Sign in
Sign in
Recover your password.
A password will be e-mailed to you.
ଓଡିଶା ଆଦର୍ଶ ବିଦ୍ୟାଳୟ ତୃତୀୟ ବାର୍ଷିକଉତ୍ସବ ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅନ୍ତର୍ଗତ ଦଣ୍ଡପଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ମୁଖ୍ୟ!-->…
ଓଡିଆ ପକ୍ଷ ୨୦୨୫ର ସପ୍ତମ ଦିନରେ ବର୍ଣ୍ଣବୋଧ ପୁସ୍ତକ ବଣ୍ଟନ
ବର୍ଣ୍ଣବୋଧର ସଫଳ ଜ୍ଞାନ ଦ୍ଵାରା ପଠନ-ଲିଖନ-କଥନ-ଶ୍ରବଣ ସୁଦୃଢ ହୋଇପାରିବ
ଛତ୍ରପୁର : ଓଡିଆ ଭାଷା ,ସାହିତ୍ଯ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡିଆ ଭାଷା ପ୍ରତିଷ୍ଠାନ ଆନୁକୁଲ୍ଯରେ ଗଞ୍ଜାମ ଜିଲ୍ଲାର ବିଦ୍ୟାଳୟ ଗୁଡିକରେ ବର୍ଣ୍ଣବୋଧ ପୁସ୍ତକ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।!-->!-->!-->…
ମାଓ ଆଡ୍ଡାସ୍ଥଳୀରେ ଚଢାଉ, ବିପୁଳ ମାଓ ସାମଗ୍ରୀ ଜବତ
ମାଲକାନଗିରି: ମାଓବାଦୀଙ୍କ ଆଡ୍ଡାସ୍ଥଳୀ ଉପରେ ଏସ୍ଟିଏଫ ଓ ସିଆରପିଏଫର ମିଳିତ ଚଢାଉ ଚଢାଉ । ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲର ପଶ୍ଚିମ ସିଂହଭୂମ ଅଞ୍ଚଳରେ ଚଢାଉ କରିଛି ଏସ୍ଟିଏଫ ଓ ସିଆରପିଏଫ । ଚଢ଼ାଉରେ ୫ କେଜି ବିଶିଷ୍ଟ ୫ଟି ଆଇଡି, ଡେଟୋନେଟର, ବ୍ୟାନର ସହ ପୋଷ୍ଟର ଏବଂ!-->…
ଦିଲ୍ଲୀରୁ ଫେରି ନବୀନଙ୍କୁ ଭେଟିଲେ ସାଂସଦ ମୁନ୍ନା ଖାଁ, କହିଲେ ଶୀଘ୍ର ତଦନ୍ତ କରି ନିଷ୍ପତ୍ତି ନେବେ ସଭାପତି
ଭୁବନେଶ୍ୱର : ସଂଖ୍ୟାଲଘୁଙ୍କ ସ୍ବାର୍ଥ ରକ୍ଷା ବିଜେଡିର ପ୍ରାଥମିକତା । ରାଜ୍ୟସଭାରେ ଯାହା ଘଟିଛି ଅନୁଧ୍ୟାନ କରିବି । ଯାହା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା କଥା କରିବି । ଏହା କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡି ଏକ ଧର୍ମନିରପେକ୍ଷ ଦଳ । ବିଜେଡି ସବୁବେଳେ!-->…
ବ୍ରହ୍ମପୁର ମହାନଗର ଉପକଣ୍ଠରେ ନାଇପର(NIPER) ପ୍ରତିଷ୍ଠା ଦାବି
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ମହାନଗର ଉପକଣ୍ଠରେ ନାଇପର(NIPER) ପ୍ରତିଷ୍ଠା ଦାବିରେ ଆଜି ବିଶ୍ଵ ସ୍ବାସ୍ଥ୍ୟ ଦିବସରେ ଦକ୍ଷିଣ ଓଡିଶା ଫାର୍ମାସିଷ୍ଟ ସଂଘ (SOPA) ତରଫରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପରିସରରୁ ଦକ୍ଷିଣ ଓଡିଶା ଫାର୍ମାସିଷ୍ଟ ସଂଘ ସଭାପତି ବିଜୟ କୁମାର!-->…
ବିହାରରେ କଂଗ୍ରେସର ‘ପଳାୟନ ରୋକୋ, ଚାକିରି ଦିଅ’ ଅଭିଯାନ: ‘ଧଳା ଟି-ଶାର୍ଟ’ ପଦଯାତ୍ରାରେ ସାମିଲ ହେଲେ ରାହୁଲ
ଲୋକସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ବିହାରରେ ‘ଧଳା ଟି-ଶାର୍ଟ’ ପଦଯାତ୍ରା ଆରମ୍ଭ କରିଛନ୍ତି। ହଜାର ହଜାର ସଂଖ୍ୟାରେ କଂଗ୍ରେସ କର୍ମୀ ଏଥିରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି। ବେଗୁସରାଇ ଜିଲାରୁ ଆରମ୍ଭ ହୋଇଥିବା ଏହି ପଦଯାତ୍ରା ସମୟରେ ରାହୁଲ ‘ପଳାୟନ!-->…
ଓ୍ବାକଫ୍ ନିଷ୍ପତ୍ତି; ‘ନବୀନ ସବୁ ଜାଣନ୍ତି’ : ପ୍ରଫୁଲ୍ଲ ଘଡେଇ
ଭୁବନେଶ୍ବର: ଓ୍ବାକଫ୍ ନେଇ ଏବେ ବଢିଛି ବିଜେଡି ଦଳରେ ତାତି । କାହିଁକି ଦଳୀୟ ନିଷ୍ପତ୍ତି ବାହାରକୁ ଯାଇ ଏମିତି କଲେ ସସ୍ମିତ୍ ପାତ୍ର?, ତାକୁ ନେଇ ଦଳର ବିଭିନ୍ନ ନେତା ଉତ୍ତର ମାଗୁଛନ୍ତି । ଦଳୀୟ କାମରେ ଟିକିଏ ଖଇଚା ଦେଖିଲେ, ସିଧା ସିଧା ଦଳରୁ ବାହାର କରୁଥିବା, ସୁପ୍ରିମୋ ନବୀନ, କାହିଁକି!-->…
ଆଜିଠୁ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପ, ଉଦଘାଟନ କଲେ ପୋଲିସ ଡିଜି ୱାଇବି ଖୁରାନିଆ
ଭୁବନେଶ୍ୱର : ଆଜିଠୁ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପ୍ । ୭୩ ତମ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପକୁ ଉଦଘାଟିତ କଲେ ପୋଲିସ ଡିଜି ୱାଇବି ଖୁରାନିଆ । ଏପ୍ରିଲ ୧୫ ଯାଏଁ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ୍ । ଦେଶର ବିଭିନ୍ନ ରାଜ୍ୟରୁ ପୋଲିସ ହକି!-->…
ଲୋକଙ୍କର କ୍ଷତି କରିବାରେ ଟ୍ରମ୍ପ ଓ ମୋଦୀ ସିଦ୍ଧହସ୍ତ : କଂଗ୍ରେସ
ନୂଆଦିଲ୍ଲୀ : ଗତ ସପ୍ତାହରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁଳ୍କ ଘୋଷଣା କରିଥିଲେ ଯାହା ପରେ ଭାରତୀୟ ଷ୍ଟକ୍ ବଜାର ସମେତ ସମଗ୍ର ବିଶ୍ବର ଷ୍ଟକ ବଜାରରେ ବଡ଼ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଏହି ପ୍ରସଙ୍ଗରେ, କଂଗ୍ରେସ ସୋମବାର (୦୭ ଏପ୍ରିଲ, ୨୦୨୫) ଉଭୟ ପ୍ରଧାନମନ୍ତ୍ରୀ!-->…
ପୁନର୍ଗଠନ ହେବ ଏସଏଚଜି, ରାଜ୍ୟ ସ୍ତରରେ ଦିଆଯିବ ନୂଆ ନିଯୁକ୍ତି
ଭୁବନେଶ୍ୱର: ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀକୁ ପୁନର୍ଗଠନ ହେବ। GPLF, ଓ CPL, BLFଙ୍କୁ ଜିଲ୍ଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରତି ପରିବାରକୁ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଯୋଡିବାକୁ କେନ୍ଦ୍ର ସରକାର କହିଥିଲେ।!-->…