Sign in
Sign in
Recover your password.
A password will be e-mailed to you.
ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ : ଷଷ୍ଠଥର ଭାବେ ସଭାପତି ନିର୍ବାଚିତ ହେଲେ ପ୍ରଦୀପ
ଛତ୍ରପୁର : ଛତ୍ରପୁର ଓକିଲସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ ମତଦାନ ହେବା ସହିତ ଫଳାଫଳ ଘୋଷାଣ ହୋଇଯାଇଛି । ଓକିଲ ସଂଘର ସଭାପତି ପଦବୀ ନିମନ୍ତେ ପ୍ରଦୀପ କୁମାର ପାଢୀ ଓ ସଞ୍ଜୟ କୁମାର!-->…
ଆଶାରାମକୁ ମିଳିଲା ୯୦ ଦିନ ଜାମିନ
ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ ଏବେ ବିପଦ ବଢ଼ି ଯାଇଛି।!-->…
ପୁଣି ଏନକାଉଣ୍ଟରରେ ଜଣେ ନକ୍ସଲ ମୃତ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି।
ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି, କୋବ୍ରା ଯବାନ, ସିଆରପିଏଫ!-->!-->!-->…
ରେଳ ଦୁର୍ଘଟଣାରେ ପୀଡ଼ିତ ଯାତ୍ରୀଙ୍କୁ ନେଇ ଗୁଆହାଟୀ ଗଲା ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍ ଟ୍ରେନ୍ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍!-->…
ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ
ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ ମନ୍ତ୍ରଣାଳୟର ସୂଚନା ଅନୁସାରେ ମଣିପୁର ରାଜ୍ୟକୁ ୧!-->…
ଘର ଭିତରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର
କଣ୍ଟାବାଞ୍ଜି: ବଲାଂଗୀର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ସ୍ୱାମୀ-ସ୍ତ୍ରୀ ର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ହେଲେ ପ୍ରେମରାଜ ମାଝୀ ଓ ତାଙ୍କର ସ୍ତ୍ରୀ ଭାନୁମତୀ ମାଝୀ।
ସୂଚନା ଅନୁସାରେ ମୁରିବାହାଲ ଥାନା ଗୁଡିଘାଟ ଗାଁର!-->!-->!-->…
ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି
ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି ବାହାରିଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷାରେ ୧୦୦ ମାର୍କ ପ୍ରଶ୍ନ ବଦଳରେ ୯୪ ମାର୍କର!-->…
ନାଗପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନାଗପୁରରେ ଗସ୍ତରେ ଅଛନ୍ତି । ଇତି ମଧ୍ୟରେ ନାଗପୁର ସ୍ଥିତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ପ୍ରତିଷ୍ଠାକୁ ୮ବର୍ଷ ବିତିଯାଇଛି । ନାଗପୁର ଗସ୍ତରେ ଆସି ଶ୍ରୀ ମୋଦି ଆରଏସଏସର ସଂସ୍ଥାପକଙ୍କ ମୁର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରଦ୍ଧାଞ୍ଜଳି!-->…
ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସତୁରି ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ!-->…
ଏପ୍ରିଲ ୨ରୁ ବର୍ଷା ସମ୍ଭାବନା
ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ବସ୍ତି। ଏପ୍ରିଲ ୨ରୁ ଓଡ଼ିଶାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।
ଏପ୍ରିଲ ୨ରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ, ଏପ୍ରିଲ ୩ରେ କୋରାପୁଟ,!-->!-->!-->…