ଓଡ଼ଗାଁ ବନାଞ୍ଚଳ କାର୍ଯ୍ୟାଳୟ ତରଫରୁ ବନ ମହୋତ୍ସବ

ନୟାଗଡ଼: ନୟାଗଡ଼ ଜିଲ୍ଲା ବନଖଣ୍ଡ ଓଡ଼ଗାଁ ବନାଞ୍ଚଳ ଓଡ଼ଗାଁ ସେକ୍ସନର କୁମ୍ଭିଆପଲ୍ଲୀ ଠାରେ ୩.୨୭ ହେକ୍ଟର ରାଜସ୍ୱ ସମତଳ ଜମିରେ ସହରାଞ୍ଚଳ ବୃକ୍ଷ ରୋପଣ ଯୋଜନା ମାଧ୍ୟମରେ ୩୦୦୦ ଚାରା ରୋପଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ୭୭ ତମ ବନମହୋତ୍ସବ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ

ସିରିଆରେ ବିସ୍ଫୋରଣରେ ୬ ମୃତ, ଅଳ୍ପକେ ରକ୍ଷା ପାଇଲେ ରାଷ୍ଟ୍ରପତି

ସିରିଆ : ସିରିଆ ଡାମାସ୍କସର ଏକ ହୋଟେଲ ବାହାରେ ୨ଟି ପରେ ଗୋଟିଏ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଯେଉଁ ହୋଟେଲରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍ ଥିବା ଜଣାପଡିଛି । ଏହି ବିସ୍ଫୋରଣରେ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ସିରିଆ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରୀଙ୍କ ସମେତ

ଅହମଦାବାଦ ବିସ୍ଫୋରଣ ମାମଲା ; ୧୧ ଜଣଙ୍କୁ ଆଜୀବନ, ୩୮ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ କାଏମ

ଅହମ୍ମଦାବାଦ : ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ମଙ୍ଗଳବାର ଏକ ବଡ ଖବର ସାମ୍ନାକୁ ଆସିଛି। ମଙ୍ଗଳବାର ଦିନ ଗୁଜୁରାଟ ହାଇକୋର୍ଟ ୨୦୦୮ ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ହାଇକୋର୍ଟ ସ୍ୱତନ୍ତ୍ର କୋର୍ଟର ଆଦେଶକୁ ବଜାୟ

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ, ସ୍ବାକ୍ଷର ହେଲା ବଡ଼ ଚୁକ୍ତିନାମା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦିଙ୍କ ଇଣ୍ଡୋନେସିଆ ଗସ୍ତର ପ୍ରଥମ ଦିନରେ ଆଜି ଜକାର୍ତ୍ତାରେ ପହଞ୍ଚିଛନ୍ତି । ଇଣ୍ଡୋନେସିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘ବିଟିଙ୍ଗ ଆଦିପୂର୍ଣ୍ଣ’ ସମ୍ମାନ ପଦକରେ ସମ୍ମାନିତ କରାଯାଇଛି । ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋଓ

ବର୍ଥଡେ ପାର୍ଟିରୁ ଫେରିବା ବେଳେ ଦୁର୍ଘଟଣା, ଚାଲିଗଲା ୬ ଜୀବନ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୈହାର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣା ସୋମବାର ବିଳମ୍ବିତ ରାତି ରିୱା ରୋଡ ସ୍ଥିତ ରାଷ୍ଟ୍ରୀୟ ରାଜମାର୍ଗ-୩୦ରେ ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

E-20 ପେଟ୍ରୋଲ ବିକ୍ରିକୁ ନେଇ ପ୍ରତିବାଦ, ଯନ୍ତର ମନ୍ତରରେ ସ୍ବର ଉତ୍ତୋଳନ

ନୂଆଦିଲ୍ଲୀ : E-20 ପେଟ୍ରୋଲ ବିକ୍ରିକୁ ନେଇ ବିଭିନ୍ନ ମହଲରେ କଡ଼ା ପ୍ରତିବାଦ । ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ସତ୍ତ୍ବେ ଏହାର ବ୍ୟବହାରକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଗାଡ଼ିଚାଳକ। ୨୦ ପ୍ରତିଶତ ଇଥାନଲ ମିଶ୍ରିତ ପେଟ୍ରୋଲ ବ୍ୟବହାର ଦ୍ୱାରା ଗାଡିର ଇଞ୍ଜିନ ଓ ମାଇଲେଜ ଗୁରୁତର

ଥମୁନି ଯୁଦ୍ଧ: ୟୁକ୍ରେନ୍‌ ଉପରେ ରୁଷ୍‌ର ଆକ୍ରମଣ, ୨୩ମୃତ

କିଭ୍‌ : ରୁଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ଧରୁ ନାହିଁ। ଉଭୟ ଦେଶ ପରସ୍ପର ଉପରେ ଲଗାତାର ଆକ୍ରମଣ କରୁଛନ୍ତି। ଜୁଲାଇ ୭ରେ ହେବାକୁ ଥିବା ନାଟୋ ସମ୍ମିଳନୀର ଗୋଟିଏ ଦିନ ପୂର୍ବରୁ ରୁଷ ତରଫରୁ ୟୁକ୍ରେନ୍‌ର କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣ ହୋଇଛି।

କେରଳରେ ଭୂସ୍ଖଳନ; ୩ ମୃତ, ୧୦ରୁ ଉର୍ଦ୍ଧ୍ୱ ଗୁରୁତର

ୱାୟନାଡ଼: କେରଳମରେ ପୁଣି ରଚିଲା ପ୍ରକୃତିର ତାଣ୍ଡବ। ମଙ୍ଗଳବାର ଦିନ କେରଳର ୱାୟନାଡ ଜିଲ୍ଲାର ମେପାଡି ନିକଟ କଲାଡି ମୀନାକ୍ଷୀ ବ୍ରିଜ୍‌ ନିକଟରେ ବଡ଼ ଧରଣର ଭୂସ୍ଖଳନ ହୋଇଛି। ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ଅନେକ ଲୋକ ଭଗ୍ନାବଶେଷ

ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ

ବ୍ରହ୍ମଗିରି :  ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ । ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି। ବ୍ରହ୍ମଗିରି ଅଲାରନାଥ ମନ୍ଦିରରେ ପହଞ୍ଚିବା ପରେ ଜିଲ୍ଲାପ୍ରଶାସନ ତରଫରୁ ଫୁଲତୋଡ଼ା ଦେଇ ସ୍ୱାଗତ କରାଯାଇଥିଲା ।  ସିଂହଦ୍ୱାର ସମ୍ମୁଖରେ ସେବାୟତ ନିଯୋଗ ତରଫରୁ ଖଣ୍ଡୁଆ,

ରଥଯାତ୍ରା ପାଇଁ NSG କମାଣ୍ଡୋର ମକଡ୍ରିଲ୍, ଆତଙ୍କୀ କାର୍ଯ୍ୟକଳାପକୁ ପ୍ରତିହତ କରିବାକୁ ଅଭ୍ୟାସ

ପୁରୀ : ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ NSG କମାଣ୍ଡୋର ମକଡ୍ରିଲ୍ । ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ NSG କମାଣ୍ଡୋ ଓ NDRF ଟିମ ପକ୍ଷରୁ ମକଡ୍ରିଲ କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ସହ ସମ୍ଭାବ୍ୟ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବାକୁ ମକଡ୍ରିଲ୍ କରାଯାଉଛି ।