Sign in
Sign in
Recover your password.
A password will be e-mailed to you.
ଟଙ୍କା ଦିଅ ଶିଶୁ ନିଅ ଘଟଣା: ୨ସହାୟକ ବହିଷ୍କୃତ, ନର୍ସିଂ ଅଫିସର ଓ ସଫେଇ କର୍ମଚାରୀଙ୍କ ବଦଳି
ସୁନ୍ଦରଗଡ:ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ମାତୃ ଶିଶୁ ହସ୍ପିଟାଲ (ଏମସିଏଚ୍)ରେ ହଜାରେ ଟଙ୍କା ନ ଦେଲେ ସେବିକାମାନେ ପ୍ରସବ କକ୍ଷରୁ ନବଜାତ ଶିଶୁକୁ ମା’ କୋଳକୁ ଛାଡୁନଥିବା ଘଟଣାକୁ ନେଇ ଅଭିଯୋଗ ହୋଇଥିଲା । ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଭୂତିଭୂଷଣ ପାଢ଼ୀ!-->…
ନାବାଳିକାକୁ ଦୁଷ୍କର୍ମ ମାମଲାରେ ଫରେଷ୍ଟର ଗିରଫ
ଗୁଣପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଫରେଷ୍ଟର ଗିରଫ । ଗିରଫ ଫରେଷ୍ଟର ହେଲେ ନରସିଂହ ଶତପଥୀ । ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର ଭାବେ କାର୍ଯ୍ୟରତ ଅଛନ୍ତି!-->…
ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ସରକାରୀ ଚାକିରିଆଙ୍କ ପାଇଁ ବଡ ଖବର । ଆସନ୍ତା ଏପ୍ରିଲ ୧୪ ତାରିଖରେ ଛୁଟି ରହିବ ସମସ୍ତ ସରକାରୀ ଅଫିସ୍ । ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ବି.ଆର୍ ଆମ୍ବେଦକରଙ୍କ ଜୟନ୍ତୀ ପାଇଁ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର ।
ତେବେ!-->!-->!-->…
ନବଜୀବନ “ବସନ୍ତ ମହୋତ୍ସବ”ର ପ୍ରଥମ ଦିବସ
ସୁନ୍ଦରଗଡ : ସୁନ୍ଦରଗଡର ଅନ୍ୟତମ ପୁରାତନ ସାଂସ୍କୃତିକ ଅନୁଷ୍ଠାନ ନବଜୀବନ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ କରିଛି ସୁନାମଧନ୍ୟ ନାଟ୍ୟକାର, ନିର୍ଦ୍ଦେଶକ, ପ୍ରଯୋଜକ ସ୍ବର୍ଗତ ପ୍ରଦୀପ ଭୋଳଙ୍କ ମାନସପୁତ୍ର "ବସନ୍ତ ମହୋତ୍ସବ"। ଦୀର୍ଘ ପଚିଶି ବର୍ଷ ତଳେ ଏହି ମହୋତ୍ସବର ବୀଜବପନ!-->…
ଓରେରା ଅଧ୍ୟକ୍ଷ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ
ଭୁବନେଶ୍ଵର: ଗୋପାଳ ଚନ୍ଦ୍ର ପଟ୍ଟନାୟକ ହେଲେ ଓରେରା ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୂର୍ବରୁ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓରେରା ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ଗୋପାଳ ପଟ୍ଟନାୟକ ।
!-->!-->!-->…
ଜିଲ୍ଲାସ୍ତରୀୟ ଲକ୍ଷ୍ମଣ ନାୟକ ସହୀଦ ଦିବସ ପାଳିତ
ମାଲକାନଗିରି : ଆଜି ଜିଲ୍ଲା ପ୍ରଶାସନ ଓ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଲକ୍ଷ୍ମଣ ନାୟକ ସହୀଦ ଦିବସ ପାଳନ କରାଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସହୀଦଙ୍କ!-->…
ସୁକୁମା ପୋଲିସକୁ ସଫଳତା : ଏନକାଉଣ୍ଟରରେ ୧୬ ମାଓବାଦୀ ମୃତ
ମାଲକାନଗିରି : ଅତିଶୀଘ୍ର ସମାପ୍ତ ହେବ ମାଓବାଦୀ କାର୍ଯ୍ୟକଳାପ ଏହି ଭଳି ଏକ ଖବର କିଛି ଦିନ ତଳେ ଗୃହମନ୍ତ୍ରୀ ଅମିତ ସାହାଙ୍କ ବୟାନ ରୁ ସ୍ୱଷ୍ଟ ହେବାକୁ ଲାଗିଛି । ଗତ ତିନିମାସ ଭିତରେ ୧୦୦ରୁ ଉର୍ଦ୍ଧ୍ବ ମାଓବାଦୀ ଙ୍କ ମୃତ୍ୟୁ ଖବର ଓ ମାଓବାଦୀ ଙ୍କ ଶୀର୍ଷ ନେତ୍ତୃତ୍ୱ ଙ୍କୁ ଲେଖାଯାଇଥିବା!-->…
ଭିଆରଏସ୍ ନେଲେ ସୁଜାତା କାର୍ତ୍ତିକେୟନ୍, କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଲା ଅନୁମତି
ଭୁବନେଶ୍ୱର : ଭିଆରଏସ୍ ନେଲେ ସୁଜାତା କାର୍ତ୍ତିକେୟନ୍ । ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି ।!-->…
ଶହୀଦ ଲକ୍ଷ୍ମଣ ନାୟକଙ୍କ ଫାଶୀ ଦିବସ ପାଳନ…
ବ୍ରହ୍ମପୁର,ତା.୨୯. ୩. ୨୦୨୫ରିଖ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ଓ ଲକ୍ଷ୍ମଣ ନାୟକ ସ୍ମୃତି ପୌର ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଆଜି ବୀର ଶହୀଦ ଲକ୍ଷ୍ମଣ ନାୟକଙ୍କ ୮୨ତମ ଫାଶୀ ଦିବସ ସ୍ଥାନୀୟ ପୌର ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ପାଳନ ହୋଇଯାଇଛି l ଆଇନଜୀବୀ ଅବନୀ!-->…
ଆସିକା ପଣ୍ୟାଗାର ର କର୍ମଚାରୀ ଙ୍କୁ ମିଲେରଙ୍କ ମାଡ଼ ମରା ଘଟଣା :ରାଜନୈତିକ ଚାପରେ ପ୍ରଶାସନ ଚୁପ…
ଅଦାଲତ ରେ ମାମଲା ପାଇଁ ପ୍ରସ୍ତୁତି….!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବ୍ଲକ ଅନ୍ତର୍ଗତ କର୍ଣ୍ଣଳୀ ସ୍ଥିତ ପଣ୍ୟାଗାର ଗୋଦାମ ର କର୍ମଚାରୀ ଙ୍କୁ ଦୁଇ ଜଣ ମିଲେର ମାଡ଼ ମାରିବା ଘଟଣା ନୂଆ ମୋଡ଼। ଏକ ସପ୍ତାହ ହେଲା ବେଆଇନ କାର୍ଯ୍ୟ କରିବାକୁ କିଛି ମିଲେର ଗୋଦାମ ର କର୍ମଚାରୀ!-->!-->!-->!-->!-->…