ଯାତ୍ରୀବାହୀ ଅଟୋ ପଛକୁ ଧକ୍କା ଦେଲା ମୋ ବସ୍, ଅଟୋଚାଳକ ସମେତ ୪ ଗୁରୁତର

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ଆଲପୁର ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଯାତ୍ରୀବାହୀ ଅଟୋ (ଓଡି୦୭କେ ୬୯୮୧) ପଛକୁ ମୋ ବସ୍ (ଓଡି୩୨କେ ୧୯୫୭) ଧକ୍କା ଦେଇଛି। ଦୂର୍ଘଟଣାରେ ଅଟୋ ଚାଳକ ସମେତ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ଅଟୋ ଚାଳକ ରଘୁନାଥପୁର ଗ୍ରାମର ଜି. ଆନନ୍ଦ…

ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରି : ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ…

ରାଇକିଆରେ ବ୍ଲକ୍ ସ୍ତରୀୟ ଜଳ ବିଭାଜିକା ମହୋତ୍ସବ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ମଣ୍ଡାସର ଛକ ଓ ଦୀଗୀ ଛକ ଠାରେ ଜଳ ବିଭାଜିକା ମହୋତ୍ସବ ଓ ୱାଟର ସେଡ ଯାତ୍ରା ୨୦୨୫ ଅନୁଷ୍ଠିତ ହୋଇଯାଇଛି । ବିଭାଗ ତରଫରୁ ଚାଷୀଙ୍କୁ ବିଭିନ୍ନ ଯୋଜନାର କାର୍ଯ୍ୟକାରୀ, ଏହାର ସଫଳତା, ପ୍ରଚାର ପ୍ରସାର ଓ ସଚେତନତା ଉଦ୍ଧେଶ୍ୟରେ ଆୟୋଜିତ ଏହି…

ରାଇକିଆ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରଥମ ସାଧାରଣ ବୈଠକ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରାମମୁଣ୍ଡା ଠାରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରଥମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ସଭାପତି ଦିନାର ସିଂ ଦିଗାଳଙ୍କ ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଂଘ ସାଧାରଣ ସମ୍ପାଦକ ରମାକାନ୍ତ ଦିଗାଳ ବିବରଣୀ ପାଠ କରିଥିବାବେଳେ…

ଖାଦ୍ୟ ଆୟୋଗ କମିଟିର ଚିତ୍ରକୋଣ୍ଡା ଗସ୍ତ…

ଚିତ୍ରକୋଣ୍ଡା : ଆଜି ମାଲକାନଗିରି ଜିଲ୍ଲାରେ ରାଜ୍ୟ ଖାଦ୍ୟ ଆୟୋଗର କମିଟି ସଦସ୍ୟଙ୍କ ଚିତ୍ରକୋଣ୍ଡା ସମିତି କୁ ଗସ୍ତ କରିଛନ୍ତି । ଏହି ଗସ୍ତରେ ସେମାନେ ବିଭିନ୍ନ ବିଦ୍ୟାଳୟ, ଅଙ୍ଗନବାଡି, ଆଶ୍ରମ ବିଦ୍ୟାଳୟ, ସେବା ଆଶ୍ରମ ଓ ଛତୁଆ ମିଶ୍ରଣ କେନ୍ଦ୍ର କୁ ଗସ୍ତ କରିଥିଲେ। ସେମାନେ ପ୍ରଥମେ ssd…

ପ୍ରାଥମିକ ଶିକ୍ଷକସଂଘ ସାଧାରଣ ସମ୍ପାଦକଙ୍କ ବିୟୋଗ

ହିଞ୍ଜିଳିକାଟୁ : ଗଞ୍ଜାମ ଜିଲ୍ଲା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ସାଧାରଣ ସମ୍ପାଦକ ତଥା ହିଞ୍ଜିଳିକାଟୁ ବ୍ଳକ ଚୈତନ୍ୟପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁର୍ଣ୍ଣଚନ୍ଦ୍ର ମହାରଣାଙ୍କ ବୁଧବାର ମୃତ୍ୟୁ ଘଟିଛି।‌ ଗତ କିଛି ଦିନ ଧରି ସେ ଶାରୀରିକ ଅସୁସ୍ଥ ରହିଥିଲେ।…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ମହିଳା ବଲ ବ୍ୟାଡମିଣ୍ଟନ ଦଳରେ ଆଦିବାସୀ ମହାବିଦ୍ୟାଳୟର ତିନି ମହିଳା ଛାତ୍ରୀଙ୍କ କୃତିତ୍ୱ

ବାଲିଗୁଡା : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଠାରେ ମହିଳା ବଲ ବ୍ୟାଡମିଣ୍ଟନ ଦଳରେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟର ମହିଳା ଛାତ୍ରୀ କୃତିତ୍ୱ ଲାଭ କରିଛନ୍ତି | କୃତିତ୍ୱ ହେବା ପରେ ଚଳିତ ମାସ ୨୯ ତାରିଖ ଠାରୁ ଏପ୍ରିଲ ୦୧ ତାରିଖ ଦୀର୍ଘ ୪ ଦିନ ପର୍ଯ୍ୟନ୍ତ ତାମିଲନାଡୁର ଆଲଗାପା…

ବାଲିଗୁଡାରେ ଠାକୁରାଣୀ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ : ଏପ୍ରିଲ ୨୨ରେ ଶୁଭଖୁଣ୍ଟି , ମଇ ୬ ରୁ ଯାତ୍ରା ଆରମ୍ଭ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କ ଠାକୁରାଣୀ ଯାତ୍ରା ନିମନ୍ତେ ଏକ ପୂର୍ବପ୍ରସ୍ତୁତି ବୈଠକ ସମିତିର ସଭାପତି ଲଳିତ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ପ୍ରତି ଦୁଇ ବର୍ଷରେ ଥରେ ମା'ପାଟଖଣ୍ଡା ଦୁର୍ଗାପୂଜା ସମିତି…

ମୁସଲିମ୍‌ମାନେ ଅଧିକ ରଙ୍ଗୀନ୍ ପୋଷାକ ପିନ୍ଧନ୍ତି, ତେବେ ହୋଲି ଖେଳିବାରେ ଅସୁବିଧା କ’ଣ? ପ୍ରଶ୍ନ କଲେ ଯୋଗୀ

ଲକ୍ଷ୍ନୌ: ହୋଲି ସମୟରେ ୟୁପିରେ ଥିବା ମସଜିଦକୁ ଘୋଡାଇ ଦିଆଯିବା ସହ ମୁସଲିମମାନେ ରଙ୍ଗ ଲଗାଇବାକୁ ମନା କରୁଥିବାର ଖବର ଆସିଥିଲା। ଏହି ସବୁ ଖବରକୁ ନେଇ ଏକ ସାକ୍ଷାତକାରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡ଼ା ମନ୍ତବ୍ୟ ଦେଇଛନ୍ତି।ଯୋଗୀ କହିଛନ୍ତି ଯେ, ମୁସଲମାନମାନେ…

ବିଜେପି ପକ୍ଷରୁ ‘ସୌଗାତ-ଏ-ମୋଦୀ’ ଯୋଜନା ଆରମ୍ଭ: ମୁସଲମାନଙ୍କୁ ଇଦ୍ କିଟ୍ ବଣ୍ଟନ

ନୂଆଦିଲ୍ଲୀ: ମୁସଲମାନମାନଙ୍କ ପାଇଁ ଯୋଡି ହେବା ପାଇଁ ବିଜେପି ପକ୍ଷରୁ ଇଦ୍ ଉପଲକ୍ଷେ ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ଅନ୍ତର୍ଗତ ଦେଶର ୩୨ ଲକ୍ଷ ଆର୍ଥିକ ଅନଗ୍ରସର ମୁସଲମାନ ପରିବାରଙ୍କୁ ଉପହାର ପ୍ୟାକ୍ ଦିଆଯିବ। "ସୌଗାତ-ଏ-ମୋଦୀ" ନାମରେ ନାମିତ, ଏହି…