Sign in
Sign in
Recover your password.
A password will be e-mailed to you.
ରାଜ୍ୟରେ ହେବ ୩୨ ବୃହତ୍ ଶସ୍ୟ ଭଣ୍ଡାର
ଭୁବନେଶ୍ୱର: ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି ମିଳିବ। ଭାରତ ସରକାରଙ୍କ ବିଶ୍ୱର ସର୍ବବୃହତ୍ ଶସ୍ୟ ଭଣ୍ଡାର!-->…
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସହ କରିବେ ଆଲୋଚନା
ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୋଇଡାରେ HCL ଟେକ୍ନୋଲୋଜି ଲିମିଟେଡ୍ ପରିଦର୍ଶନ କଲେ । ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସମେତ ଅନ୍ୟ ଅଂଶୀଦାରଙ୍କ ସହ ଆଲୋଚନା କରିବେ। ନିବେଶ ପାଇଁ ରାଜ୍ୟସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଜି!-->…
ୱାକଫ୍ ଆଇନ: ବୈଧତାକୁ ଚ୍ୟାଲେଞ୍ଜ ଆବେଦନଗୁଡ଼ିକର ଶୁଣାଣି ପାଇଁ ରାଜି ହେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସୋମବାର ସୁପ୍ରିମକୋର୍ଟ ୱାକଫ୍ (ସଂଶୋଧନ) ଆଇନ, ୨୦୨୫ ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଆଗତ ଆବେଦନଗୁଡ଼ିକର ତୁରନ୍ତ ଶୁଣାଣି ପାଇଁ ତାଲିକାଭୁକ୍ତ କରିବା ଉପରେ ବିଚାର କରିବାକୁ ରାଜି ହୋଇଛନ୍ତି।
ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ଏବଂ ବିଚାରପତି ସଞ୍ଜୟ କୁମାର!-->!-->!-->…
ଦେବାଶିଷଙ୍କୁ ସୋଫିଆଙ୍କ ଟାର୍ଗେଟ, କହିଲେ, ‘ଓ୍ବାକଆଉଟ ମାନେ ସମର୍ଥନ’
ଭୁବନେଶ୍ବର: ବଢୁଛି ବିଜେଡିର ଅଡୁଆ । ଦଳ ଭିତରେ ବାହାରେ ସବୁଠି ବିରୋଧ । ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ୍ ପାତ୍ର ଓ୍ବାକଫ୍ ବିଲକୁ ସମର୍ଥନ ଦେବାକୁ ନେଇ ଏବେ ତେଜିଛି ରାଜ୍ୟରାଜନୀତି । ବିରୋଧୀ ତ ବିରୋଧୀ ଦଳୀୟ ବରିଷ୍ଠ ଠାରୁ ନେଇ କନିଷ୍ଠ ସବୁ କ୍ଷୋଭ ପ୍ରକାଶ କରିଛନ୍ତି ।
ଏହାକୁ!-->!-->!-->…
ପାଣ୍ଡିଆନ୍ ଗୋ ବ୍ୟାକ୍! ୱାକଫ୍ ବିଲ୍ ଭୋଟ୍ ବିବାଦ ନେଇ ନବୀନ ନିବାସରେ ପ୍ରତିବାଦ
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସରେ ସୋମବାର ପୂର୍ବାହ୍ନରେ ବିଜେଡି ସାଂସଦ ମୁନ୍ନା ଖାଁଙ୍କ ନେତୃତ୍ୱରେ ମୁସଲିମ୍ ପ୍ରତିନିଧିମାନଙ୍କର ଏକ ଗୋଷ୍ଠୀ ପ୍ରତିବାଦ କରିବାରୁ ଉତ୍ତେଜନା ପ୍ରକାଶ!-->…
ସୃଷ୍ଟି ହେଲା ଲଘୁଚାପ: ୧୧ ତାରିଖ ଯାଏଁ ବର୍ଷିବ
ଭୁବନେଶ୍ବର: ତାତିରୁ ମିଳିବ ଆଶ୍ବସ୍ତି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଜରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।!-->…
କାନପୁରରେ ରାମ ନବମୀ: ଶୋଭାଯାତ୍ରାରେ ପଥର ମାଡ଼ ଅଭିଯୋଗ, ପୁଲିସ କହିଲା ‘ଗୁଜବ’
କାନପୁର: ରାମ ନବମୀ ଶୋଭାଯାତ୍ରାରେ ପଥର ମାଡ଼ ହୋଇଥିବା ଅଭିଯୋଗକୁ ନେଇ ନାଇ ସଡକ ଅଞ୍ଚଳରେ ସୁରକ୍ଷା କଡ଼ାକଡ଼ି କରାଯାଇଥିଲା। ତଥାପି ପୁଲିସ ଏହାକୁ ଏକ ଗୁଜବ ବୋଲି କହି ପରିସ୍ଥିତି ନିୟନ୍ତ୍ରଣରେ ରଖିଥିବା ଦାବି କରିଛି। ଉପ-ପୋଲିସ କମିଶନର (ପୂର୍ବ) ଶ୍ରବଣ କୁମାର ସିଂହ କହିଛନ୍ତି ଯେ!-->…
ନବରଙ୍ଗପୁରଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର : ଆଜି ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତପନ କୁମାର ଖୁଣ୍ଟିଆ,!-->…
ମହିଳା ସାମ୍ବାଦିକଙ୍କୁ ଶ୍ରୀକ୍ଷେତ୍ରରେ ମାଡ଼ ମାରିବା ଘଟଣା : ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ…
ବ୍ରହ୍ମପୁର : ରବିବାର ଦିନ ପୁରୀ ସିଂହ ଦ୍ୱାର ସମ୍ମୁଖରେ ବଡ ଖବର ର ସାମ୍ବାଦିକା ଲୀନୁ ନାୟକ ଓ କ୍ୟାମେରା ମେନ୍ ଶିବ କିଶୋର ପଲାଇ ଙ୍କୁ ସେଠିକାର କିଛି ପଣ୍ଡା ମାନେ ଖବର ସଂଗ୍ରହ ସମୟରେ ଅତର୍କିତ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ପୁରୀ ଡାକ୍ତରଖାନାରେ!-->…
ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ମାମଲା, ତଦନ୍ତ ରିପୋର୍ଟ କ୍ୟାବିନେଟରେ ହେବ ଉପସ୍ଥାପିତ
କଟକ : ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ମାମଲା । ଚାବି ହଜିବା ତଦନ୍ତ ରିପୋର୍ଟ କ୍ୟାବିନେଟରେ ହେବ ଉପସ୍ଥାପିତ। କ୍ୟାବିନେଟର ଉପସ୍ଥାପିତ ହେବା ନେଇ ରାଜ୍ୟ ସରକାର ନେଇଛନ୍ତି ନିଷ୍ପତ୍ତି। ଏ ନେଇ ହାଇକୋର୍ଟଙ୍କୁ ଅବଗତ କଲେ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ। ଜଷ୍ଟିସ ରଘୁବୀର!-->…