ସୀମାନ୍ତରେ ଯବାନଙ୍କ ଗୁଳିରେ ୨୫ ଲକ୍ଷ ଇନାମି ମାଓବାଦୀ ସମେତ ୫ ମାଓବାଦୀ ନିହତ

ମାଲକାନଗିରି,୨୫।୩ : ମାଲକାନଗିରି, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଦାନ୍ତେୱାଡାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ବେଳେ ଏଥିରେ ଜଣେ ୨୫ ଲକ୍ଷ ଟଙ୍କା ପୁରସ୍କାର ଥିବା ମାଓବାଦୀ ସମେତ ମୋଟ ୫ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ତଥ୍ୟ ଅନୁଯାୟୀ…

ଦୁଇ ନାବାଳିକାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ଘଟଣାରେ ପୀଡିତା ଛାତ୍ରୀଙ୍କ ପରିବାରଙ୍କୁ ନ୍ୟାୟ ଦାବିରେ ଜିଲ୍ଲାପାଳଙ୍କ…

ମାଲକାନଗିରି ଜିଲ୍ଲା ଏମଭି ୭୨ ଗ୍ରାମର ଦୁଇ ଆଦିବାସୀ ନାବାଳିକା ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ଘଟଣାକୁ ଇତି ମଧ୍ୟରେ ଦେଢ ମାସ ବିତି ଯାଇଥିବା ବେଳେ ପୀଡିତା ଛାତ୍ରୀଙ୍କ ପରିବାରଙ୍କୁ ନ୍ୟାୟ ଦେବା ପାଇଁ ଜିଲ୍ଲାର ଏକାଧିକ ସଙ୍ଗଠନ ଆନ୍ଦୋଳନକୁ ଓଲ୍ହାଇଛି। ବିଭିନ୍ନ ସଙ୍ଗଠନ ପକ୍ଷରୁ…

ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବଙ୍କ ସମୀକ୍ଷା ବୈଠକ

ଜିଲ୍ଲାର ପ୍ରତ୍ୟେକ ବିଦ୍ୟାଳୟରେ ଆଦ୍ଵିକା କ୍ଲବ ଗଠନ ନିମନ୍ତେ ଗୁରୁତ୍ଵାରୋପ ମାଲକାନଗିରି : ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ ଶୁଭା ଶର୍ମା ଦୁଇ ଦିନିଆ ମାଲକାନଗିରି ଜିଲ୍ଲା ଗସ୍ତ କରି ବିଭିନ୍ନ ବିଭାଗର ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଜିଲ୍ଲାପାଳ ଆଶିଷ ଈଶ୍ୱର…

ଆଗାମୀ ୫ ଦିନରେ ତାପମାତ୍ରା ଧୀରେଧୀରେ ବଢ଼ିବ: ପାଣିପାଗ ବିଭାଗ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାଧାରଣ ଥିବା ବେଳେ ଚଳିତ ସପ୍ତାହର ଶେଷ ବେଳକୁ ଏହା ଧୀରେଧୀରେ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୯ ତାରିଖ ବେଳକୁ ହିଟ୍‌ ୱେଭ୍‌ ଫେରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି। ଆଗାମୀ ୫…

କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ନିଲମ୍ବିତ

ଭୁବନେଶ୍ବର: ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା ନେଇ କଂଗ୍ରେସର ୧୨ ବିଧାୟକଙ୍କୁ ୭ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ ଶାସକ ଦଳର ଅଭିଯୋଗ ପରେ ବିଧାନସଭାରୁ…

ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରୀ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ସବୁଠୁ ଅଧିକ ହେଉଛି ସିଜରିଆନ୍ ଡେଲିଭରୀ । ବିଧାନସଭାରେ ଏଭଳି ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ତଥ୍ୟ ମୁତାବକ, ୨୦୨୨-୨୩ରେ ଘରୋଇ ହସ୍ପିଟାଲରେ ୧ ଲକ୍ଷ ୨୯ ହଜାର ୮୮…

ଏକା ସଙ୍ଗେ ଚାଲିଗଲେ ବାପା ପୁଅ, ବାପାଙ୍କ ମୃତ୍ୟୁ ଖବର ଶୁଣି ପୁଅକୁ ଆସିଲା ହାର୍ଟଆଟାକ୍

ଆନନ୍ଦପୁର: ଘର ଆଗରେ ବନ୍ଧା ହେଉଛି ଦୁଇ ଦୁଇଟି କୋକେଇ । ଦୁଆରେ ଥୁଆ ହୋଇଛି ମାଠିଆ । ରୁଣ୍ଡ ହୋଇଛନ୍ତି ଗାଁ ଲୋକେ । କାନ୍ଦ ବୋବାଳିରେ ଫାଟିପଡୁଛି ସମଗ୍ର ଅଞ୍ଚଳ । କିଏ ବା ଜାଣିଥିଲା ଦଇବ ଏମିତି ଦାଉ ସାଜିବ ବୋଲି । ଗୋଟିଏ ପରିବାରର ଦୁଇ ଦୁଇ ଜଣ ଆଉ ଏ ଦୁନିଆରେ ନାହାନ୍ତି । ଆଗ ପଛ…

୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ

ଭୁବନେଶ୍ବର: ଓଡ଼ିଶାରେ ପ୍ରତିବର୍ଷ ବଢିଚାଲିଛି ଜଙ୍ଗଲ ନିଆଁ । ୪ ବର୍ଷରେ ପାଉଁଶ ହେଲାଣି ୫୩ ହଜାର ହେକ୍ଟରରୁ ଅଧିକ ଜଙ୍ଗଲ । ସେହିପରି ଗତ ୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ । ବିଧାନସଭାରେ ଏପରି ସାଂଘାତିକ ରିପୋର୍ଟ ପ୍ରକାଶ କରିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ । …

ଜୟସେଲମେରରେ ଧରାପଡ଼ିଲା ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚର

ଜୈସଲମେର: ଅନ୍ତର୍ଜାତୀୟ ସୀମା ସଂଲଗ୍ନ ରାଜସ୍ଥାନର ଜୈସଲମେରରୁ ଜଣେ ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚରଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ସୁରକ୍ଷା ଏଜେନ୍ସିମାନେ ଜୈସଲମେରର ମୋହନଗଡ଼ କେନାଲ ଅଞ୍ଚଳରୁ ଅଭିଯୁକ୍ତକୁ ଧରିଛନ୍ତି। ଗିରଫ ବ୍ୟକ୍ତି, ଦିନୁ ଖାନଙ୍କ ପୁଅ ପଠାନ ଖାନ (୪୦),…

ଓଡ଼ିଶା ରକ୍ତଦାତା ମହାସଂଘ ଓ ସେଣ୍ଟ୍ରାଲ ଟୁଲ ଟ୍ରେନିଂ ସେଣ୍ଟର୍ ସାହାଯ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବା ମାତ୍ରେ ରାଜ୍ୟ ରେ ରକ୍ତର ଅଭାବ ଦେଖା ଗଲାଣି । ବିଭିନ୍ନ ରକ୍ତ ଭଣ୍ଡାର ରେ ରକ୍ତ ର ଅଭାବ ଯୋଗୁଁ ଅନେକ ଲୋକ ହନ୍ତସନ୍ତ ହେଉଛନ୍ତି । ଏହି ପରି ସମୟ ରେ ଓଡ଼ିଶା ରକ୍ତଦାତା ମହାସଂଘ ଆଗେଇ ଆସିଛି ରକ୍ତଦାନ ଶିବିର ଆୟୋଜନ କରି କିଛକାଂଶରେ ଲାଘବ…