Sign in
Sign in
Recover your password.
A password will be e-mailed to you.
ସମ୍ପ୍ରସାରିତ ହେବ କଟକ, ସିଡିଏରେ ମିଶିବ ୧୦୨ ଗାଁ
କଟକ: ବୃଦ୍ଧି ପାଇବ ସିଲଭର ସିଟି କଟକର ସୀମା । କଟକ ସହିତ ସାମିଲ ହେବ ଆହୁରି ଅନେକ ଗାଁ । କଟକର ସୀମାକୁ ସମ୍ପ୍ରସାରିତ କରି ସିଡିଏ ସହିତ ଆଉ ୧୦୨ଟି ଗାଁକୁ ଯୋଡା ଯିବ । ଏନେଇ ସୂଚନା ଦେଇଛନ୍ତି, ସିଡିଏ ଉପାଧ୍ୟକ୍ଷ ଅନାମ ଚରଣ ପାତ୍ର ।
ସେ କହିଛନ୍ତି, କଟକ ସମ୍ପ୍ରସାରିତ ହେବ । ଏଥିରେ!-->!-->!-->…
ପୁଣି ଜେଲରୁ ବାହାରିଲେ ରାମ ରହିମ, ଦିଲ୍ଲୀ ନିର୍ବାଚନ ପୂର୍ବରୁ ୩୦ ଦିନିଆ ପାରୋଲ
ରୋହତକ: ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୁନାରିଆ ଜେଲରେ ଦଣ୍ଡ ଭୋଗୁଥିବା ସିରସା ଡେରା ମୁଖ୍ୟ ରାମ ରହିମ ନବମ ଥର ପାଇଁ ପାରୋଲରେ ଜେଲରୁ ବାହାରିଛନ୍ତି। ଦିଲ୍ଲୀ ନିର୍ବାଚନ ପୂର୍ବରୁ ରାମ ରହିମଙ୍କୁ ୩୦ ଦିନିଆ ପାରୋଲ ମିଳିଛି। ରାମ ରହିମ ରୋହତକ ଜେଲରୁ ସିରସା ଅଭିମୁଖେ ବାହାରି ଯାଇଛନ୍ତି।!-->…
ଶିକ୍ଷୟତ୍ରୀ ବଦଳି ଦାବି ନେଇ ବୃଦ୍ଧି ପାଉଛି ଅସନ୍ତୋଷ : ବିଦ୍ୟାଳୟ ଫାଠକରେ ତାଲା ପକାଇ ଶିକ୍ଷାର୍ଥୀଙ୍କ ଆନ୍ଦୋଳନ
ହିଞ୍ଜିଳିକାଟୁ : ବିଦ୍ୟାଳୟର ୩ ଜଣ ଶିକ୍ଷକ, ଶିକ୍ଷୟତ୍ରୀଙ୍କୁ ଏକକାଳୀନ ବଦଳି କରିବା ପରେ ଅସନ୍ତୋଷ ବୃଦ୍ଧି ପାଇଛି। ଜୈନିକା ଶିକ୍ଷୟତ୍ରୀଙ୍କ ବଦଳି ବାତିଲ କରିବା ନେଇ ଶିକ୍ଷାର୍ଥୀ ମାନେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିଛନ୍ତି। ଏଭଳି ଏକ ଘଟଣା ମଙ୍ଗଳବାର ହିଞ୍ଜିଳିକାଟୁ ବ୍ଲକ୍ ଆଲପୁର!-->…
ରାୟଗଡା, କେନ୍ଦୁଝରରେ ପ୍ଲାଣ୍ଟ: ନିବେଶ ହେବ ଲକ୍ଷେ ୭୦ ହଜାର କୋଟି
ଭୁବନେଶ୍ବର: ଉତ୍କର୍ଷ ଓଡିଶା ଆରମ୍ଭରୁ ହିଁ ରାଜ୍ୟରେ ଆରମ୍ଭ ହୋଇଯାଇଛି ପୁଞ୍ଜି ନିବେଶ । ରାୟଗଡା ଏବଂ କେନ୍ଦୁଝରରେ ଦୁଇଟି ମେଗା ଷ୍ଟିଲ୍ ପ୍ଲାଣ୍ଟ ନିର୍ମାଣ ହେବାକୁ ଯାଉଛି । ଏଥିପାଇଁ ମୋଟ ୧ ଲକ୍ଷ ୭୦ ହଜାର କୋଟି ନିବେଶ କରିବେ ନିବେଶକ ।
ରାୟଗଡାରେ ନୂଆ ପ୍ଲାଣ୍ଟ ପ୍ରତିଷ୍ଠା କରିବ!-->!-->!-->…
ଟେକନଲୋଜୀ ନକଲ କରି ଡିପସିକ୍ ଏଆଇ ତିଆରି କରିଛି ଚୀନ : ମସ୍କ
ନ୍ୟୁୟର୍କ: ଶସ୍ତା ଏଆଇ ଆର-୧ ଆଣି ବିଶ୍ୱର ବଡ଼ ଟେକନୋଲୋଜି କମ୍ପାନୀ ମାଇକ୍ରୋସଫ୍ଟ, ଗୁଗୁଲ, ମେଟା, ଏନଭିଡିଆ ଏବଂ ଓପନ ଏଆଇର ମୁଣ୍ଡ ବ୍ୟଥା ବଢାଇଥିବା ଚାଇନାଷ୍ଟାର୍ଟଅପ୍ ଡିପସିକର ଦାବିକୁ ନେଇ ପ୍ରଶ୍ନ ଉଠିବା ଆରମ୍ଭ ହୋଇଛି। ଏପରିକି ଦୀପସିକ ବିରୋଧରେ ଟେକନଲୋଜୀ ଠକେଇ ଅଭିଯୋଗ ଆସୁଛି।!-->…
ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ଭୁବନେଶ୍ୱରରୁ ହାଇଦ୍ରାବାଦ ହେଲେ ଏୟାରଲିଫ୍ଟ
ଭୁବନେଶ୍ୱର : ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଏବେ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ!-->…
‘ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ଓଡିଶା’
ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ରାଜ୍ୟରେ ନିବେଶକଙ୍କ ମହାମିଳନ । ପ୍ରମୁଖ ନିବେଶକମାନେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ଯୋଗ ଦେଇ ଓଡିଶା ବିକାଶ ପାଇଁ ସହଯୋଗର ହାତ ବଢେଇଛନ୍ତି । ଯାହାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ।!-->…
ଜାମ୍ବାହାଲର ସରକାରୀ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ସମ୍ପର୍ଣ୍ଣ
ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଅଣ୍ଡାଳି ଜାମ୍ବାହାଲର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଦ୍ୟ ତା ୨୮/୦୧/୨୫ ରିଖ ମଙ୍ଗଳବାର ଦିନ ୧୧ ଟା ଘଟିକାରେ ରାଏବଗା ଭାରପ୍ରାପ୍ତ ଅଧିକାରୀ ପ୍ରହ୍ଲାଦ କୁମାର ପ୍ରଧାନ, ଶିକ୍ଷୟିତ୍ରୀ ଶ୍ରୀମତୀ ଡିଗୀ ମାରାଣ୍ଡିଙ୍କ!-->…
ଟିକ୍ଟକ୍ କିଣିବ ମାଇକ୍ରୋସଫ୍ଟ !
ଓ୍ବାଶିଂଟନ: ଆମେରିକାରେ ଟିକ୍ଟକ୍କୁ କିଣିପାରେ ମାଇକ୍ରୋସଫ୍ଟ। ସୋମବାର ଏନେଇ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି ଯେ, ଚାଇନିଜ୍ ଆପ୍ ଟିକ୍ଟକ୍ର ଆମେରିକୀୟ ବ୍ୟବସାୟକୁ ମାଇକ୍ରୋସଫ୍ଟ କ୍ରୟ କରିପାରେ। ଟ୍ରମ୍ପ କହିଛନ୍ତି, ବର୍ତ୍ତମାନ ଉଭୟ ପକ୍ଷ!-->…
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ମହାବୀର କ୍ଷେତ୍ର ଦଶପଲ୍ଲାରୁ ଗଲା କାଠ
ଦଶପଲ୍ଲା: ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି।
ଶ୍ରୀକ୍ଷେତ୍ରରେ!-->!-->!-->…