Sign in
Sign in
Recover your password.
A password will be e-mailed to you.
୧୫ ବର୍ଷରୁ କମ ସିଏମ ଟ୍ରଫି ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ ୨୦୨୫ ଉଦଘାଟିତ
ମାଲକାନଗିରି : ମାଲକାନଗିରି ସ୍ପୋର୍ଟସ କମ୍ପ୍ଲେକ୍ସଠାରେ ଆଜି ୧୫ ବର୍ଷରୁ କମ ସି.ଏମ ଟ୍ରଫି ଜିଲ୍ଲାସ୍ତରୀୟ ଫୁଟବଲ ଚମ୍ପିୟନସିପ ୨୦୨୫ ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଯୋଗଦେଇ ଏହାର ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ଏଥିରେ!-->…
ସତିଗୁଡା ଜଳଭଣ୍ଡାରରେ ୫୪ ହଜାରରୁ ଊର୍ଦ୍ଧ୍ଵ ଉନ୍ନତ ମାନର ଚିଙ୍ଗୁଡ଼ି ଯାଁଳା ଛାଡିଲା ମତ୍ସ୍ୟ ବିଭାଗ
ମାଲକାନଗିରି : ମତ୍ସ୍ୟଜୀବୀମାନଙ୍କ ରୋଜଗାର ବୃଦ୍ଧି ନିମନ୍ତେ ସତିଗୁଡା ଜଳ ଭଣ୍ଡାରରେ ୫୪ ହଜାରରୁ ଊର୍ଦ୍ଧ୍ଵ ଉନ୍ନତ ମାନର ଚିଙ୍ଗୁଡ଼ି ଯାଁଳା ଛଡା ଯାଇଛି। ଜିଲ୍ଲା ମତ୍ସ୍ୟ ସମ୍ପଦ ବିଭାଗ ପକ୍ଷରୁ ଆଜି ମାଲକାନଗିରି ଜିଲ୍ଲା ସଦର ମହକୁମାର ସତିଗୁଡା ଜଳ ଭଣ୍ଡାରରେ ଏହି ଚିଙ୍ଗୁଡି ଯାଁଳା!-->…
ଉମରକୋଟଠାରେ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକାମିଶନ ଯୋଜନାରେ ଆଦିବାସୀ ଯୁବ ଉଦ୍ୟୋଗୀ ଙ୍କୁ ସହାୟତା ପ୍ରଦାନ
ଉମରକୋଟ : ଆଜି ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ନବରଙ୍ଗପୁର ଦ୍ୱାରା ବ୍ଲକ କୃଷି କାର୍ଯ୍ୟାଳୟ ଉମରକୋଟ ପ୍ରାଙ୍ଗଣରେ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଅଧୀନରେ ପମ୍ପସେଟ, ସିଞ୍ଚନ ଯନ୍ତ୍ର ବଣ୍ଟନ ଏବଂ ଆଦିବାସୀ ଯୁବ ଉଦ୍ୟୋଗୀଙ୍କ ପାଇଁ ଆର୍ଥିକ ସହାୟତା ପ୍ରଦାନ କାର୍ଯ୍ୟକ୍ରମ!-->…
ପୁରୀରେ ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଘଟଣାରେ କାର୍ଯ୍ୟାନୁଷ୍ଠାନ ସହ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ…
ମାଲକାନଗିରି : ପୁରୀ ଠାରେ କାର୍ଯ୍ୟରତ ମହିଳା ସମ୍ବାଦିକାଙ୍କୁ ଶ୍ରୀ ମନ୍ଦିରର ପଣ୍ଡାଙ୍କ ଦ୍ଵାରା ଦୁର୍ବ୍ୟବହାର ଘଟଣାକୁ ନେଇ ଉତ୍କଳ ସାମ୍ବାଦିକ ସଙ୍ଘର ମାଲକାନଗିରି ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି। ରାଜ୍ଯରେ!-->…
ରାଜ୍ୟର ସମସ୍ତ ପୌରପାଳିକାରେ ୨୦୨୭ ସୁଦ୍ଧା ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ
ଭୁବନେଶ୍ୱର: ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଡାଃ ମହାପାତ୍ର କହିଛନ୍ତି ଯେ, ୨୦୨୭ ମାର୍ଚ୍ଚ ମାସ!-->…
୫୦ ଟଙ୍କା ମହଙ୍ଗା ହେଲା ଘରୋଇ ଗ୍ୟାସ୍ ସିଲିଣ୍ଡର
ନୂଆଦିଲ୍ଲୀ : ସରକାର ପେଟ୍ରୋଲ-ଡିଜେଲ ଉପରେ ଉତ୍ପାଦ ଶୁଳ୍କ ବୃଦ୍ଧି କରିବା ପରେ ଏବେ ଏଲପିଜି ଗ୍ୟାସ୍ ସିଲିଣ୍ଡର ଦାମ୍ ବଢାଇଛନ୍ତି । ସରକାର ଘରୋଇ ଏଲପିଜି ଗ୍ୟାସ୍ ସିଲିଣ୍ଡର ୫୦ ଟଙ୍କା ବୃଦ୍ଧି କରିଛନ୍ତି । ସୋମବାର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ଏନେଇ ସୂଚନା ଦେଇଛନ୍ତି । ସେ!-->…
ଓଡ଼ିଶାରେ ଏଚ୍ସିଏଲ ଟେକ୍ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ସ୍ଥାପନ କରିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ଏଚ୍ସିଏଲ ଟେକ୍ ଖୁବ୍ଶୀଘ୍ର ରାଜ୍ୟରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ। ଦିଲ୍ଲୀ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ ପରେ ସୋମବାର ସେ ଏହି ଘୋଷଣା କରିଛନ୍ତି।
ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ,!-->!-->!-->…
ଅନ୍ତର୍ଜାତୀୟ ଯୋଗଦିବସର ୭୫ ଦିନିଆ ଅବଗଣନା, ଶୁଭାରମ୍ଭ ହେଲା ‘ହରିତ ଯୋଗ’
ଭୁବନେଶ୍ୱର: ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ସାଧାରଣ ଯୋଗ ଅଭ୍ୟାସ । ପ୍ରାୟ ୬,୦୦୦ରୁ ଅଧିକ ଯୋଗପ୍ରେମୀ ଏଥିରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ କେନ୍ଦ୍ର ଆୟୁଷ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରତାପରାଓ ଯାଧବ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିଙ୍କ ଦ୍ୱାରା ‘ହରିତ ଯୋଗ’ ନାମକ!-->…
ମୋଦୀ-ୟୁନୁସଙ୍କ ଆଲୋଚନାର ଭ୍ରମାତ୍ମକ ଉପସ୍ଥାପନା କଲା ବାଂଲାଦେଶ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସଙ୍କ ମଧ୍ୟରେ ଗତ ୪ ତାରିଖରେ ବିମଷ୍ଟେକ ସମ୍ମିଳନୀ ଅବସରରେ ଦ୍ଵିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସମୟରେ ଦୁଇ ନେତା ଦୁଇ ଦେଶ ମଧ୍ୟରେ ରହିଥିବା ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ମାତ୍ର!-->…
ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲା, ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଲେ ହାଇକୋର୍ଟ
କଟକ : ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲାରେ ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ଆସନ୍ତା ମେ ୫ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ବିଷ୍ଣୁପଦ ସେଠୀଙ୍କ ସମେତ ତାଙ୍କ ପତ୍ନୀ ଓ ଝିଅଙ୍କ ଅନ୍ତରୀଣ ସୁରକ୍ଷା ମଧ୍ୟ ବଳବତ୍ତର ରହିଛି ।!-->…