ପାକିସ୍ତାନ ଉପରେ ନାହିଁ ଚୀନର ଭରସା, ମୁତୟନ କଲା ନିଜସ୍ୱ ସୁରକ୍ଷାବାହିନୀ

ଲାହୋର: ପାକିସ୍ତାନରେ ଚୀନ୍ ଇଞ୍ଜିନିୟର ଏବଂ ଶ୍ରମିକଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚୀନ୍ ମଧ୍ୟ ଚିନ୍ତିତ ହୋଇପଡିଛି । ସୂତ୍ରରୁ ଜଣାପଡିଛି ଯେ ପ୍ରଥମ ଥର ପାଇଁ, ଚୀନ ଏହାର ପ୍ରକଳ୍ପଗୁଡ଼ିକର ସୁରକ୍ଷା ପାଇଁ ପାକିସ୍ତାନରେ ଘରୋଇ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରିଛି। ଚୀନ୍ ସମ୍ପ୍ରତି…

କଂଗ୍ରେସ ବିରୋଧରେ ସୁନା ଇଟା ଧରି ବିରୋଧ ପ୍ରଦର୍ଶନ କଲା BRS

ହାଇଦ୍ରାବାଦ,୨୬।୩: ବୁଧବାର ତେଲଙ୍ଗାନା ବିଧାନ ପରିଷଦରେ କଂଗ୍ରେସ ସରକାରଙ୍କ ବିରୋଧରେ ଭାରତ ରାଷ୍ଟ୍ର ସମିତି (BRS)ର ଜଣେ MLC ଏକ ଅନନ୍ୟ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ସେ ପ୍ରତୀକାତ୍ମକ ସୁନା ଇଟା ଦେଖାଇଥିଲେ ଯାହା ଉପରେ ତେଲୁଗୁ, ହିନ୍ଦୀ ଏବଂ ଇଂରାଜୀରେ ‘୧୦ ଗ୍ରାମ ସୁନା’…

ପିଲାଙ୍କ ବୁଦ୍ଧି ଭ୍ରଷ୍ଟ କରୁଛି ଭିଡିଓ ଗେମ୍: ସହପାଠୀଙ୍କ ୧୦ ଟଙ୍କାର ଚ୍ୟାଲେଞ୍ଜରେ ହାତ କାଟିଦେଲେ ୪୦ ଛାତ୍ର

ଗୁଜରାଟ,୨୬।୩: ମାତ୍ର ୧୦ ଟଙ୍କା ପାଇଁ ସହପାଠୀଙ୍କ ପ୍ରରୋଚନାରେ ହାତ କାଟିଦେଲେ ୪୦ ସ୍କୁଲ ଛାତ୍ର। ଏଭଳି ଏକ ବିଚିତ୍ର କାଣ୍ଡ ଘଟିଛି ଗୁଜରାଟର ମୋଟା ମୁଞ୍ଜିଆସର ପ୍ରାଥମିକ ବିଦ୍ୟାଳୟରେ। ଏହି ଘଟଣା ଏକ ଭିଡିଓ ଗେମକୁ କେନ୍ଦ୍ରିତ କରି ହୋଇଥିବା ଜଣା ପଡିଥିବା ବେଳେ ଏହା ଅଭିଭାକାମାନଙ୍କ…

ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, ମିଆଁମାର ସୀମା ସ୍ଥିରତା ଉପରେ…

ନୂଆଦିଲ୍ଲୀ: କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିବା ସହ ମିଆଁମାର ସୀମା ସ୍ଥିରତା ଉପରେ ଆଲୋଚନା କରିଛନ୍ତି। ଜୁଲି ବିଶପ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ଗତବର୍ଷ ଏପ୍ରିଲରେ, ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ ମିଆଁମାରରେ…

ଶାହାଙ୍କ ବିରୋଧରେ ସ୍ଵାଧିକାର ପ୍ରସ୍ତାବ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ : କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ କଂଗ୍ରେସ ବୁଧବାର ସଂସଦରେ ସ୍ଵାଧିକାର ପ୍ରସ୍ତାବ ଆଗତ କରିଛି। କେନ୍ଦ୍ରମନ୍ତ୍ରୀ ଶାହା ସାଂସଦ ସୋନିଆ ଗାନ୍ଧୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେବା ଏବଂ ଉଦ୍ଦେଶ୍ୟମୂଳକ ଭାବେ ତାଙ୍କ ସମ୍ମାନ ହାନି କରିଥିବା ଅଭିଯୋଗ…

ରାହୁଲ ଗାନ୍ଧୀଙ୍କୁ କହିବାକୁ ଅନୁମତି ଦେଲେନାହିଁ ବାଚସ୍ପତି

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବୁଧବାର ଅଭିଯୋଗ କରିଛନ୍ତି ଯେ ବାଚସ୍ପତି ଓମ୍ ବିର୍ଲା ତାଙ୍କୁ ଗୃହରେ କହିବାକୁ ଦେଇନଥିଲେ। ମହାକୁମ୍ଭ ଏବଂ ବେକାରୀ ପ୍ରସଙ୍ଗରେ ସେ କିଛି କହିବାକୁ ଚାହୁଁଥିଲେ ବୋଲି ଗାନ୍ଧୀ କହିଛନ୍ତି।ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦୁଷ୍କର୍ମ ପ୍ରସଙ୍ଗରେ ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ଲାଗିଲା ରୋକ

ନୂଆଦିଲ୍ଲୀ :ଡେସ୍କ: ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ରୋକ ଲଗାଇବା ସହ ଏହି ରାୟ ସମ୍ବେଦନଶୀଳତାର ଅଭାବ ଦର୍ଶାଉଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି।ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶରେ କୁହାଯାଇଛି ଯେ ସ୍ତନ ସ୍ପର୍ଶ କରିବା କିମ୍ବା ପାଇଜାମାର ଡୋର ଖୋଲିବା ଭଳି କାର୍ଯ୍ୟ…

ବୁଲାଗୋରୁଙ୍କ ପାଇଁ ଅଟକିଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ, ରାସ୍ତାରେ ଚାଲିଚାଲି ବୁଝିଲେ ସମସ୍ୟା

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ବୁଧବାର ପୁରା ଆକ୍ସନ ମୋଡରେ ଦେଖିବାକୁ ମିଳିଛି। ଦିଲ୍ଲୀର ସଡ଼କ ଉପରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ ହଠାତ ଅଟକିବା ପରେ ତାଙ୍କୁ ଚାଲି ଚାଲି ଯିବାର ଦେଖିବାକୁ ମିଳିଥିଲା। ପୀତମପୁରାରେ ରେଖା ବିକାଶକାର୍ଯ୍ୟର ସମୀକ୍ଷା କରିଥିଲେ।…

ଗରିବ କଏଦୀଙ୍କୁ ବଡ଼ ଆଶ୍ୱସ୍ତି: ସରକାର ଦେଉଛନ୍ତି ଜରିମାନା, ୬୦ କୋଟି ଟଙ୍କାର ବ୍ୟବସ୍ଥା

ନୂଆଦିଲ୍ଲୀ: ଜରିମାନା କିମ୍ବା ଜାମିନ ଟଙ୍କା ଦେଇ ନ ପାରିବା କାରଣରୁ ଜେଲ୍ ଦଣ୍ଡ ପୂରଣ କରିବା ସତ୍ତ୍ୱେ ଜେଲ୍‌ରୁ ମୁକ୍ତ ହୋଇପାରି ନଥିବା ଗରିବ କଏଦୀମାନଙ୍କ ପାଇଁ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ପଦକ୍ଷେପ ଅନ୍ତର୍ଗତ ଗରିବ କଏଦୀମାନଙ୍କୁ…

ଉପ ସାଧାରଣ ସମ୍ପାଦକ ଜାତୀୟ ଷ୍ଟିଅରିଂ କମିଟିକୁ ଉନ୍ନୀତ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଟିପିଏସଡିଏଲ୍ ଉପଖଣ୍ଡ ଅଧିକାରୀ ଇଂ ସୁନୀଳ କୁମାର ସ୍ୱାଇଁ ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳର ଉପ ସାଧାରଣ ସମ୍ପାଦକ ଜାତୀୟ ସ୍ତରୀୟ ଷ୍ଟିଅରିଂ କମିଟିକୁ ଉନ୍ନୀତ ହୋଇଛନ୍ତି। ମଙ୍ଗଳବାର ଭୁବନେଶ୍ବର ଠାରେ ଅନୁଷ୍ଠିତ ଅଖିଳ ଭାରତ ବିଦ୍ୟୁତ୍ କର୍ମଚାରୀ ମହାସଂଘ…