Sign in
Sign in
Recover your password.
A password will be e-mailed to you.
ମିଆଁମାର ଏବଂ ଥାଇଲାଣ୍ଡ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କଲେ ପ୍ରଧାନମନ୍ତ୍ରୀ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଆଁମାର ଏବଂ ଥାଇଲାଣ୍ଡରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଏଭଳି ସ୍ଥିତିରେ ଭାରତ ଦୁଇ ଦେଶକୁ ଯଥାସମ୍ଭବ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ରହିଛି ।
ପ୍ରଧାନମନ୍ତ୍ରୀ ମୋଦି X ରେ!-->!-->!-->…
ରାଜ୍ୟରେ ପୁଣି ଖୋଲିବ ବନ୍ଦ ସ୍କୁଲ୍
ଭୁବନେଶ୍ୱର: ପୂର୍ବ ଶାସନର ମିଶ୍ରଣ ନୀତିର ଅଂଶ ସ୍ୱରୂପ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକୁ ପୁନର୍ବାର ଖୋଲିବା ନେଇ ଶୁକ୍ରବାର ଦିନ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର।
ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ପ୍ରଶ୍ନର ଉତ୍ତର ଦେଇ ବିଧାନସଭାରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ!-->!-->!-->…
ଯାଜପୁରରେ ସର୍ବାଧିକ ୨୬୯ ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା
ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ବିଧାନସଭାରେ କହିଛନ୍ତି, ଗତ ୨୦୨୪ ଜୁନ୍ରୁ ୨୦୨୫ ଫେବ୍ରୁଆରି ଶେଷ ସୁଦ୍ଧା ସର୍ବମୋଟ ୨୪୮୩ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା ରାଜ୍ୟର ବିଭିନ୍ନ ଥାନାରେ ପଞ୍ଜୀକୃତ ହୋଇଛି। ତେବେ ଏହି!-->…
ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଶାସକ ଓ ବିରୋଧୀ ବିଧାୟକଙ୍କ ଦାବି
ଭୁବନେଶ୍ୱର : ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍ ବୃଦ୍ଧି ଦାବି କଲେ ବିଧାୟକ । ଉଭୟ ଶାସକ ଓ ବିରୋଧୀ ବିଧାୟକ ଦରମା ବୃଦ୍ଧି ଦାବି କରିଛନ୍ତି । ବିଧାୟକଙ୍କ ଦରମା ବୃଦ୍ଧି ଓ ପୂର୍ବତନ ବିଧାୟକଙ୍କ ପେନସନ!-->…
ଥରିଲା ଥାଇଲାଣ୍ଡ: ଆଖି ଆଗରେ ଧୂଳିସାତ୍ ହେଲା ସୁଉଚ୍ଚ ଅଟ୍ଟାଳିକା
ମିଆଁମାର: ହଠାତ୍ ସବୁକିଛି ଓଲଟପାଲଟ ହୋଇଗଲା, ସ୍ଥିର ଥିବା ଦୁନିଆଟା ଦୋହଲିବାକୁ ଲାଗିଲା । ସାରା ସହର ଥରି ଉଠିଲା ଆଉ ଆଖି ପିଛୁଳାକେ ଘରଦ୍ବାର, କୋଠାବାଡି, ଗଛଲତା, ବ୍ରିଜ, ବିଜୁଳି ଖୁଣ୍ଟି ଭାଙ୍ଗିବାକୁ ଲାଗିଲା ଆଉ ଧୁସଧାସ ହୋଇ ଭୁଶୁ଼ଡି ପଡିଲା ।
ମିଆଁମାରରେ ଦୁଇ ଦୁଇ ଥରର ଭୂକମ୍ପ!-->!-->!-->…
ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଆସନ୍ତା ଏପ୍ରିଲ ୨ ତାରିଖରେ ରାଜ୍ୟ ତମାମ ଖଡି ଛୁଆଁ କାର୍ଯ୍ୟକ୍ରମ ଆରମ୍ଭ ହେବ। ପ୍ରଥମ କରି ନାମ ଲେଖାଉଥିବା କୁନି କୁନି ପିଲାଙ୍କୁ ସେହି ଦିନ ଖଡି ଛୁଆଇବେ!-->…
ନୟାଗଡ଼ ରେଳଷ୍ଟେସନରେ କାର୍ଯ୍ୟକ୍ଷମ ହେଲା ଦୁଇ ଏଟିଭିଏମ ମେସିନ
ନୟାଗଡ଼ : ଗତ ୨୦୧୭ ମସିହାରୁ ନୟାଗଡ଼ରେ ରେଳ ସେବା ଆରମ୍ଭ ହୋଇଥିବା ବେଳେ ଯାତ୍ରୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଯାତ୍ରୀ ସଂଖ୍ୟା ବୃଦ୍ଧି ପାଇଥିଲେ ସୁଦ୍ଧା କେବଳ ଗୋଟିଏ ମାତ୍ର ଅଣ ସଂରକ୍ଷିତ ଟିକେଟ କାଉଣ୍ଟର ଥିବାରୁ ଯାତ୍ରୀମାନେ ଦୀର୍ଘ ସମୟ ଧରି ଲାଇନରେ ଛିଡ଼ା!-->…
ବ୍ୟାଙ୍କ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ, ଘର ଭିତରୁ ମିଳିଲା ମୃତଦେହ
ଗଜପତି: ବ୍ୟାଙ୍କ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ । ଭଡ଼ା ଘର ଭିତରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ । ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରିର ଏକ ଘରୋଇ ବ୍ୟାଙ୍କ RM ଭାବେ କାର୍ଯ୍ୟରତ ଥିଲେ ମୃତ କର୍ମଚାରୀ ଭୁବନେଶ୍ୱରର ପ୍ରକାଶ ମହାରଣା । ଚନ୍ଦ୍ରଗିରି ପୋଷ୍ଟ ଅଫିସ ନିକଟରେ!-->…
ଭୟଙ୍କର ଭୂକମ୍ପ: ଚାହୁଁ ଚାହୁଁ ଆଖି ପିଛୁଳାକେ ଭୁଶୁଡ଼ିପଡିଲା ବିରାଟ ବ୍ରିଜ୍
ମିଆଁମାର: ଭୟଙ୍କର ଭୂକମ୍ପରେ ଭୁଶୁଡିଲା ବିରାଟକାୟ ବ୍ରିଜ୍ । ନଦୀରେ ଭାଙ୍ଗିପଡିଲା ବ୍ରିଜ । ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ବ୍ରିଜକୁ ଭାଙ୍ଗିମୋଡି ପାଣି ପାଟିରେ ଭରିଦେଲା । ଆଉ ହଠାତ୍ ଏକ ବିରାଟ ବ୍ରିଜ୍ ଭୁଶୁଡି ପଡିବା ପରେ ନଦୀର ପାଣି ଦିଭାଗ ହୋଇଗଲା |
ତେବେ ମିଆଁମାରର!-->!-->!-->…
ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ
ଆଠମଲ୍ଲିକ; ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୂ । ଲାଞ୍ଚ ନେଉଥିବା ବେଳେ ଅନୁଗୁଳ ଭିଜିଲାନ୍ସ ବିଭାଗ ହାତରେ ଧରା ପଡିଲେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ ।
ସୂଚନା ଅନୁସାରେ, ଆଠମଲ୍ଲିକ କେନ୍ଦୁପାଟି ଗାଁର ଚରଣ ନାୟକ ନାମକ ଜଣେ ବ୍ୟକ୍ତି ତାଙ୍କ ପୂର୍ବ!-->!-->!-->…