୨ୟ ପର୍ଯ୍ୟାୟ ନବଭାରତ ସାକ୍ଷର ପରୀକ୍ଷା ଅନୁଷ୍ଠିତ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ୧୨ ଗୋଟି ପଂଚାୟତରେ ଥିବା ୨୪ ଗୋଟି କ୍ଲଷ୍ଟରର ବିଭିନ୍ନ ପରୀକ୍ଷା କେନ୍ଦ୍ର ଗୁଡିକରେ ଭାରତ ସରକାରଙ୍କର ନବ ଭାରତ ସାକ୍ଷରତା (ଉଲ୍ଲାସ) କାର୍ଯ୍ୟକ୍ରମ ଅନ୍ତର୍ଗତ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଆକଳନ…

ହିଂସା ମାମଲାରେ ସମ୍ଭଲ ଜାମା ମସଜିଦ ମୁଖ୍ୟ ଗିରଫ

ସମ୍ଭଲ : ୟୁପିର ସମ୍ଭଲ ହିଂସା ମାମଲାରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଗିରଫଦାରୀ ହୋଇଛି। ଜାମା ମସଜିଦର ମୁଖ୍ୟ ଜାଫର ଅଲ୍ଲୀଙ୍କୁ ଗିରଫ କରାଯାଇଛି। ସମ୍ଭଲ ପୁଲିସର ସୂଚନା ଅନୁଯାୟୀ, ୨୪ ନଭେମ୍ବର ୨୦୨୪ରେ ଘଟିଥିବା ହିଂସା ଘଟଣାରେ ଜଫର ଅଲିଙ୍କୁ ଗିରଫ କରାଯାଇଛି। ପଚରାଉଚରା ପରେ ଗିରଫ…

ଆମେରିକାରେ ଭାରତୀୟ ବଂଶୋଦ୍ଭବ ବାପା-ଝିଅଙ୍କୁ ଗୁଳି କରି ହତ୍ୟା

ଓ୍ବାଶିଂଟନ: ଆମେରିକାରେ ଜଣେ ଭାରତୀୟ ବଂଶୋଦ୍ଭବ ଏବଂ ତାଙ୍କ ଝିଅକୁ ଗୁଳି କରି ହତ୍ୟା କରାଯାଇଛି। ଏକ ତେଜରାତି ଦୋକାନରୁ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଦୁହେଁ ସେହି ତେଜରାତି ଦୋକାନରେ କାମ କରୁଥିଲେ। ଏହି ମାମଲାରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ତେବେ ହତ୍ୟାକାଣ୍ଡର କାରଣ…

ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଗତ ୨୦ ତାରିଖରେ ବିଜାପୁର ପୁଲିସ ୨୬ ଜଣ ନକ୍ସଲଙ୍କୁ ମାରିବା ପରେ ସଂଗଠନରେ ହଡକମ୍ପ ମଚିଥିଲା। ନକ୍ସଲ ମୃତ୍ୟୁକୁ ଭୟ କରିବା ସହ ସଂଗଠନ ଛାଡିବା ପାଇଁ ଆଗେଇ ଆସିଥିଲେ। ନକ୍ସଲ…

ପାକିସ୍ତାନରେ ଚିନି କିଲୋ ୧୮୦ ଟଙ୍କା

ଇସଲାମାବାଦ : ପାକିସ୍ତାନରେ ଚିନି ମୂଲ୍ୟ ନିୟମିତ ବ୍ୟବଧାନରେ ବଢିଚାଲିଛି। ଚିନିର ବିକ୍ରି ମୂଲ୍ୟ ଉପରେ ସରକାର କଟକଣା ଲାଗୁ କରିଥିଲେ ସୁଦ୍ଧା ଏହା ପ୍ରଭାବଶୂନ୍ୟ ପ୍ରମାଣିତ ହୋଇଛି। ଖୋଲା ବଜାରରେ ଚିନି କିଲୋ ପିଛା ସର୍ବାଧିକ ୧୩୦ ଟଙ୍କାରେ ବିକ୍ରି କରାଯିବ ବୋଲି ନିର୍ଦେଶ ଦିଆଯାଇଥିଲା।…

ଯୁଗ୍ମ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କେନ୍ଦ୍ରକୁ ୭ ପ୍ରସ୍ତାବ

ଚେନ୍ନଇ : ନିର୍ବାଚନମଣ୍ଡଳୀ ଲୋକସଭା ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟାକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ଯେଉଁ ଉଦ୍ୟମ ଆରମ୍ଭ କରିଛନ୍ତି, ସେହି ପ୍ରସଙ୍ଗରେ ଶନିବାର ଡିଏମକେ ନେତୃତ୍ବାଧୀନ ଯୁଗ୍ମ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଚେନ୍ନଇଠାରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି।…

ପାର୍କରେ ଆଖିବୁଜା ଗୁଳିମାଡ: ୩ ମୃତ

ନୂଆଦିଲ୍ଲୀ: ମେକ୍ସିକୋର ଏକ ପାର୍କରେ ଆଖିବୁଜା ଗୁଳିମାଡ ହୋଇଛି। ଦୁର୍ବୁତ୍ତର ଗୁଳିମାଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଲାସ୍ କ୍ରୁସ୍ ର ୩ଟି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।…

ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ

ଭୁବନେଶ୍ୱର: ଜଗତସିଂପୁର ଜିଲ୍ଲାର ଏକ ବହି ଗୋଦାମରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ଆହତ ହୋଇଛନ୍ତି। ପୋଲିସ ସୂଚନା ଅନୁସାରେ, ଏକ ଜୋରଦାର ବିସ୍ଫୋରଣ ଶୁଣି ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ବାଲିକୁଦାରୁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ତୋଇ ଓହୋମାଇ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଟେକ୍ନୋଲୋଜି ଓ କିଟ୍‍ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ନ୍ୟୁଜିଲାଣ୍ଡର ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଟେକ୍ନୋଲୋଜି ଓ କିଟ୍‍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଗୁରୁବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟଫର ଲକ୍‍ସନ, ତେ ପୁକେଙ୍ଗା-ନିଉଜିଲାଣ୍ଡ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସ୍କିଲ୍‍ସ ଆଣ୍ଡ…