କିମ୍‌ଙ୍କ ପାଇଁ ଓଜନ କମାଇବା ଔଷଧ ଖୋଜା

ପ୍ୟୋଙ୍ଗୟାଙ୍ଗ: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ ପୁଣି ଥରେ ତାଙ୍କ ବର୍ଦ୍ଧିତ ଓଜନ ପାଇଁ ଖବରରେ ଅଛନ୍ତି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ସେ ଓଜେମ୍ପିକ ଭଳି ବିଦେଶୀ ଓଜନ ହ୍ରାସ ଔଷଧ ଖୋଜିବା ଆରମ୍ଭ କରିଛନ୍ତି। କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଯେ, ଏହି

ଆସିକା ରେ ଖଣି ବିଭାଗ ସକ୍ରିୟ ଚୋରା ବାଲି ଧରାପଗଡ଼…..!

ଚୋରା ବାଲି ମାଫିଆ ପଛରେ କିଏ....???ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳରୁ ଲଘୁ ଖଣିଜ ଦ୍ରବ୍ୟ ରୀତିମତ ଲୁଟ ହେଉଛି। ବଡ଼ନଦୀ ଓ ଋଷି କୂଲ୍ୟା ନଦୀରୁ ବେଧଡ଼କ ଚୋରା ବାଲି ଚାଲାଣ ହେଉଛି। ଆସିକା ଅଞ୍ଚଳର ବାଲି ମାଫିଆ ମାନଙ୍କୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ଛୁଟ ମିଳିଥିବା ଅନୁମାନ

ମାଲକାନଗିରି ଜ଼ିଲ୍ଲାର କାର୍ଯ୍ୟରତ ସାମ୍ବାଦିକଙ୍କୁ ହତ୍ୟା ଘଟଣା : ଜ଼ିଲ୍ଲା ଶାଖା ସାମ୍ବାଦିକଙ୍କ ପକ୍ଷରୁ ଡିଆଇଜିଙ୍କୁ ଦାବିପତ୍ର ପ୍ରଦାନ.... କୋରାପୁଟ (କୋଟପାଡ଼),:ମାଲକାନଗିରି ଜ଼ିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକଙ୍କ ହତ୍ୟା ଘଟଣାର ନ୍ୟାୟିକ ତଦନ୍ତ ଦାବୀ କରି କଳିଙ୍ଗ ୟୁନିଅନ ଅଫ

ବଣାଇଁରେ ଲୁଟେରାଙ୍କ ଆତଙ୍କ: ଥାନା ନିକଟରୁ ଏକା ରାତିରେ ୬ ଦୋକାନରୁ ଲୁଟ୍, ପୋଲିସର ନିଷ୍କ୍ରିୟତାକୁ ନେଇ ଅସନ୍ତୋଷ

ବଣାଇଁ: ଗତକାଲି ରାତିରେ ଓଡ଼ିଶା ବନ୍ଦର ସୁଯୋଗ ନେଇ ବଣାଇଁ ସହରରେ ଲୁଟେରାମାନେ ଆତଙ୍କ ଖେଳାଇଛନ୍ତି। ବଣାଇଁ ଥାନାଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ମୁଖ୍ୟ ରାସ୍ତା କଡ଼ର ୬ଟି ଦୋକାନର ତାଲା ଭାଙ୍ଗି ଚୋରି ହୋଇଥିବା ବେଳେ ପୋଲିସର ରାତ୍ରି ପାଟ୍ରୋଲିଂ ନଥିବାରୁ ଏଭଳି ଘଟଣା ଘଟିଥିବା

ଉପଜିଲ୍ଲାପାଳଙ୍କ ମନମାନି, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର : କାର୍ଯ୍ୟାଳୟ ସମ୍ମୁଖରେ ଲିଙ୍ଗିପୁରବାସୀଙ୍କ ଧାରଣା

ଭୁବନେଶ୍ୱର: ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଲିଙ୍ଗିପୁର ପଞ୍ଚାୟତର ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ବୈଠକ ପାଇଁ ତାରିଖ ଘୋଷଣା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଉପଜିଲ୍ଲାପାଳ ତାହାକୁ ପାଳନ କରୁନଥିବା

ଟୀକାନେଇ ୬ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା : ଶିକ୍ଷା ବିଭାଗ ତରଫରୁ ତଦନ୍ତ ଆରମ୍ଭ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପାଟାଙ୍ଗି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଟିକା କରଣ କରାଯାଇଥିଲା l ଏହି ଟୀକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ଶିକ୍ଷାଧିକାରୀ ରାଜେଶ

ଗର୍ଭବତୀଙ୍କ ମୃତ୍ୟୁ ଘଟଣା : ତଦନ୍ତ ଆରମ୍ଭ କଲେ କନ୍ଧମାଳ ସିଡିପିଓ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଗର୍ଭବତୀ ବନିଆ ପ୍ରଧାନଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସମ୍ପର୍କିତ ଖବର ବିଭିନ୍ନ ଗଣ ମାଧ୍ୟମ ରେ