Sign in
Sign in
Recover your password.
A password will be e-mailed to you.
ପ୍ରେମିକକୁ ଅପହରଣ କଲା ପ୍ରେମିକା, ଅଭିଯୁକ୍ତଙ୍କ ଠାରୁ ୨ ଟି କାର ଓ ୪ଟି ମୋବାଇଲ ଜବତ
ଭୁବନେଶ୍ୱର : ପ୍ରେମିକକୁ ଅପହରଣ ଷଡ଼ଯନ୍ତ୍ର ରଚିଲା ପ୍ରେମିକା । ୧୦ ଲକ୍ଷ ଟଙ୍କା ମୁଣ୍ଡ ଜାମିନ ରଖି ଭଉଣୀ ଦେଉଥିଲା ଧମକ । ରାଜଧାନୀରୁ ଆସିଲା ହେଟ୍ ଲଭ ଷ୍ଟୋରି ଘଟଣା । ପ୍ରେମିକାର ଚରିତ୍ରକୁ ପ୍ରେମିକ ସନ୍ଦେହ କରିବାରୁ ପ୍ରେମିକା ଅପରାଧୀଙ୍କୁ ଲଗେଇ କଲା ଆପହରଣ!-->…
୪ରେ ବ୍ୟାଙ୍କକ୍ ଯିବେ ପ୍ରଧାନମନ୍ତ୍ରୀ ମୋଦୀ
ବେ ଅଫ୍ ବେଙ୍ଗଲ ଇନିସିଏଟିଭ ଫର ମଲ୍ଟି ସେକ୍ଟୋରାଲ ଟେକ୍ନିକାଲ ଆଣ୍ଡ ଇକୋନୋମିକ କୋଅପରେସନ(ବିମଷ୍ଟେକ) ଶିଖର ସମ୍ମେଳନ ଆସନ୍ତା ୪ ତାରିଖରୁ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଆୟୋଜିତ ହେବ। ଏହି ସମ୍ମିଳନୀ ପୂର୍ବରୁ ୨ ତାରିଖରେ ବରିଷ୍ଠ ଅଧିକାରୀଙ୍କ ବୈଠକ ଏବଂ ୩ ତାରିଖରେ ବିଦେଶ!-->…
ଘରେ ଚାଲିଥିଲା ସେକ୍ସ ରକେଟ୍; ବୃଦ୍ଧ ଦମ୍ପତିଙ୍କ ସମେତ ୩ ଗିରଫ
ରାଉରକେଲା: ରାଉରକେଲାର ଜଗଦା ଅଞ୍ଚଳର ଏକ ଘରୁ ସେକ୍ସ ରାକେଟ ଚଳାଉଥିବା ଅଭିଯୋଗରେ ଜଣେ ବୃଦ୍ଧ ଦମ୍ପତି ସମେତ ତିନି ଜଣଙ୍କୁ ଗିରଫ କରାଯାଇଛି।
ଗିରଫ ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ଜୋସ୍ନା ବିଶ୍ୱାଳ (୬୨), ତାଙ୍କ ସ୍ୱାମୀ ଉପେନ୍ଦ୍ର ବିଶ୍ୱାଳ (୭୨) ଏବଂ ଜଣେ ଗ୍ରାହକ ଉମେଶ ବିଶ୍ୱାଳ!-->!-->!-->…
୫ ଲକ୍ଷ ୮୦ ହଜାର ଟଙ୍କା ଘୋଟାଲା, ସମବାୟ ସମିତି ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ
ଭୁବନେଶ୍ୱର : ଟଙ୍କା ହଡ଼ପ ଅଭିଯୋଗରେ ସମବାୟ ସମିତି ସମ୍ପାଦକ ଗିରଫ । ବାଲେଶ୍ବର ଦୁର୍ଗାଦେବୀ ସମବାୟ ସମିତି ସମ୍ପାଦକ ଗିରୀଶ ଚନ୍ଦ୍ର ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ । ୫ ଲକ୍ଷ ୮୦ ହଜାର ଟଙ୍କା ଘୋଟାଲା କରିଥିବା ଅଭିଯୋଗ ହୋଇଛି । ୨୦୨୧- ୨୦୨୩ ମଧ୍ୟରେ ଚାଷୀଙ୍କ କ୍ଷତିପୂରଣ ଅର୍ଥ!-->…
ପୁଣି ଏକ ଟ୍ରେନ୍ ଦୁର୍ଘଟଣା: ନାନ୍ଦେଡ-ସମ୍ବଲପୁର ଏକ୍ସପ୍ରେସ୍ ଲାଇନଚ୍ୟୁତ
ବିଜୟନଗରମ: ନାଗାବଳୀ ଏକ୍ସପ୍ରେସ ଲାଇନଚ୍ୟୁତ । ବିଜୟନଗରମ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହେଲା ନାନ୍ଦେଡରୁ ସମ୍ବଲପୁର ଯାଉଥିବା ନାଗାବଳୀ ଏକ୍ସପ୍ରେସ । ଟ୍ରେନର ପଛପଟେ ଥିବା ଦୁଇଟି କୋଚ୍ ଲାଇନଚ୍ୟୁତ ହୋଇଥିଲା । ଏକ୍ସପ୍ରେସଟି ବିଜୟନଗରମ୍ ଷ୍ଟେସନ ଛାଡିବା ପରେ ପରେ ହିଁ ଦୁର୍ଘଟଣାର ଶିକାର!-->…
୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର, ଏଫସିଆଇ ନେବ ୪୬ ଲକ୍ଷ
ଭୁବନେଶ୍ବର: ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର । ରାଜ୍ୟରେ ଧାନ କିଣା ନେଇ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଗତ ବର୍ଷ ଅପେକ୍ଷା ୨୬ ଲକ୍ଷ ମେଟ୍ରିକ୍ ଧାନ ଅଧିକା କିଣାହୋଇଛି । ପ୍ରତ୍ୟେକ ବର୍ଷ ୧୬ ଲକ୍ଷ ମେଟ୍ରିକ୍ ଟନ୍!-->…
ଅଧିକ କୀଟନାଶକ ବ୍ୟବହାର ଯୋଗୁଁଁ ବଢୁଛି କ୍ୟାନସର୍: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର : ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି ବୋଲି ଗୃହରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଅର୍ଗାନିକ୍ ବା ଜୈବିକ ଚାଷ ପାଇଁ କ’ଣ ପାଇଁ!-->…
ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ
ବଲାଙ୍ଗିର: ପାରିବାରିକ କଳହର କରୁଣ ପରିଣତି। ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ। ଏଠାରେ ସ୍ୱାମୀ ସାଜିଲା ସଇତାନ। ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟାକାରୀ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି ଦେଓଗାଁ ପୋଲିସ।
ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା!-->!-->!-->…
ବିଗିଡ଼ିଲା ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ପାଇଁ ଯିବେ ଦିଲ୍ଲୀ ଏମ୍ସ
ପାଟନା: ବିଗିଡ଼ିଲା ଆରଜେଡି ନେତା ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା। ଦିଲ୍ଲୀ ଯିବାକୁ ପରାମର୍ଶ ଦେଲେ ପାଟନା ଡାକ୍ତର। କୁହାଯାଉଛି ଯେ, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଲାଲୁ ଯାଦବ ଦିଲ୍ଲୀ ଯିବାକୁ ଘରୁ ବାହାରିଥିଲେ। କିନ୍ତୁ ବିମାନବନ୍ଦର ଯିବା!-->…
ପାତ୍ର ପଡ଼ାରେ ବୁଲିଲା ଖଣ୍ଡା, ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ଭୁବନେଶ୍ୱର : ପୁଣି ରାଜଧାନୀରେ ବୁଲିଲା ଖଣ୍ଡା । ପାତ୍ରପଡ଼ାରେ ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଚାରି ଛକ ନିକଟରେ ୨ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ । ଗୁରୁତର ଦୁଇ ଯୁବକ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ପୂର୍ବ ଶତ୍ରୁତାରୁ ହଣାକଟା ହୋଇଥିବା ସୂଚନା ମିଳିଛି । ଖବର ପାଇ ଖଣ୍ଡଗିରି!-->…