ୱାକଫ୍‌ ବିଲ୍‌: ବିବେକ ଅନୁସାରେ ଭୋଟ୍‌ ଦେବାକୁ ନିଷ୍ପତ୍ତି ନେଲା ବିଜେଡି

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଅଧିବେଶନର ଆଉ ଦୁଇ ଦିନ ବାକି ଥିବା ବେଳେ ଗୁରୁବାର ରାଜ୍ୟସଭାରେ ଓ୍ୱାକଫ୍‌ (ସଂଶୋଧନ) ବିଲ୍‌ ଉପସ୍ଥାପନ ହୋଇଛି। ଏହାପୂର୍ବ ଦିନ ଲୋକସଭାରେ ୧୨ ଘଣ୍ଟାର ଜୋରଦାର ଆଲୋଚନା ପରେ ପାସ ହୋଇଥିଲା। ଏବେ ରାଜ୍ୟସଭାରେ ଏହାର ଭାଗ୍ୟ ନିର୍ଣ୍ଣୟ ହେବ।

ଆମ ପୋଷାକ ଆମ ପରିଚୟ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ

"ସପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପୋଷାକ ପରିଧାନ ପlଇଁ ଜିଲ୍ଲାପାଳଙ୍କ ନିଷ୍ପତ୍ତି " ରାୟଗଡ଼ା : ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସ୍ଥାନୀୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଭାବରେ ପାଳିତ ହୋଇଯାଇଛି l ଆଜି ସମସ୍ତ କର୍ମଚାରୀ ମlନେ ହସ୍ତତନ୍ତ ବୁଣା ପୋଷାକ ପରିଧାନ କରି କାର୍ଯ୍ୟରେ

ପାରମ୍ପରିକ ହସ୍ତତନ୍ତ ପୋଷାକ ପିନ୍ଧିଲେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର କର୍ମଚାରୀ

ଭୁବନେଶ୍ବର: ଓଡ଼ିଆ ପକ୍ଷ ଅବସରରେ ଗୁରୁବାର ଦିନ 'ଆମ ପୋଷାକ ଆମ ପରିଚୟ' ଦିବସ ଭାବେ ପାଳନ କରାଯାଉଥିବା ବେଳେ ଏହାର ଅନୁପାଳନ ପୂର୍ବକ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ କରିଛନ୍ତି। ରାଜ୍ୟ ସରକାର

ନୂତନ ୩୩ କେଭି ଲାଇନ ଲଗାଇ ଗଞ୍ଜାମ ଜିଲ୍ଲାରେ ବିଦ୍ୟୁତ ଭିତ୍ତିଭୂମି ସୁଦୃଢ଼ କଲା ଟିପିଏସ୍ଓଡିଏଲ୍

୩୪ ହଜାର ଉପଭୋକ୍ତାଙ୍କୁ ଗୁଣାତ୍ମକ ସେବାବ୍ରହ୍ମପୁର, ଏପ୍ରିଲ: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ଅନ୍ତର୍ଗତ ହାତୀଓଟ ପ୍ରାଇମେରୀ ସବଷ୍ଟେସନ ଓ ବେଲଗାଁ ପ୍ରାଇମେରୀ ସବଷ୍ଟେସନ ମଧ୍ୟରେ ଏକ ନୂତନ ୩୩ କେଭି

ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ହେଲା ଦେୟମୁକ୍ତ

ନୂଆଦିଲ୍ଲୀ: ଏଣିକି ଆଉ ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ପାଇଁ ଚାର୍ଜ ଦେବାକୁ ପଡିବ ନାହିଁ । ଆର୍ଥିକ ସଂସ୍ଥାଗୁଡ଼ିକ ଏନେଇ ଯେଉଁ ଚାର୍ଜ ଲଗାଉଥିଲେ, ତାହା ଏବେ ଆଉ ଲଗାଯିବ ନାହିଁ । ଏଣିକି ଦେୟମୁକ୍ତ ହେବ ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ପ୍ରକ୍ରିୟା । ଏନେଇ ଏକ୍ସରେ ସୂଚନା

ରାଜ୍ୟସଭାରେ ୱକଫ୍ ବିଲ୍ ଆଲୋଚନା ବେଳେ ବିଜେଡିର ବିରୋଧ

ନୂଆଦିଲ୍ଲୀ/ଭୁବନେଶ୍ବର: ରାଜ୍ୟସଭାରେ ୱାକଫ୍ ବିଲ୍ ଆଲୋଚନା ବେଳେ ବିଜେଡି ଏହାକୁ ବିରୋଧ କରିଛି। ଆଲୋଚନାରେ ଭାଗ ନେଇ ସାଂସଦ ମୁନା ଖାନ୍ ଏହାକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ୱକଫ୍ ସମ୍ପତ୍ତି ସୁରକ୍ଷିତ ରହିବା ନେଇ ପ୍ରଥମେ ମନ୍ତ୍ରୀ ସ୍ପଷ୍ଟ କରନ୍ତୁ। ରାଜ୍ୟସଭା ସାଂସଦ ମୁନା ଖାନ୍

ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ, ଆହ୍ବାନ ଦେଲେ ପିସିସି ସଭାପତି

ଭୁବନେଶ୍ବର: ପୁଣି ଥରେ ଆନ୍ଦୋଳନ ଡାକରା ଦେଲାଣି କଂଗ୍ରେସ । ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । ଏନେଇ ରାଜ୍ୟରେ କୋଣଅନୁକୋଣରେ ରହିଥିବା ସମସ୍ତ କଂଗ୍ରେସ କର୍ମୀ ଏବଂ ନେତା, ଆସନ୍ତା ଏପ୍ରିଲ ୧୫ରେ ମଶାଲ ଶୋଭାଯାତ୍ରା କରିବେ । ସମସ୍ତ ବ୍ଲକ

ପ୍ରଚଣ୍ଡ ଖରାକୁ ଖାତିର ନ କରି ଖୋଲା ମିନିଟ୍ରକ୍‌ରେ ଚାଲିଛି ଲୋକବୁହା : ପରିବହନ ବିଭାଗ ନୀରବ

ବାଲିଗୁଡା : ରାଜ୍ୟ ସରକାରଙ୍କ ବିପର୍ଯ୍ୟୟ ପରିଚାଳନା ପାଇଁ ଏବେ ଅନେକ ପଦକ୍ଷେପ ପାଇଁ ଜିଲା ଓ ବ୍ଲକ ସ୍ତରରେ ବୈଠକ କରି ସୁବ୍ୟବସ୍ଥା କରାଯିବାକୁ କୁହାଯାଉଛି। ବିଶେଷ କରି ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହର ଅଧିକ ପ୍ରଭାବ ରହୁଥିବାରୁ ଯାତ୍ରୀଙ୍କ

ନିଯୁକ୍ତି ରଦ୍ଦ ହେବା ପରେ ମମତାଙ୍କ ବୟାନ ; ଅଦାଲତକୁ ସମ୍ମାନ କରୁଛୁ, କିନ୍ତୁ ଏହି ନିଷ୍ପତ୍ତିକୁ ଅସ୍ୱୀକାର

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ପ୍ରାୟ ୨୬୦୦୦ ଶିକ୍ଷକ ଓ ଷ୍ଟାଫଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ ଅବୈଧ ଘୋଷଣା କରିବା ପରେ ରାଜନୀତି ଜୋର ହୋଇଛି । ଏହି ମାମଲାରେ ବିରୋଧୀ ଦଳ ବିଜେପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରିଛି । ଅନ୍ୟପଟେ ସିପିଏମ୍ କହିଛି ଯେ ସରକାର ଖାଲି ଥିବା

ଅବ୍ୟବସ୍ଥା ଘେରରେ ସରକାରୀ ଆଶ୍ରମ ବିଦ୍ୟାଳୟ : ସୀମାନ୍ତବର୍ତ୍ତି ଅଞ୍ଚଳରେ ଥିବା ଏହି ବିଦ୍ୟାଳୟ ପ୍ରତି ପ୍ରଶାସନର ନିଘା…

ବାଲିଗୁଡ଼ା : ଅବ୍ୟବସ୍ଥା ଘେରରେ ସରକାରୀ ଆଶ୍ରମ ବିଦ୍ୟାଳୟ । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଛାତ୍ରୀଙ୍କ ପାଇଁ ବିଦ୍ୟାଳୟରେ ନା ଅଛି ଆବଶ୍ୟକ ଅନୁଯାୟୀ ଶୌଚାଳୟ ନ ଅଛି ପାଣିର ସୁ ବ୍ୟବସ୍ଥା । ସେପଟେ ନାହଁ ସୁରକ୍ଷିତ ଶ୍ରେଣୀ ଗୃହ, ପୁଣି ବିପଦ ସଂକୁଳ ଛାତ୍ରୀ ନିବାସରେ ରହୁଛନ୍ତି