ବିକଟାଳ ଶବ୍ଦ କରୁଥିବା ଗାଡି ଚାଳକଙ୍କ ଉପରେ ଆକ୍ସନ, ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ୍‌

ଭୁବନେଶ୍ୱର : ରୋଡ଼ ରୋମିଓଙ୍କ ଉପରେ ପୋଲିସର ଆକ୍ସନ। ଏଥର ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ । ମଡିଫାଏଡ଼ ସାଇଲେନ୍ସର ଗୁଡିକୁ ଖୋଲିଲା ପୋଲିସ । ସ୍ପୀଡ଼ ଡ୍ରାଇଭିଂ, ରଙ୍ଗ ଡ୍ରାଇଭ, ଟ୍ରିପଲ ରାଇଡିଂ, ପଲ୍ୟୁସନ, ହେଲମେଟ ନିୟମ ମାନୁନଥିବା ଟ୍ରାଫିକ ଖିଲାପକାରୀଙ୍କ

ବନ୍ଦ ହେବନି ଦଶମ ଓ ଦ୍ଵାଦଶ ପରୀକ୍ଷା 

ଭୁବନେଶ୍ୱର: ବନ୍ଦ ହେବନି ଦଶମ, ଦ୍ଵାଦଶ ପରୀକ୍ଷା। ଦଶମ ଓ ଦ୍ଵାଦଶ ପରୀକ୍ଷା ପରୀକ୍ଷା ବନ୍ଦ ହେବନି ବୋଲି କହିଛନ୍ତି, ଏନସିଆରଟି ନିର୍ଦ୍ଦେଶକ। ଏହାକୁ ନେଇ ସେ କହିଛନ୍ତି, ନୂଆ ଜାତୀୟ ଶିକ୍ଷା ନୀତିରେ ଦଶମ ଓ ଦ୍ଵାଦଶ ପରୀକ୍ଷା ପାଇଁ ବ୍ୟବସ୍ଥା ରହିଛି। ତେଣୁ ପୂର୍ବବତ୍ ପରୀକ୍ଷା କରାଯିବ,

ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ଲଗାଇଲା ପୁରୀ ପୋଲିସ୍, ମୋବାଇଲ୍‌ ଫୋନ୍ ବି ନିଷେଧ

ପୁରୀ : ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ପରେ ପୁରୀ ପୋଲିସ୍ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ମାରିଛି ପୁରୀ ପୋଲିସ୍ । ଏପରିକି ମନ୍ଦିର ପରିସରରେ ମୋବାଇଲ ଫୋନ୍ ମଧ୍ୟ ନିଷେଧ କରାଯାଇଛି । ନିୟମ ଉଲଂଘନକାରୀଙ୍କୁ ଦଣ୍ଡିତ କରାଯିବା ନେଇ ପୋଷ୍ଟରରେ

ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ଉତ୍ତୋଳନ କରିବେ ଜାତୀୟ ପତାକା

ଭୁବନେଶ୍ବର: ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପାଖଇେ ଆସୁଛି। ହାତରେ ଆଉ ୪ ଦିନ ସମୟ ଥିବାରୁ ଏହି ଗଣପର୍ବ ପାଇଁ ସରକାର ଓ ପ୍ରଶାସନ ପ୍ରସ୍ତୁତିକୁ ଜୋରଦାର କରିଦେଇଛନ୍ତି। ଜାତୀୟ ପର୍ବ ପାଇଁ ଦିଲ୍ଲୀରୁ ପଲ୍ଲୀ ଯାଏଁ ପ୍ରସ୍ତୁତି ଚାଲିଛି। ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ

ଡବ୍ଲ୍ୟୁଏଚଓ କୋଭିଡ୍-୧୯ ମହାମାରୀର ସଠିକ୍ ମୁକାବିଲା କରିପାରିଲା ନାହିଁ : ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱର ପ୍ରମୁଖ ସ୍ୱାସ୍ଥ୍ୟ ସଂଗଠନ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ରୁ ସେ ନିଜ ଦେଶକୁ ଅଲଗା କରିଛନ୍ତି । ଶପଥ ଗ୍ରହଣ କରିବାର ପ୍ରାୟ ୮ ଘଣ୍ଟା ପରେ ଜାରି ହୋଇଥିବା ଏକ କାର୍ଯ୍ୟକାରୀ

ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକାଙ୍କୁ ଅନୈତିକ କାର୍ଯ୍ୟରେ ଲଗାଇବା ଘଟଣା, ଆଉ ଦୁଇ ଜଣ ଗିରଫ

କଟକ : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକାଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାରେ ଆଉ ଦୁଇ ଜଣ କୁ ଗିରଫ କରିଛି କମିଶନରେଟ ପୋଲିସ । ଗୋପୀ ଓରଫ ରଜନୀକାନ୍ତ ବେହେରା ଓ ଡି ଶିବ କୁମାର ଦୋରାକୁ ଗିରଫ କରିଛି କଟକ କମିଶନରେଟ ପୋଲିସ । ପୀଡ଼ିତାଙ୍କ ବୟାନ ଆଧାରରେ ୫ ଜଣ

୪ ଦିନ ପରେ ବ୍ରଜ କିଶୋର ଦାସଙ୍କ ଘରୁ ବାହାରିଲା ଆଇଟି ଟିମ୍

ସମ୍ବଲପୁର: ଦୀର୍ଘ ୪ ଦିନ ପରେ ଶେଷରେ ବ୍ରଜ କିଶୋର ଦାସଙ୍କ ଘରୁ ବାହାରିଛି ଆଇଟି ଟିମ୍ । ଆୟକର ଫାଙ୍କି ଅଭିଯୋଗରେ ଚଢ଼ାଉ କରିଥିଲା ଆୟକର ଟିମ୍ । ତେବେ ରେଡ୍‌ ପରେ ବ୍ରଜ ଦାସ କିମ୍ବା ଆୟକର ବିଭାଗ ପକ୍ଷରୁ ଏନେଇ କୌଣସି ପ୍ରତିକ୍ରିୟା ମିଳିନି । ଗତ ୧୭ ତାରିଖରୁ ଲଗାତାର ୪ ଦିନ ଧରି ରେଡ୍‌

ବିଶ୍ବ ସ୍ବାସ୍ଥ୍ୟ ସଂଗଠନରୁ ଆମେରିକା ବାହାର

ୱାଶିଂଟନ୍ : ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପରେ ଡୋନାଲ୍ଡ ଟ୍ରମ୍ପ ଅନେକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ଦସ୍ତଖତ କରିଛନ୍ତି। ତାଙ୍କ କାର୍ଯ୍ୟକାଳର ପ୍ରଥମ ଦିନରେ ଟ୍ରମ୍ପଙ୍କ ଦ୍ବାରା ଦସ୍ତଖତ ହୋଇଥିବା ନିର୍ଦ୍ଦେଶରେ ପ୍ୟାରିସ୍ ଜଳବାୟୁ ଚୁକ୍ତିରୁ ପ୍ରତ୍ୟାହାର,

ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ମହିଳାଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା : ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ସୁଭଦ୍ରାଙ୍କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ପ୍ରଭାତୀ ପରିଡାଙ୍କ ବଡ଼ ବୟାନ । ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ମହିଳାଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା । 20 ଲକ୍ଷରୁ ଅଧିକ ମହିଳାଙ୍କୁ ଚତୁର୍ଥ ପର୍ଯ୍ୟାୟରେ ମିଳିବ ଟଙ୍କା । ଜିଲ୍ଲା ରିଭିୟୁରେ ଆସିଲା ବଡ଼ ତଥ୍ୟ ।

ଶିକ୍ଷାନୀତି ୨୦୨୦: ଏଣିକି ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଯିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ହେବା ପରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ତଥ୍ୟ ଅନୁଯାୟୀ ସ୍କୁଲ ଛାତ୍ରଛାତ୍ରୀ ୧୦ ଦିନ ବିନା ବ୍ୟାଗରେ ଯିବେ ସ୍କୁଲ। ରାଜ୍ୟର ସମସ୍ତ ସ୍କୁଲରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ସବୁ ଛାତ୍ରଛାତ୍ରୀଙ୍କୁ ଏକ ଫନ୍ କୋର୍ସ (Fun