‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’

ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ ପରେ ତୁଳସୀରେ କାମ କରିବେ ନାହିଁ । ତେବେ ଜୀବନର ସୁରକ୍ଷା ପାଇଁ ବାଲିଚନ୍ଦ୍ରପୁର ଥାନାକୁ ନ ଯାଇ ଅନଲାଇନରେ ଏତଲା ଦେଲେ । ସେ କଳାକାର

ବନକଲାଗି ନୀତି: ଆସନ୍ତାକାଲି ଜଗାଙ୍କୁ ୫ଘଣ୍ଟା ଦର୍ଶନ କରିପାରିବେନି ସାଧାରଣ ଦର୍ଶକ

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଆସନ୍ତାକାଲି (ବୁଧବାର) ଅନୁଷ୍ଠିତ ହେବ। ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ବିଫଳ ହେଲା ଯୋଜନା: ୧୩ ମାଓବାଦୀ ଗିରଫ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ପୁଲିସକୁ ମିଳିଛି ପୁଣି ସଫଳତା। ଆଜି ୧୩ ଜଣ ମାଓବାଦୀ ବିଜାପୁର ପୁଲିସ ଗିରଫ କରିଛି। ବିଜାପୁର ଜିଲ୍ଲା ପୁଲିସ ବିଭିନ୍ନ ଥାନା ଅଂଚଳରେ ଚଢାଉ କରାଯାଇ ଏମାନଙ୍କୁ ଗିରଫ କରାଯାଇଥିବା ପୁଲିସ କହିଛି। ଏମାନଙ୍କ ମଧ୍ୟରୁ ଜଣକ ନାମରେ ଏକ ଲକ୍ଷ ଟଂକାର ପୁରସ୍କାର

ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ୬କୁ ହ୍ରାସ ପାଇଛି: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ନକ୍ସଲ ମୁକ୍ତ ଭାରତ ଗଠନ ଦିଗରେ ଏକ ବିଶାଳ ପଦକ୍ଷେପ ଗ୍ରହଣ କରି ଆମ ଦେଶ ବାମପନ୍ଥୀ ଉଗ୍ରବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ସଂଖ୍ୟା ୧୨ରୁ ମାତ୍ର ୬କୁ ହ୍ରାସ କରି ଏକ ନୂତନ ମାଇଲଖୁଣ୍ଟ ହାସଲ

କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ସେ କହିଛନ୍ତି।

ରାଉରକେଲାରେ ସେକ୍ସ ରାକେଟ୍ ଠାବ: ୫ ମହିଳା ଉଦ୍ଧାର, ୫ ଦଲାଲ ଅଟକ

ରାଉରକେଲା: ସ୍ଥାନୀୟ ଜଗଦା ଅଞ୍ଚଳରେ ଏକ ବଡ଼ଧରଣର ସେକ୍ସ ରାକେଟ୍ ଠାବ କରିବାରେ ପୁଲିସ ସଫଳ ହୋଇଛି। ସେକ୍ସ ରାକେଟ ଚଳାଇବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୫ ଜଣ ଦଲାଲଙ୍କୁ ପୁଲିସ ଅଟକ ରଖିଛି। ଏହା ସହ ୫ ଜଣ ମହିଳାଙ୍କୁ ମଧ୍ୟ ପୁଲିସ ଉଦ୍ଧାର କରିଛି। ଅଟକ ଥିବା ଦଲାଲମାନେ ପୂର୍ବରୁ ମଧ୍ୟ

ପ୍ରବଚନ ଦେବାବେଳେ ଟଳିପଡ଼ିଲେ ପ୍ରବଚକ

ଭଦ୍ରକ : : ଶ୍ରୀରାମ ନବମୀ ଉପଲକ୍ଷେ ନବରାତ୍ର ପାରାୟଣ ଚାଲିଥିଲା। ଏହି ଉପଲକ୍ଷେ ରାମଚରିତ ମାନସ ଉପରେ ପ୍ରବଚନ ଦେଉଥିବା ପ୍ରବଚକ ହଠାତ ଟଳିପଡିଥିଲେ। ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏପରି ଏକ ଦୁଖଃଦ ଘଟଣା ଘଟିଛି

ଥାନା ବାବୁ ମାନଙ୍କ ଆଶୀର୍ବାଦ ରେ ନୟାଗଡ଼ ଜିଲ୍ଲାରେ ନିଶା କାର ବାର ବୃଦ୍ଧି …..!

ଗଞ୍ଜାମ ଜିଲ୍ଲାର ଅପମିଶ୍ରଣ ପାଉଚ ମଦ ର ଚାହିଦା ବେଶୀ.. ନୟାଗଡ଼: ନୟାଗଡ଼ ଜିଲ୍ଲାରେ ବେଆଇନ ନିଶା କାରବାର ଦିନକୁଦିନ ବୃଦ୍ଧି ହେଉଛି।ଜିଲ୍ଲାରେ ଅବକାରୀ ବିଭାଗ ଦ୍ଵାରା ନିଲାମ ପ୍ରାପ୍ତ ଦେଶୀମଦ ଦୋକାନରେ ସ୍ଵୀକୃତିପ୍ରାପ୍ତ ଦେଶୀମଦ ବିକ୍ରି ହେଉନାହିଁ । ଏହାର ସୁଯୋଗ ନେଇ ମଦ

ଛତ୍ରପୁରରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳିତ, ଉଲେଖନୀୟ କାର୍ଯ୍ୟ ପାଇଁ ୫ ପୁରସ୍କୃତ

ଛତ୍ରପୁର : ଛତ୍ରପୁର ପୁଲିସ ପଡିଆ ଠାରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଗଞ୍ଜାମ ପୁଲିସ ଜିଲା ଏସପି ଶୁଭେନ୍ଦୁ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ କହିଥିଲେ ଯେ ଆଜିର ଦିବସ ଓଡିଶା ପୁଲିସ ପାଇଁ ଗର୍ବ ଓ ଗୌରବର ଦିବସ। ଜନସାଧାରଣଙ୍କ ସେବା ମନଭାବ ନେଇ ପୁଲିସ ନିଜକୁ ଉତ୍ସର୍ଗ

ସୀମାନ୍ତ କୋଟିଆ ପଞ୍ଚାୟତ ସମୁହରେ ପାଳନହେଲା ଓଡ଼ିଶା ଦିବସ 

ପଟ୍ଟାଙ୍ଗି,୧।୪ : ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ ଓଡ଼ିଶା ଦିବସ ପାଳନ କରି କଡା ଜବାବ ଦେଇଛି । ସୂଚନା