Sign in
Sign in
Recover your password.
A password will be e-mailed to you.
ନବମ ଶ୍ରେଣୀ ଛାତ୍ରଙ୍କ ଉତ୍ପାତ: ଷଷ୍ଠଶ୍ରେଣୀ ଛାତ୍ରକୁ ବନ୍ଦ କୋଠରୀରେ ଦେଲେ ନିର୍ଯାତନା
ମୟୂରଭଞ୍ଜ: ବ୍ଲେଡରେ ହାତ କାଟି କ୍ଷତ ସ୍ଥାନରେ ମାରିଲେ ଲୁଣ । ବନ୍ଦ କଠୋରୀରେ ଦେଲେ ନିର୍ଯାତନା । ମୟୂରଭଞ୍ଜ ଜିଲ୍ଳା ଖୁଣ୍ଟା ଥାନା ବାସିପିଠାର ଏକ ସ୍କୁଲରୁ ଆସିଛି ଏଭଳି ସାଙ୍ଘାତିକ ଅଭିଯୋଗ । ସ୍କୁଲ ହଷ୍ଟେଲରେ ରହୁଥିବା ବାରିପଦା ଭୁଗୁଡାକଟା ଅଞ୍ଚଳର ଷଷ୍ଠ!-->…
ଖୋର୍ଦ୍ଧାରେ ଶିଳ୍ପ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ୧୧ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍ ରେ ଆଜି ଦିନ ୧୨ଟାରେ ଅବତରଣ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ସେ କାଳିବେତୀ ଓ ହଳଦୀପଦା ଆଦି ଦୁଇଟି ସ୍ଥାନରେ ଶିଳ୍ପ!-->…
ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ବର: ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା ଓ!-->…
ରେଭେନ୍ସାରେ ଅଣଛାତ୍ର ପ୍ରବେଶକୁ ବିରୋଧ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଙ୍କ ଆମରଣ ଅନସନ
କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ର ଅନଶନ । ବିଶ୍ବବିଦ୍ୟାଳୟ ପରିସରରେ ଅନେକ ସମୟରେ ଅଣଛାତ୍ର ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି । ଏହାସହ ଛାତ୍ର ମାନଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ କରି କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି!-->…
ରାଜ୍ୟ ସଭାରେ ୱାକଫ ବିଧେୟକ ଆଗତ
ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ। ଗତ ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଲ ଆଗତ କରି କହିଥିଲେ, ୱାକଫରେ କୌଣସି ଅଣମୁସଲମାନଙ୍କ ହସ୍ତକ୍ଷେପ ରହିବ ନାହିଁ। ରିଜିଜୁ!-->…
କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ
ରାୟପୁର: ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ । ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ଗତ ତିନି ବର୍ଷ ଧରି ଛତିଶଗଡ଼ ଷ୍ଟେଟ୍ ଓପନ୍ ସ୍କୁଲ ପକ୍ଷରୁ କଏଦୀମାନଙ୍କୁ!-->…
ସମ୍ବଲପୁରରେ ପୋଲିସ ଡିଜି : ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ମାଓବାଦୀଙ୍କୁ ଦେଲେ ଆହ୍ବାନ
ସମ୍ବଲପୁର: ସମ୍ବଲପୁରରେ ପୋଲିସ ଡିଜି । ସମ୍ବଲପୁରରେ ପହଂଚି ପ୍ରଥମେ ମା ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ । ପରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଓ ଏସପି ମୁକେଶ ଭାମୁଙ୍କ ସହ ଆଲୋଚନା କରିଥିଲେ । ଏହାପରେ ଉତ୍ତରାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଆରକ୍ଷୀ!-->…
ପାଟଣାଗଡ଼ ପାର୍ସଲ ବୋମା ଘଟଣା; ପୁଞ୍ଜିଲାଲଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ
ପାଟଣାଗଡ଼: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ମାଷ୍ଟରମାଇଣ୍ଡ ପୁଞ୍ଜିଲାଲ ମେହେରଙ୍କ ହେବ ପୁନଃ ସାକ୍ଷ୍ୟଗ୍ରହଣ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଛି । ଏହା ପୂର୍ବରୁ ମାର୍ଚ୍ଚ ୬!-->…
ସମ୍ପତ୍ତି ତାଲିକା ସାର୍ବଜନୀନ କଲେ ସିଜେଆଇଙ୍କ ସମେତ ୩୦ ବିଚାରପତି
ସୁପ୍ରିମକୋର୍ଟର ସମସ୍ତ ବିଚାରପତି ନିଜ ସମ୍ପତ୍ତି ତାଲିକା ସାର୍ବଜନୀନ କରିବା ଲାଗି ଘୋଷଣା କରିଛନ୍ତି। ଏଣିକି ପ୍ରଧାନ ବିଚାରପତିଙ୍କୁ ବି ନିଜର ସମ୍ପତ୍ତି ତାଲିକା ଘୋଷଣା କରିବାକୁ ହେବ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିଚାରପତିମାନେ ପଦବୀ ସମ୍ଭାଳିବା ମାତ୍ରେ ନିଜ ସମ୍ପତ୍ତିର!-->…
ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ, ଯାଞ୍ଚବେଳେ ୩ ଲକ୍ଷ ୫୬ ହଜାର ଟଙ୍କା ଜବତ
ଭୁବନେଶ୍ବର : ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍ କରାଇବାକୁ କଣ୍ଟ୍ରାକ୍ଟରଙ୍କଠାରୁ ଲାଞ୍ଚ!-->…