ଓଡିଶା ଗୋହତ୍ୟା ନିଷେଧ ଏବଂ ପ୍ରାଣୀ ସଂରକ୍ଷଣ ବିଧେୟକ-୨୦୨୪ ପ୍ରଣୟନ କରିବାକୁ ଦାବି

ମାଲକାନଗିରି : ମାଲକାନଗିରି ଜିଲ୍ଲାର ଜନସାଧାରଣଙ୍କ ପକ୍ଷରୁ, ଜିଲ୍ଲା ପ୍ରାଣୀ ମଙ୍ଗଳ ଅଧିକାରୀ ଓ ଟିମ୍ ଆଜି ଏକ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ, ଓଡିଶା ସରକାରଙ୍କୁ ପଠାଇଛନ୍ତି । ଗୋ-ବଂଶ ଏବଂ ହିନ୍ଦୁ ସଂସ୍କୃତି ପାରମ୍ପରିକ ଆମ ଓଡିଆଙ୍କ…

ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟଙ୍କ ସମୀକ୍ଷା ବୈଠକ

ମାଲକାନଗିରି : ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। କମିଟି ସଦସ୍ୟ ଦୟାନିଧି ଦାସ ଓ ଅକ୍ଷୟ କୁମାର ବେହେରା ବିଭିନ୍ନ ବିଭାଗର ସମୀକ୍ଷା କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ଓ ଜିଲ୍ଲା…

ଉପଖଣ୍ଡ ସ୍ତରୀୟ ଓଡ଼ିଶା ଦିବସ ଉପଲକ୍ଷେ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା

ବ୍ରହ୍ମପୁର ,୨୮/୩ - ଚଳିତ ବର୍ଷ ଓଡ଼ିଶା ଦିବସ ପାଳନ ନିମନ୍ତେ ବ୍ରହ୍ମପୁର ଉପଖଣ୍ଡ ସ୍ତରରେ ଓଡ଼ିଆ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ସ୍ଥାନୀୟ ଶହୀଦ ଲକ୍ଷ୍ମଣ ନାୟକ ସ୍ମୃତି ସରକାରୀ ପୌର ଉଚ୍ଚ ବିଦ୍ୟାଳୟ ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଅନୁଷ୍ଠିତ ହୋଇଯାଇଛି…

ରାଇକିଆ ସରକାରୀ ବାଳିକା ବିଦ୍ୟାଳୟରେ “ଆମେ ଜାଣିବା, ଆମେ ଜିଣିବା” କାର୍ଯ୍ୟକ୍ରମ ପାଳନ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ସଦର ଠାରେ ଆଦିବାସୀ ଓ ହରିଜନ କଲ୍ୟାଣ ଦ୍ଵାରା ପରିଚାଳିତ ସରକାରୀ ବାଳିକା ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ ତତ୍ଵାବଧାନରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସହ ପିଏମ ଶ୍ରୀ ବାର୍ଷିକ ଉତ୍ସବ ପାଳିତ…

ବାଇକ୍ ଧକ୍କାରେ ହରିଣ ଗୁରୁତର

ହିଞ୍ଜିଳିକାଟୁ : କିଛି ଦିନ ତଳେ ହିଞ୍ଜିଳିକାଟୁ ବନ ବିଭାଗ ନନ୍ଦିକ ବିଟ୍ ଅଧୀନ ସାହାପୁର ଗ୍ରାମ ରାସ୍ତାରେ ସନ୍ଧ୍ୟା ସମୟରେ ହରିଣ ଟିଏ ରାସ୍ତା ପାର ହେଉଥିବା ବେଳେ ଏକ ବାଇକ୍ ଧକ୍କାରେ ଗୁରୁତର ଆହତ ହୋଇଥିଲା । ଘଟଣା ପରେ ଗ୍ରାମବାସୀଙ୍କ ସମେତ ହିଞ୍ଜିଳିକାଟୁର କିଛି ଗଣମାଧ୍ୟମ…

ଦକ୍ଷିଣପୁର କ୍ଳଷ୍ଟରସ୍ତରୀୟ ଟି ଏଲ ଏମ୍ କର୍ମଶାଳା

କୁକୁଡ଼ାଖଣ୍ଡି : ଆଜି କୁକୁଡ଼ାଖଣ୍ଡି ବ୍ଲକ, ଦକ୍ଷିଣପୁର କ୍ଲଷ୍ଟର ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦକ୍ଷିଣ ପୁର ଠାରେ କ୍ଲଷ୍ଟର ସ୍ତରୀୟ ଦୁଇଦିନିଆ TLM କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ୨୭/୦୩/୨୫ ଓ ୨୮/୦୩/୨୫ କର୍ମଶାଳାର ଅନ୍ତିମ ଦିବସରେ ଲାଞ୍ଜିଆ ସମିତି ସଭ୍ୟ ତଥା ଆମ୍ବଗଡ ସେବା ସମବାୟ…

ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର । ବିଜ୍ଞାନର ଉପଯୋଗ ସାଧାରଣ ଜନତାଙ୍କ ସୁବିଧା ସୁଯୋଗକୁ ଆଖି ଆଗରେ ରଖି ସ୍ଥାୟୀ ପରିବର୍ତ୍ତନ ଆଣିବାରେ ନିୟୋଜିତ ହେବା ଉଚିତ । ଏଥିପାଇଁ ତୃଣମୂଳ ସ୍ତରରେ ଗବେଷଣା ହେବା ସହିତ ବିଜ୍ଞାନ ଓ କାରିଗରୀ କ୍ଷେତ୍ରରେ ବ୍ୟାପକ…

ମିଆଁମାର ଓ ଥାଇଲାଣ୍ଡରେ ହୋଇଥିବା ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ବର: ମିଆଁମାର ଓ ଥାଇଲାଣ୍ଡରେ ଆଜି ହୋଇଥିବା ବଡ଼ଧରଣର ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ଭୂମିକମ୍ପରେ ପ୍ରଭାବିତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି। ଏଭଳି ଦୁଃଖର ସମୟରେ ଉଭୟ…

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ଭୁବନେଶ୍ଵର: ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ ପ୍ରଦୀପ ଜେନାଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି । ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ପ୍ରଦୀପ…

କିଟ୍‌ ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: କୌଣସି ଜାଗାରେ ଆଇନର ଗଳା ବାଟ ରହିବ ନାହିଁ

ଭୁବନେଶ୍ବର: କିଟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜାତୀୟ ମାନବାଧିକାର ଆୟୋଗ ଦାୟୀ କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏହା ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା। ଜାତୀୟ ମାନବାଧିକାର…