Sign in
Sign in
Recover your password.
A password will be e-mailed to you.
ବାଲିଗୁଡା ବସଷ୍ଟାଣ୍ଡରୁ ବିଦେଶୀ ମଦସହ ଗଞ୍ଜେଇ ଓ ଗଞ୍ଜେଇ ସିଗାରେଟ୍ ଜବତ୍ : ବେପାରୀ ଗିରଫ
ବାଲିଗୁଡା, ତା, ୨୯/୦୩: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବସଷ୍ଟାଣ୍ଡରେ ଦୋକାନ କରିଥିବା ବରଡ଼ ଭେରାଇଟ ଷ୍ଟୋରରେ ଚକଲେଟ, ବିସ୍କୁଟ, ମିକ୍ଚର ବିକ୍ରି ନାମରେ ଦୀର୍ଘଦିନ ଧରି ଖୁଲମଖୁଲା ଭାବେ ବିଦେଶୀ ମଦ ବିକ୍ରି ହେଉଥିବା ବିଷୟ ସ୍ଥାନୀୟ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କୁ ବିଶେଷ ସୂତ୍ରରୁ!-->…
ବିଧାୟକଙ୍କ ନିଲମ୍ବନ ବିରୋଧରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ସଦସ୍ୟ
ଭୁବନେଶ୍ୱର : ରାଜ୍ୟପାଳଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ କଂଗ୍ରେସର ବିଧାୟକ ଏଵଂ ବରିଷ୍ଠ କଂଗ୍ରେସ ନେତା । ରାଜ୍ୟରେ ଭୁଶୁଡ଼ି ପଡ଼ିଛି ଆଇନଶୃଙ୍ଖଳା । ରାଜ୍ୟରେ ମହିଳା, ଛୋଟ ଝିଅମାନେ ଅସୁରକ୍ଷିତ, ମହିଳା ଓ ଛୋଟ ଝିଅମାନଙ୍କ ଉପରେ ନିର୍ଯ୍ୟାତନା ଓ ଗଣଦୁଷ୍କର୍ମ!-->…
ଜୁଲାଇ ୩ରୁ ଅମରନାଥ ଯାତ୍ରା
ନୂଆଦିଲ୍ଲୀ ୨୯।୩: ଅମରନାଥ ଯାତ୍ରାର ତାରିଖ ଧାର୍ଯ୍ୟ ହୋଇଛି। ଯାତ୍ରା ସହିତ ରେଜିଷ୍ଟ୍ରେସନ ତାରିଖ ମଧ୍ୟ ସାମ୍ନାକୁ ଆସିଛି। ପବିତ୍ର ଅମରନାଥ ଯାତ୍ରା ଚଳିତବର୍ଷ ଜୁଲାଇ ୩ ତାରିଖରୁ ଆରମ୍ଭ ହୋଇ ୯ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଚାଲିବ। ଶ୍ରୀ ଅମରନାଥ ସ୍ରାଇନବୋର୍ଡ (ଏସଏଏସବି) ଅନୁସାରେ!-->…
ଭୁବନେଶ୍ୱର ବିମାନବନ୍ଦରରୁ ସାପ ଓ କଇଁଛ ଜବତ, ଜଣେ ଗିରଫ
ଭୁବନେଶ୍ଵର: ଭୁବନେଶ୍ବର ବିମାନ ବନ୍ଦରରେ କଇଁଛ ସହ ଅନେକ ସରୀସୃପ ଉଦ୍ଧାର । ଝିଟିପିଟି, ଗୋଧି, ବୋଡ଼ା ସାପ ଆଦିକୁ ଉଦ୍ଧାର କଲା କଷ୍ଟମ ବିଭାଗ । ବ୍ୟାଂକକ୍ରୁ ଭାୟା ଭୁବନେଶ୍ବର ଦେଇ ଚେନ୍ନାଇ ଚାଲାଣ ହେଉଥିବା ବେଳେ ଜବତ କଲା ବିଭାଗ । ବିସ୍କୁଟ ଡବାରେ ଚାଲାଣ ହେଉଥିଲା ସାପ । ତେବେ ୯ଟି!-->…
ଗଞ୍ଜାମ ଗସ୍ତରେ ପିସିସି ସଭାପତି : ହିଞ୍ଜିଳି କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧନା ଓ ବିଜେପି ନେତାଙ୍କ କଂଗ୍ରେସରେ ଯୋଗଦାନ
ହିଞ୍ଜିଳିକାଟୁ : ଶନିବାର ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଓ ଏଆଇସିସି ଗଣମାଧ୍ୟମ ବିଭାଗୀୟ ଅଧ୍ୟକ୍ଷ ପଓ୍ବନ ଖେଡାଜୀ ଗଞ୍ଜାମ ଗସ୍ତରେ ଆସିଛନ୍ତି। ହିଞ୍ଜିଳି କଂଗ୍ରେସ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ହିଞ୍ଜିଳି ବିଧାୟକ ପ୍ରାର୍ଥୀ ରଜନୀକାନ୍ତ!-->…
୪ ଦିନ ପରେ ବର୍ଷା, ୭ ଦିନ ଭିତରେ ଦକ୍ଷିଣ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ
ଭୁବନେଶ୍ୱର : ୪ ଦିନ ପରେ ବର୍ଷା । ଆସନ୍ତା ୨ ତାରିଖ ବେଳକୁ ବର୍ଷା ସମ୍ଭାବନା । ଆଦ୍ରତାର ପରିମାଣ ବୃଦ୍ଧି ସହ ବାୟୁର ଦିଶା ପରିବର୍ତନକୁ ନେଇ ୨ କିମ୍ବା ୩ ତାରିଖ ବେଳକୁ ଉତ୍ତର ଆଭ୍ୟନ୍ତରିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ!-->…
ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା
ଭୁବନେଶ୍ଵର: ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ । ବିଜେପିର ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ ନଡ୍ଡା । ତେବେ ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ବିଜେପି ସଭାପତିଙ୍କ ନାଁ ଘୋଷଣା କରାଯିବ । ଆସନ୍ତା ଏପ୍ରିଲ ୧୪!-->…
୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲ ମୂଳପୋଛ: ଅମିତ୍ ଶାହା
ନୂଆଦିଲ୍ଲୀ: ଛତିଶଗଡ ଏନକାଉଣ୍ଟର ପରେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୋଦୀଙ୍କ ନେତୃତ୍ଵରେ ଦେଶରୁ ନକ୍ସଲବାଦ ମୂଳୋତ୍ପାଟନ କରାଯିବ। ୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲବାଦ ମୂଳପୋଛ କରାଯିବ। ନକ୍ସଲ ମାନଙ୍କୁ ମୁଖ୍ୟସ୍ରୋତକୁ ଫେରି ଆସିବାକୁ!-->…
ବାଂଲାଦେଶୀ ଖୋଜିବାକୁ ସ୍ପେଶାଲ WING, ମାଷ୍ଟର ମାଇଣ୍ଡକୁ ପଠାଗଲା ଜେଲ
ଭୁବନେଶ୍ୱର : ଓଡିଶାରେ ବାଂଲାଦେଶୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି I ଏବେ ବାଂଲାଦେଶୀ ଖୋଜି ବାହାର କରିବାକୁ ତତ୍ପର ହୋଇଛନ୍ତି ସରକାର I ବାଂଲାଦେଶୀ ଖୋଜିବାକୁ ସ୍ପେଶାଲ WING ଗଠନ କରାଯାଇଛି I ଜଣେ ବାଂଲାଦେଶୀ ଆସିବା ପାଇଁ ୩୫ ହଜାର ଓ ଫେରିବାକୁ ୩୦ ହଜାର ଟଙ୍କା ନେଉଥିଲା ଦଲାଲ I!-->…
୬୪ ଲକ୍ଷରୁ ଅଧିକ ଟଙ୍କା ଅନିୟମିତତା ମାମଲାରେ ୪ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ
ବରଗଡ: ଆର୍ଥିକ ଅନିୟମିତତା ମାମଲାରେ ୪ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗିରଫ ହୋଇଥିବା ୪ ଜଣ ହେଲେ ବରଗଡ଼ ଜିଲା କନସିଂହା ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ)ର ୨ ଜଣ ପୂର୍ବତନ ସମ୍ପାଦକ ଛବିଲ ବେହେରା ଏବଂ କାନ୍ତିଲାଲ ଭୋଇ ଏବଂ ପ୍ୟାକ୍ସର ପୂର୍ବତନ ସଚିବ ଭୁବନେଶ୍ୱର ସାହୁ,!-->…