Sign in
Sign in
Recover your password.
A password will be e-mailed to you.
ଟେକନଲୋଜୀ ନକଲ କରି ଡିପସିକ୍ ଏଆଇ ତିଆରି କରିଛି ଚୀନ : ମସ୍କ
ନ୍ୟୁୟର୍କ: ଶସ୍ତା ଏଆଇ ଆର-୧ ଆଣି ବିଶ୍ୱର ବଡ଼ ଟେକନୋଲୋଜି କମ୍ପାନୀ ମାଇକ୍ରୋସଫ୍ଟ, ଗୁଗୁଲ, ମେଟା, ଏନଭିଡିଆ ଏବଂ ଓପନ ଏଆଇର ମୁଣ୍ଡ ବ୍ୟଥା ବଢାଇଥିବା ଚାଇନାଷ୍ଟାର୍ଟଅପ୍ ଡିପସିକର ଦାବିକୁ ନେଇ ପ୍ରଶ୍ନ ଉଠିବା ଆରମ୍ଭ ହୋଇଛି। ଏପରିକି ଦୀପସିକ ବିରୋଧରେ ଟେକନଲୋଜୀ ଠକେଇ ଅଭିଯୋଗ ଆସୁଛି।!-->…
ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ଭୁବନେଶ୍ୱରରୁ ହାଇଦ୍ରାବାଦ ହେଲେ ଏୟାରଲିଫ୍ଟ
ଭୁବନେଶ୍ୱର : ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଏବେ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ!-->…
‘ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ଓଡିଶା’
ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ରାଜ୍ୟରେ ନିବେଶକଙ୍କ ମହାମିଳନ । ପ୍ରମୁଖ ନିବେଶକମାନେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ଯୋଗ ଦେଇ ଓଡିଶା ବିକାଶ ପାଇଁ ସହଯୋଗର ହାତ ବଢେଇଛନ୍ତି । ଯାହାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ।!-->…
ଜାମ୍ବାହାଲର ସରକାରୀ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ସମ୍ପର୍ଣ୍ଣ
ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଅଣ୍ଡାଳି ଜାମ୍ବାହାଲର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଦ୍ୟ ତା ୨୮/୦୧/୨୫ ରିଖ ମଙ୍ଗଳବାର ଦିନ ୧୧ ଟା ଘଟିକାରେ ରାଏବଗା ଭାରପ୍ରାପ୍ତ ଅଧିକାରୀ ପ୍ରହ୍ଲାଦ କୁମାର ପ୍ରଧାନ, ଶିକ୍ଷୟିତ୍ରୀ ଶ୍ରୀମତୀ ଡିଗୀ ମାରାଣ୍ଡିଙ୍କ!-->…
ଟିକ୍ଟକ୍ କିଣିବ ମାଇକ୍ରୋସଫ୍ଟ !
ଓ୍ବାଶିଂଟନ: ଆମେରିକାରେ ଟିକ୍ଟକ୍କୁ କିଣିପାରେ ମାଇକ୍ରୋସଫ୍ଟ। ସୋମବାର ଏନେଇ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି ଯେ, ଚାଇନିଜ୍ ଆପ୍ ଟିକ୍ଟକ୍ର ଆମେରିକୀୟ ବ୍ୟବସାୟକୁ ମାଇକ୍ରୋସଫ୍ଟ କ୍ରୟ କରିପାରେ। ଟ୍ରମ୍ପ କହିଛନ୍ତି, ବର୍ତ୍ତମାନ ଉଭୟ ପକ୍ଷ!-->…
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ମହାବୀର କ୍ଷେତ୍ର ଦଶପଲ୍ଲାରୁ ଗଲା କାଠ
ଦଶପଲ୍ଲା: ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି।
ଶ୍ରୀକ୍ଷେତ୍ରରେ!-->!-->!-->…
ଉତ୍କର୍ଷ ଓଡିଶାରେ ମୋଦି: କହିଲେ,‘ମୋ ଡିଏନଏରେ ଅଛି ଓଡିଶା’
ଭୁବନେଶ୍ବର: ଆଜି ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ଦୁଇଦିନିଆ କନକ୍ଲେଭ ଅବସରରେ ଆଜି ପୁଣି ଥରେ ଓଡିଶା ପ୍ରଶଂସାରେ ଶତମୁଖ ହୋଇଛନ୍ତି ପ୍ରଧାନମନ୍ତ୍ରୀ ।
ସେ କହିଛନ୍ତି, ମୁଁ ସ୍ବାଧୀନ ଭାରତର ପ୍ରଧାନମନ୍ତ୍ରୀ ହେବା ପରେ ୩୦ ଥର!-->!-->!-->…
୪୦୦ କୋଟି ବାକି, ୬୦୦ ହସ୍ପିଟାଲ ବନ୍ଦ କରିବେ ଆୟୁଷ୍ମାନ ଭାରତ ସେବା
୪୦୦ କୋଟି ଟଙ୍କା ବକେୟା ଥିବାରୁ ହରିୟାଣାର ୬୦୦ ଘରୋଇ ହସ୍ପିଟାଲ ଫେବୃଆରୀ ୩ ତାରିଖରୁ ଆୟୁଷ୍ମାନ ଭାରତ ସେବା ବନ୍ଦ କରିବେ ବୋଲି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (ଆଇଏମ୍ଏ) ଘୋଷଣା କରିଛି। ରାଜ୍ୟ ସରକାରଙ୍କ ଦେୟରେ ବିଳମ୍ବ ଯୋଗୁଁ ହସ୍ପିଟାଲଗୁଡ଼ିକ ସେମାନଙ୍କ କାର୍ଯ୍ୟ ପରିଚାଳନା କରିବା!-->…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ବର୍ଷର ଶିଶୁ ପୁତ୍ରକୁ ମାରିଦେଲା
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ଖେଣ୍ଡରା ଠାରେ ଜଣେ ୩ ବର୍ଷର ଶିଶୁପୁତ୍ର ମୃତଦେହ ପଥର ଖୋଲରେ ପଡିଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ଵିକ ସ୍ଥିତିରୁ ଶିଶୁଟିକୁ ପଥରରେ ପିଟି ମାରିଦେଇଥିବା ନେଇ ଆଶଙ୍କା କରାଯାଉଛି । ସୂଚନା ଅନୁସାରେ, ଝୁମ୍ପୁରା ଥାନା!-->…
ଫାଇନାନ୍ସ କର୍ମଚାରୀ ଅପହରଣ ମାମଲା, ୨ ଗିରଫ
ଦିଗପହଣ୍ଡି: ୪ ଯୁବକଙ୍କୁ ଅପହରଣ ମାମଲା । ୨ ଜଣଙ୍କୁ ଗିରଫ କଲା କେ.ନୂଆଗାଁ ଥାନା ପୋଲିସ । ଗତକାଲି ଅଟକ ଥିବା ଜଣେ ଯୁବକଙ୍କ ସହ ମୁଖ୍ୟ ଅଭିଯୁକ୍ତର ସ୍ତ୍ରୀ କୁ ଗିରଫ କରିଛି ପୋଲିସ । ବାଡ଼ିପଟେ ଗଞ୍ଜେଇ ଚାଷ କରିବା ଅଭିଯୋଗରେ ମହିଳାଙ୍କୁ ଗିରଫ ପୋଲିସ । ପ୍ରାୟ ୧ ଏକରରୁ ଉର୍ଦ୍ଧ୍ବ ଜମିରେ!-->…