶ୍ବର: ଦିନ ଗଡିବା ସାଙ୍ଗରେ ବଢିଚାଲିଛି ବିଜେଡି ଭିତରେ ଉଷ୍ମତା । ପ୍ରତିଦିନ ନୂଆ ନୂଆ ଚାଞ୍ଚଲ୍ୟକର ବୟାନ ସାମ୍ନାକୁ ଆସୁଛି । ବିଜେଡିର ବରିଷ୍ଠ ନେତାମାନେ ଏନେଇ ବଡ ବଡ ବୟାନ ରଖିଥିବା ବେଳେ ଆଜି ଓ୍ବାକଫ୍ ବିଲ ସପକ୍ଷରେ ସସ୍ମିତଙ୍କ ଭୋଟକୁ ନେଇ ବିସ୍ଫୋରକ ବୟାନ ରଖିଛନ୍ତି ବିଜୁ ଯୁବ

କମିଶନରେଟ ପୋଲିସର ମୋବାଇଲ ମେଳା, ଫେରାଉଛି ଚୋରି ମୋବାଇଲ

ଭୁବନେଶ୍ୱର : କମିଶନରେଟ ପୋଲିସର ମୋବାଇଲ ମେଳା । ମୋବାଇଲ ମେଳାର ଆୟୋଜନ କରି ଚୋରି ମୋବାଇଲ ଫେରାଉଛି ପୋଲିସ । ରାଜଧାନୀରୁ ୧୦୦ ଟି ଚୋରି ମୋବାଇଲ ଉଦ୍ଧାର ପରେ ପ୍ରକୃତ ମାଲିକଙ୍କୁ ଫେରସ୍ତ କରାଯାଇଛି । କମିଶନରେଟ ପୋଲିସର ସ୍ଵତନ୍ତ୍ର ଟିମ ଚୋରି ମୋବାଇଲ ଟ୍ରାକ କରି ଠାବ କରିଛନ୍ତି ।

ଆଜିଠାରୁ ଲାଗୁ ହେଲା ଓ୍ବାକଫ ସଂଶୋଧନ ଆଇନ

ନୂଆଦିଲ୍ଲୀ : କେନ୍ଦ୍ର ସରକାର ୱାକଫ ସଂଶୋଧନ ଆଇନ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛନ୍ତି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ନୂତନ ୱାକଫ୍ ଆଇନ ଆଜି ଅର୍ଥାତ୍ ବୁଧବାର, ୮ ଏପ୍ରିଲ୍, ୨୦୨୫ ଠାରୁ କାର୍ଯ୍ୟକାରୀ ହେବ। ସଂସଦର ଉଭୟ ଗୃହରେ ୱାକଫ୍ ସଂଶୋଧନ ବିଲ୍ ଗୃହୀତ ହେବା ପରେ,

ଆଉ ଦୁଇ ଦିନ ମଧ୍ୟରେ ସରିବ ମାଟ୍ରିକ ଖାତା ଦେଖା, ମେ’ ପ୍ରଥମ ସପ୍ତାହରେ ରେଜଲ୍ଟ

କଟକ: ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ। ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଆଉ ଦୁଇ ଦିନ ମଧ୍ୟରେ ସରିବ ଖାତା ଦେଖା। AI ଏବଂ QR କୋର୍ଡ ଦ୍ବାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍‌ ନେଇ କିଛି ଅସୁବିଧା ହେବନି କହିଲେ।

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

ପୁରୀ : ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ । ଧାଡ଼ି ଦର୍ଶନ ପାଇଁ ସବୁକିଛି ବ୍ୟବସ୍ଥା କରାଯାଇଛି । ଚଳିତ ସପ୍ତାହରେ ଶ୍ରୀମନ୍ଦିର ମ୍ୟାନେଜିଙ୍ଗ କମିଟି ଗଠିତ ହୋଇଯିବ । କମିଟି ହେଲାପରେ ନାଟମ ଣ୍ଡପ ଭିତରେ ଥିବା ହୁଣ୍ଡିର ସ୍ଥାନାନ୍ତର ପ୍ରକ୍ରିୟା

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଟୁରିଷ୍ଟ ବସ୍

ପୁରୀ: ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍। ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।

ଦଳିତ ନେତାଙ୍କ ପୂଜାର୍ଚ୍ଚନା ପରେ ମନ୍ଦିରରେ କାହିଁକି ଗଙ୍ଗାଜଳ ଛିଞ୍ଚି ଶୁଦ୍ଧିକରଣ କରାଯାଇଥିଲା, ବିଜେପି କ୍ଷମା…

ନୂଆଦିଲ୍ଲୀ: ରାଜସ୍ଥାନର ଦଳିତ କଂଗ୍ରେସ ନେତା ଟିକାରାମ ଜୁଲି ଅଲୱରର ଏକ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଭଗବାନଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ରାଜ୍ୟର ଶାସକ ବିଜେପି ନେତା ଜ୍ଞାନଦେବ ଆହୁଜା ଟିକାରାମ ଜୁଲି ମନ୍ଦିର ପରିଦର୍ଶନ କରିବା ପରେ ଗଙ୍ଗାଜଳ ଛିଞ୍ଚି ମନ୍ଦିରର

ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା, ସାଙ୍ଗଠନିକ ନିର୍ବାଚନ ସଂପର୍କରେ ଆଲୋଚନା

ଭୁବନେଶ୍ୱର : ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା । ନବୀନଙ୍କୁ ଭେଟିଲେ ପ୍ରସନ୍ନ ଆଚାର୍ଯ୍ୟ, ଅନଙ୍ଗ ଉଦୟ ସିଂଦେଓ, ପ୍ରତାପ ଦେବ, କଳିକେଶ ନାରାୟଣ ସିଂହଦେଓ, ଅରୁଣ ସାହୁ, ସଂଜୟ ଦାସ ବର୍ମାଙ୍କ ଭଳି ବରିଷ୍ଠ ନେତା। ସାଂଗଠନିକ କାର୍ଯ୍ୟକ୍ରମକୁ ନେଇ ନବୀନଙ୍କୁ ଭେଟିଛନ୍ତି । ସାଙ୍ଗଠନିକ

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି କାମ

କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଛି। ସ୍ନାନ ପୂର୍ଣ୍ଣିମା ଭିତରେ ରତ୍ନ ଭଣ୍ଡାର କାମ ସରିବ ବୋଲି କୁହାଯାଇଛି। ପ୍ରଥମେ ଡି ପ୍ଲାଷ୍ଟରିଙ୍ଗ ଓ ପରେ ପଥର ମରାମତି କାମ ଜାରି ରହିଛି। ଶ୍ରୀମନ୍ଦିର ରତ୍ନଭଣ୍ଡାର କମିସନ ରିପୋର୍ଟ ସାର୍ବଜନୀନ କରିବା ସମ୍ପର୍କିତ ମାମଲାର