Sign in
Sign in
Recover your password.
A password will be e-mailed to you.
ସମ୍ବଲପୁର ମଣପୁରମ୍ ଫାଇନାନ୍ସ ଡକାୟତି ଘଟଣା, କୋର୍ଟରେ ହାଜର ହେବ ମାଷ୍ଟରମାଇଣ୍ଡ ସୁବୋଧ ସିଂହ
ସମ୍ବଲପୁର: ସମ୍ବଲପୁର ବୁଢ଼ାରଜା ସ୍ଥିତ ମଣପୁରମ୍ ଫାଇନାନ୍ସ କାର୍ଯ୍ୟାଳୟରୁ ସଶସ୍ତ୍ର ଡକାୟତି ଘଟଣା । ଲୁଟର ମାଷ୍ଟରମାଇଣ୍ଡ ସୁବୋଧ ସିଂହକୁ ସମ୍ବଲପୁର ଆଣିଛି ଅଇଁଠାପାଲି ପୋଲିସ । ପଶ୍ଚିମବଙ୍ଗର ପ୍ରେସିଡେନ୍ସି ଜେଲରେ ଥିଲା ମାଷ୍ଟରମାଇଣ୍ଡ ସୁବୋଧ ସିଂହ । ଆଜି ସମ୍ବଲପୁର!-->…
ପୁଣି ବଢିଲା ତାତି : ଝାରସୁଗୁଡ଼ାରେ ସର୍ବାଧିକ ୪୩ ଡିଗ୍ରୀ ରେକର୍ଡ, ୪୦ ଟପିଲା ଭୁବନେଶ୍ୱର
ଭୁବନେଶ୍ୱର : ପୁଣି ବଢିଲା ତାତି,୩ ଦିନ ଯାଏ ତାତିରୁ ନାହିଁ ନିସ୍ତାର।ରାଜ୍ୟରେ ଅସମ୍ଭାଳ ତାତି କୁ ନେଇ ୩ ଦିନ ଯାଏ ହିଟ ୱେଭ ଜାରି କଲା ପାଣିପାଗ ବିଭାଗ । କିଛି ଜିଲ୍ଲାରେ ୪୨ ଡିଗ୍ରୀ ଅତିକ୍ରମ କରିପାରେ ରାଜ୍ୟ ତାପମାତ୍ରା । ଆସନ୍ତା ୨୪ ଘଂଟାରେ ସମ୍ବଲପୁର ଓ ଝାରସୁଗୁଡ଼ାରେ ହିଟ ୱେଭ!-->…
ଗଞ୍ଜାମ ରେ ଚାଲିଛି ମାଫିଆ ରାଜ : ଜିଲ୍ଲାରେ କାମ ଦେଉନି ଡ଼ି.ଜି.ପି ଙ୍କ ଫର୍ମାନ…
ବିନା ୱାଇ ଫର୍ମ ରେ ପୋଲିସ ଓ ରାଜସ୍ବ ବିଭାଗ ର ନାକ ତଳେ ଚାଲିଛି ଚୋରା ବାଲି ଚାଲାଣ ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଡିଜିପିଙ୍କ ତାଗିତ କୁ ବେଖାତିରି କରି ଦିନ ରାତି ଚୋରା ବାଲି ଚାଲାଣ ହେଉଛି ଯାହାକି ପ୍ରଶାସନ ର ନିଘାରେ । ସଞ୍ଜ ନଇଁଲେ ଋଷିକୂଲ୍ୟା ଓ ବଡ ନଦୀରୁ ସୁନା ପିଲା ଭଳି!-->…
ବିଦ୍ୟାଳୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଓ ପୁରସ୍କାର ବିତରଣ ଉତ୍ସବ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରାଞ୍ଚଳ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଗତ ୨ ଦିନ ଧରି ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ସହ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତିଲତା!-->…
କାଳିଆଗୁଡା ବାରୁଣୀ ଶ୍ରୀକ୍ଷେତ୍ର ତ୍ରିବେଣୀ ସଙ୍ଗମ ସ୍ଥଳରେ ମହାବାରୁଣୀ ସ୍ନାନ କଲେ ଲକ୍ଷାଧିକ ଭକ୍ତ
ମାଲକାନଗିରି,୨୭।୩ ଆଦିବାସୀ ଅଧ୍ୟୁଷିତ କାଳିଆଗୁଡା ଗ୍ରାମ ବାରୁଣୀ ଶ୍ରୀକ୍ଷେତ୍ର ତ୍ରିବେଣୀ ସଙ୍ଗମ ସ୍ଥଳ ରେ ଆଜି ମହାବାରୁଣୀ ତିଥି ରେ ମହା ସ୍ନାନକରିଛନ୍ତି ହଜାର ହଜାର ଭକ୍ତ। ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ମେକ୍କା ପଞ୍ଚାୟତ ଅନ୍ତର୍ଗତ କଳିଆଗୁଡା ଗ୍ରାମ ବାରୁଣୀ ଶ୍ରୀ କ୍ଷେତ୍ର ପୀଠ!-->…
ସାମ୍ବାଦିକଙ୍କ ମାତୃ ବିୟୋଗ
ରାୟଗଡା : ରାୟଗଡ଼ା ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ଦୀପକ ପୃଷ୍ଟିଙ୍କ ମା ସବିତା ପୃଷ୍ଟିଙ୍କ ଆଜି ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ବର୍ଷ ହୋଇଥିଲା । ଆଜି ସକାଳ ସାଢେ ୯ଟା ସମୟରେ ରାୟଗଡ଼ା ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କ ପାଖରେ!-->…
ଡବଲ ଇଞ୍ଜିନ ସରକାର ସହ ସାମିଲ ହେଲେ ପୋଲିସ, କଂଗ୍ରେସ କର୍ମୀଙ୍କୁ ମାଡ଼ ମାରିଲେ ସବୁ ବର୍ଗରୁ ନିନ୍ଦା…..!
କଂଗ୍ରେସ ପକ୍ଷରୁ ନାରୀ ମାନଙ୍କୁ ସୁରକ୍ଷା ଦାବୀ କରି ବିଧାନସଭା ଘେରାଉ…..!
ବ୍ରହ୍ମପୁର : ଡବଲ ଇଞ୍ଜିନ ସରକାର ରାଜ୍ୟରେ ଆସିବା ପରେ ଆଇନ ଶୃଙ୍ଖଳା ସାରା ରାଜ୍ୟରେ ବିଗିଡ଼ି ଯାଇଛି। ରାଜ୍ୟରେ ମହିଳା ମାନେ ସୁରକ୍ଷିତ ନାହାନ୍ତି। ନାବାଳିକା ମାନେ ଛୁଆ ଜନ୍ମ କରୁଛନ୍ତି। ନାରୀ ମାନଙ୍କୁ!-->!-->!-->…
ସଠିକ୍ ଖାଦ୍ୟ ନିମନ୍ତେ ପୁରସ୍କୃତ ହେଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଶ୍ରୀ ଜଗନ୍ନାଥ ମନ୍ଦିର
ମାଲକାନଗିରି : ସଂପୂର୍ଣ୍ଣ ଭୋଜନ ସୁସ୍ଥ ଜୀବନ ଟାଗ୍ କାର୍ଯ୍ୟକ୍ରମ ମାଧ୍ୟମରେ ପରିଚାଳିତ ଇଟ୍ ରାଇଟ୍ ଚ୍ୟାଲେଞ୍ଜ ଫେଜ୍ ୨୦୨୪ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଶ୍ରୀ ଜଗନ୍ନାଥ ମନ୍ଦିର ପୁରସ୍କୃତ ହୋଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଇଟ୍ ରାଇଟ୍ କ୍ୟାମ୍ପସ ଭାବେ ଓ ଶ୍ରୀ ଜଗନ୍ନାଥ!-->…
ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ମିଡିଆକିଆ ପଞ୍ଚାୟତ ସରପଞ୍ଚ ଅଶୋକ ମଳିକଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ!-->…
ନିଜ ହକ ନିମନ୍ତେ ପୁଣି ଗଞ୍ଜାମ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଟିଟାନିୟମ ଶ୍ରମିକ : କମ୍ପାନୀ ବିଭିନ୍ନ ଆଳ ଦେଖାଇ…
ଛତ୍ରପୁର : ଛତ୍ରପୁର ଉପକଣ୍ଠ ସରାଫ ଏଜେନ୍ସି ପ୍ରା. ଲିଃ ଟିଟାନିୟମ କମ୍ପାନୀ ର ଶ୍ରମିକ ମାନେ ପୁଣି ସେମାନଙ୍କ ହକ ନିମନ୍ତେ ଗଞ୍ଜାମ ଜିଲ୍ଲାପ୍ରଶାସନ ଦ୍ୱାରସ୍ଥ ହୋଇଛନ୍ତି, ଜମି ଦେଲୁ, ଶ୍ରମ ଦେଲୁ, ସରାଫ୍ ଟିଟାନିୟମ୍ ନାମକ କମ୍ପାନି ଗଢ଼ିବାରେ ସମ୍ପୁର୍ଣ୍ଣ ସହଯୋଗ କଲୁ । ମାତ୍ର, କମ୍ପାନି!-->…