ଚିଲିକାରେ ଫସିଲା ଲଞ୍ଚ: ୫୦ରୁ ଅଧିକ ଯାତ୍ରୀ ଉଦ୍ଧାର

ଚିଲିକା: ମଝି ଚିଲିକାରେ ଅଟକିଲା ଯାତ୍ରୀବାହୀ ଲଞ୍ଚ । ବାଲୁଗାଁ ଠାରୁ କୃଷ୍ଣପ୍ରସାଦ ଗଡ଼ ଅଭିମୁଖେ ଆସୁଥିବା ଯାତ୍ରୀବାହୀ ଲଞ୍ଚ ଯାନ୍ତ୍ରିକ ତ୍ରୁଟି ଯୋଗୁ ଚିଲିକା ମଧ୍ୟରେ ଅଟକି ରହିଥିବା ଜଣାପଡିଛି । ସୂଚନା ଅନୁସାରେ, ବାଲୁଗାଁରୁ କୃଷ୍ଣପ୍ରସାଦଗଡ ଜେଟି ଅଭିମୁଖେ ଯାଉଥିବା ଏହି

୭ ଦିନ ହେଲା ସମୁଦ୍ରରେ ନିଖୋଜ ଟ୍ରଲର, ମିଳୁନି ୧୫ ମତ୍ସ୍ୟଜୀବୀଙ୍କ ପତ୍ତା

ଜଳେଶ୍ୱର : ଇଲିସି ମାଛ ଧରିବାକୁ ଯାଇ ଗଭୀର ସମୂଦ୍ର ରେ ନିଖୋଜ ହେଲେ ୧୫ ଜଣ ମତ୍ସ୍ଯଜିବୀ । ଗତ ଜୁଲାଇ ୨ ତାରିଖରେ ଟ୍ରଲର ନେଇ ଗଭୀର ସମୁଦ୍ରକୁ ମାଛ ଧରିବା ପାଇଁ ବାହାରିଥିଲେ ମତ୍ସ୍ଯଜିବୀ । ମାଆ କାଳୀ ନାମକ ଏକ ଟ୍ରଲର ସହିତ ୧୫ ଜଣ ମତ୍ସ୍ୟଜୀବୀଙ୍କ ମିଳୁନି ପତ୍ତା । ପଶ୍ଚିମବଙ୍ଗ

ବିମାନର ସୁରକ୍ଷିତ ଉଡ଼ାଣ ପାଇଁ ବିଏମସିର ବଡ଼ ପଦକ୍ଷେପ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ବିମାନର ସୁରକ୍ଷିତ ଉଡ଼ାଣ ଓ ଅବତରଣକୁ ଦିଆଯାଇଛି ସର୍ବୋଚ୍ଚ ପ୍ରାଥମିକତା। ବିମାନର ସୁରକ୍ଷିତ ଉଡ଼ାଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ନେଇଛି ବଡ଼ ପଦକ୍ଷେପ । ବିମାନ ଚଳାଚଳରେ ବାଧା ସୃଷ୍ଟି କରିପାରୁଥିବା ଉଚ୍ଚ

ଆସୁଛି ଆଉ ଏକ ଲଘୁଚାପ: ୧୨ ଯାଏଁ ଭିଜିବ ସାରା ରାଜ୍ୟ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୨ ତାରିଖରେ ରାଜ୍ୟରେ ପୁଣି ବର୍ଷା ବଢ଼ିପାରେ। । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ବର୍ଷା ହେବ ବୋଲି ସୋଆ ଜଳବାୟୁ ଓ

ବୀରମିତ୍ରପୁର ବିଧାୟକ ରୋହିତ ଜୋସେଫ ତୀର୍କୀଙ୍କ ୩୭ ତମ ଜନ୍ମଦିନ: ରକ୍ତଦାନ ଶିବିର ସହ ବିଭିନ୍ନ ସେବାମୂଳକ…

ବୀରମିତ୍ରପୁର (ନିସର୍ତ୍ତ ନ୍ୟୁଜ): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ବିଧାୟକ ଶ୍ରୀ ରୋହିତ ଜୋସେଫ ତୀର୍କୀଙ୍କ ୩୭ ତମ ଜନ୍ମଦିନ ଅବସରରେ ସହରରେ ଏକାଧିକ ସେବାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବୀରମିତ୍ରପୁର ଟାଉନ ହଲ୍‌ଠାରେ ଏକ ବୃହତ ରକ୍ତଦାନ ଶିବିର ଓ

ମାଲକାନଗିରି ସରକାରୀ ପଲିଟେକ୍ନିକରେ ଜୁଲାଇ ୧ ରୁ ୭ ବନ ମହୋତ୍ସବ ସପ୍ତାହ ପାଳିତ : ୧୦୦ ବୃକ୍ଷ ଚାରା ରୋପଣ

ମାଲକାନଗିରି : ଜୁଲାଇ ୧ ରୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ପାଳିତ ହେଉଥିବା ଜାତୀୟ ବନ ମହୋତ୍ସବ ସପ୍ତାହ ଅବସରରେ ମାଲକାନଗିରି ସରକାରୀ ପଲିଟେକ୍ନିକ ପରିସରରେ ‘ଏକ ପେଡ଼ ମାଁ କେ ନାମ’ ଅଭିଯାନ ଅନ୍ତର୍ଗତ ବନ ମହୋତ୍ସବ କାର୍ଯ୍ୟକ୍ରମ ଅତି ସମାରୋହରେ ଅନୁଷ୍ଠିତ ହୋଇଯାଇଛି।

ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳନ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ୟାମାସୁନ୍ଦର ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି

କଲକାତାରେ ରାଲି ବେଳେ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା, ଭାଇରାଲ ହେଲା ଭିଡିଓ

କଲକାତା:ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଟିଏମସି ରାଲିକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟରେ ଏବେ ଆଉ ଏକ ଘଟଣା ଚର୍ଚ୍ଚାରେ ରହିଛି। ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜଣେ ଦଳୀୟ କର୍ମୀଙ୍କୁ ସର୍ବସମ୍ମୁଖରେ ଚାପୁଡ଼ା ମାରୁଥିବା ଏକ ଭିଡିଓ ସୋସିଆଲ

ବିଦ୍ୟୁତ୍ ଆଘାତ ଲାଗି ଦମ୍ପତିଙ୍କ ସହ ୨ ସନ୍ତାନଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ସତାରା ଜିଲ୍ଲାରୁ ଏକ ହୃଦୟବିଦାରକ ଦୁର୍ଘଟଣା ସାମ୍ନାକୁ ଆସିଛି । ଜିଲ୍ଲାର ଫଳଟନ ତାଲୁକାର ଖାମଗାଁରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ଦମ୍ପତି ଏବଂ ସେମାନଙ୍କର ଦୁଇ ସନ୍ତାନ ରହିଛନ୍ତି

କୋରାପୁଟ ଜିଲ୍ଲା ଯୋଜନା କମିଟି ବୈଠକରେ ୪,୬୧୨ କୋଟିର ବଜେଟ ସହ ବିଭିନ୍ନ ବିକାଶମୂଳକ ଯୋଜନା ଅନୁମୋଦିତ

କୋରାପୁଟ: କୋରାପୁଟ ଜିଲ୍ଲାର ୨୨ତମ ଜିଲ୍ଲା ଯୋଜନା କମିଟି (ଡିପିସି) ବୈଠକ ଆଜି ସ୍ଥାନୀୟ ସଦଭାବନା ସଭାଗୃହ, ଡିଏନକେ ସମ୍ମିଳନୀ କକ୍ଷଠାରେ ମାନ୍ୟବର ବିଧାୟକ-ତଥା-ଡିପିସି ଅଧ୍ୟକ୍ଷଙ୍କ ସଭାପତିତ୍ୱରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ କୋରାପୁଟ ଓ