Sign in
Sign in
Recover your password.
A password will be e-mailed to you.
ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭୂତ, ତୀବ୍ରତା ୩.୫
ମିଆଁମାର ଏବଂ ଥାଇଲାଣ୍ଡ ପରେ ଅରୁଣାଚଳ ପ୍ରଦେଶର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୩.୫ ରହିଥିଲା । ଅପରାହ୍ନ ୨ଟା ୩୮ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପରେ କିଛି କ୍ଷୟକ୍ଷତି ହୋଇନାହିଁ । ଭୂକମ୍ପର କେନ୍ଦ୍ର ଅରୁଣାଚଳ ପ୍ରଦେଶର ଶୀ ୟୋମିର ଠାରୁ ୧୦କିମି!-->…
ଭୁବନେଶ୍ଵରର ପ୍ରମୁଖ ଛକରେ ଲାଗିଲା ଅସ୍ଥାୟୀ ସେଡ୍
ଭୁବନେଶ୍ୱର : ସମର ହିଟକୁ ବିଟ ପାଇଁ ବିଏମସିର ସ୍ଵତନ୍ତ୍ର ପ୍ଲାନ୍ । ରାଜଧାନୀ ଭୁବନେଶ୍ଵରର ପ୍ରମୁଖ ଛକରେ ଲାଗିଲା ଅସ୍ଥାୟୀ ସେଡ୍ । ଡେଲ୍ଟା, ପଟିଆ, ବିଗ୍ ବଜାର ଛକ, ସିଆରପି, ଜାଭିୟର, ନାଲକୋ ଛକ ଭଳି ୧୦ଟି ମୁଖ୍ୟ ଟ୍ରାଫିକରେ ଅସ୍ଥାୟୀ ସେଡ୍ ଲଗାଯାଇଛି । ଏଜି ଛକରେ ହେବ ସ୍ଥାୟୀ ସେଡ୍ ।!-->…
ଅତୁଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଏବଂ ବାଲିଯାତ୍ରା
ଅତୁଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଛି ବିଶ୍ଵପ୍ରସିଦ୍ଧ ପୁରୀ ରଥଯାତ୍ରା ଏବଂ କଟକର ବାଲିଯାତ୍ରା। ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାୟଳ ଅଧୀନ ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଓଡ଼ିଶାର ଦୁଇଟି ବଡ଼ ଉତ୍ସବ ରଥଯାତ୍ରା ଏବଂ!-->…
ବଡ଼ ଧରଣର ଏନକାଉଣ୍ଟର, ନକ୍ସଲ-ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ
ଛତିଶଗଡ଼ : ବଡ଼ ଧରଣର ଏନକାଉଣ୍ଟର । ନକ୍ସଲ-ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ। ଛତିଶଗଡ଼ ଦନ୍ତେୱାଡ଼ା ଏବଂ ବିଜାପୁର ଜିଲ୍ଲା ସୀମାନ୍ତ ଜଙ୍ଗଲରେ ଏନକାଉଣ୍ଟର। DRG ଓ STF ଯବାନଙ୍କ ମିଳିତ ଅପରେସନ। ସୁରକ୍ଷାବାହିନୀଙ୍କ ଗୁଳିକୁ ସାମ୍ନା କରି ନପାରି ଛତ୍ରଭଙ୍ଗ ଦେଲେ!-->…
ସ୍ତ୍ରୀକୁ ହତ୍ୟା କରି ସ୍ୱାମୀ ଅଟକ
କୁଚିଣ୍ଡା: କୁଚିଣ୍ଡା ଉପଖଣ୍ଡ ମହୁଲପାଲି ଥାନା କୁସୁମୀ ନିକଟସ୍ଥ ବେଣିଆପୋଷୀ ଗ୍ରାମରେ ରାଧା କିସାନ ନାମ୍ନୀ ୩୧ବର୍ଷୀୟ ଯୁବତୀକୁ ତା ସ୍ୱାମୀ ନିର୍ମମ ଭାବେ ହତ୍ୟା କରିବା ଘଟଣା ସଂପୃକ୍ତ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣାରେ ପୁଲିସ ଶବକୁ ଜବତ କରିବା ସହ ଅଭିଯୁକ୍ତ ସ୍ୱାମୀ!-->…
ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନଙ୍କ କାର୍ ବିସ୍ଫୋରଣ, ଜେଲେଁସ୍କି ଦେଇଥିଲେ ଧମକ
ମସ୍କୋ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନଙ୍କୁ ହତ୍ୟା କରିବାକୁ ପୁଣି ଉଦ୍ୟମ ହୋଇଛି। ମସ୍କୋ ରାସ୍ତାରେ ରୁଷିଆର ପ୍ରମୁଖ ଗୁଇନ୍ଦା ଏଜେନ୍ସି ଏଫଏସବି ମୁଖ୍ୟାଳୟ ନିକଟରେ ପୁତିନ ବ୍ୟବହାର କରୁଥିବା ଅତ୍ୟନ୍ତ ନାମୀଦାମୀ ଅରସ୍ ସେନତ୍ ଲିମୋସିନ୍ କାର୍ରେ ଭୀଷଣ ବିସ୍ଫୋରଣ ଘଟି ଏହି କାର୍!-->…
ସରିଲା ଟ୍ରାକ ମରାମତି, ଚୌଦ୍ବାର ନିର୍ଗୁଣ୍ଡିରେ ସ୍ୱାଭାବିକ ହେଲା ଟ୍ରେନ ଚଳାଚଳ
ଚୌଦ୍ବାର : ସରିଲା ଟ୍ରାକ ମରାମତି। ଡାଉନ ଟ୍ରାକରେ ଗଡ଼ିଲା ଟ୍ରେନ୍ । ଚୌଦ୍ବାର ନିର୍ଗୁଣ୍ଡି ନିକଟରେ ସକାଳ ୭ଟା ୧୫ ସୁଦ୍ଧା ସରିଲା ଟ୍ରାକ ମରାମତି କାମ । ମରାମତି ପାଇଁ ୧୨ ଘଣ୍ଟା ରୁ ଅଧିକ ସମୟ ଲାଗିଥିଲା। ସାରା ରାତି ଚାଲିଥିଲା ମରାମତି କାର୍ଯ୍ୟ ।
ଏକ ହଜାର ରୁ!-->!-->!-->…
ଜାଲ୍ ଜାତି ପ୍ରମାଣପତ୍ର ଦେଇ ମନ୍ତ୍ରୀ ହୋଇଛନ୍ତି ମୁକେଶ ମହାଲିଙ୍ଗ: କଂଗ୍ରେସ
ଭୁବନେଶ୍ଵର: ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଛି କଂଗ୍ରେସ। ଜାଲ୍ ଜାତି ପ୍ରମାଣପତ୍ର ଦେଇ ପାଠପଢିବାସହ ସରକାରୀ ଚାକିରି, ବିଧାୟକ ପଦ ଓ ଏବେ ମନ୍ତ୍ରୀ ପଦ ହାତେଇଥିବା ଅଭିଯୋଗ ଆଣିଛନ୍ତି କଂଗ୍ରେସ ନେତା ଅଭିଷେକ ମହାନନ୍ଦ। ଜାଲ ପ୍ରମାଣପତ୍ର ପ୍ରସଙ୍ଗରେ ମନ୍ତ୍ରୀ!-->…
ମୋଦୀଙ୍କ ଉତ୍ତରାଧିକାରୀ ମହାରାଷ୍ଟ୍ରରୁ ଆସିବେ : ସଂଜୟ ରାଉତ
ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାଗପୁର ଗସ୍ତ ଉପରେ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତଙ୍କ ବୟାନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ରବିବାର ନାଗପୁର ଯାଇ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତଙ୍କୁ ଏହି!-->…
ଆଜିଠାରୁ ୭ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର: ତାତିରେ ଲାଗିବ ବ୍ରେକ୍ । କାଳବୈଶାଖୀ ବର୍ଷା ଆଣିବ ଆଶ୍ବସ୍ତି । ଆଜି ଠାରୁ ପୂରା ୬ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆଜି ଘଡ଼ଘଡ଼ି ବର୍ଷା ପାଇଁ କୋରାପୁଟ, ମାଲକାନଗିରି,ନବରଙ୍ଗପୁର କଳାହାଣ୍ଡି,!-->…