Sign in
Sign in
Recover your password.
A password will be e-mailed to you.
ବ୍ରହ୍ମପୁର ପୋଲିସ ପକ୍ଷରୁ ଅନେକ ହୁକ୍କାବାର ଉପରେ ଚଢ଼ାଉ : ବିଭିନ୍ନ ପ୍ରକାର ମାଦକ ଦ୍ରବ୍ୟ ସହ ହୁକ୍କା ଚିଲମ ଜବତ……!
ବ୍ରହ୍ମପୁର: ପୂର୍ବରୁ ବଡ଼ ବଡ଼ ସହରରେ ବଡ଼ ବଡ଼ିଆ ମାନେ ହୁକ୍କା ବ୍ୟବହାର କରୁଥିଲେ। ଆଜି କାଲି ଏହା ଏକ ଫେସନ ହେବା ସହ ସମ୍ଭ୍ରାନ୍ତ ପରିବାର ଲୋକେ ଓ କଲେଜ ପଢୁଆ ଯୁବକଓ ଯୁବତୀ ମାନଙ୍କୁ ହୁକ୍କାବାର ଗୁଡି଼କରେ ଦେଖିବାକୁ ମିଳୁଛି। ତାହାର ନଗ୍ନ ନମୁନା ରେଶମ ସହର ବ୍ରହ୍ମପୁର ସହର ରେ!-->!-->!-->…
କୁହୁଳୁଛି ବିଜେପି ରେ ଥିବା ଗୋଷ୍ଠୀ କନ୍ଦଳ :ସାଂସଦ ଙ୍କ ଗୋଟି ଚାଳନା ରେ ମନ୍ତ୍ରୀ ଙ୍କ ମୁଣ୍ଡରେ ଝୁଲୁଛି…
ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ରାଜନୈତିକ ପାଣି ପାଗରେ ପରିବର୍ତ୍ତନ ହେବାର ଆଭାସ ବର୍ତ୍ତମାନ ରାଜଧାନୀ ରେ ଚର୍ଚ୍ଚା ହେଲାଣି। ସାଧାରଣ ନିର୍ବାଚନ ପରେ ଗଞ୍ଜାମ ଜିଲ୍ଲାର ଅଧିକାଂଶ ବିଧାୟକ ଓ ସାଂସଦ ମାନଙ୍କ ମନ ମିଶୁ ନଥିବା ଆଲୋଚନା ହେଉଛି। ଗୋଷ୍ଠି କନ୍ଦଳ ବାହାରେ ଚର୍ଚ୍ଚା ନ ହେଲେ ବେ!-->…
ବିଧାନସଭାରେ ପଖାଳ ଦିବସ ପାଳିତ, ପଖାଳ ଖାଇଲେ ବାଚସ୍ପତି, ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ନେତା ଓ ମନ୍ତ୍ରୀ
ଭୁବନେଶ୍ବର: ଓଡିଆଙ୍କ ପ୍ରିୟ ଖାଦ୍ୟ ପଖାଳ । ଓଡ଼ିଆ ସଂସ୍କୃତି ଓ ପରମ୍ପରା ସହିତ ପଖାଳ ବେଶ୍ ଜଡ଼ିତ । ମହାପ୍ରଭୁ ଜଗନ୍ନାଥଙ୍କ ମଧ୍ୟ ପ୍ରିୟ ଖାଦ୍ୟ ହେଉଛି ପଖାଳ। ଆଜି ସମଗ୍ର ରାଜ୍ୟ ପାଳୁଛି ପଖାଳ ଦିବସ । ଏହି ଅବସରରେ ବିଧାନସଭାରେ ପଖାଳ ଦିବସ ପାଳିତ ହୋଇଛି । ପଖାଳ ଦିବସ ପାଳିଛନ୍ତି!-->…
ଆଇପିଏଲ ୨୦୨୫ ପୂର୍ବରୁ ନିୟମରେ ପରିବର୍ତ୍ତନ କଲା ବିସିସିଆଇ
ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ୨୦୨୫ ପୂର୍ବରୁ ବିସିସିଆଇ କେତେକ ପରିବର୍ତ୍ତନ କରିଛି। ଗୁରୁବାର ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରି-ସିଜନ ବୈଠକରେ ସମସ୍ତ ୧୦ ଅଧିନାୟକ ଏବଂ ଟିମ୍ ମ୍ୟାନେଜରଙ୍କୁ ଭେଟି କ୍ରିକେଟ୍ ବଲରେ ଲାଳ ବ୍ୟବହାରକୁ ପ୍ରତ୍ୟାହାର କରିବା ଏବଂ ସନ୍ଧ୍ୟା!-->…
ଯୌତୁକ ଦାବିରେ ସ୍ତ୍ରୀ’ଙ୍କୁ ନିର୍ଯ୍ୟାତନା ସହ ଶାଶୁ, ଶ୍ବଶୁର ଓ ଶାଳକଙ୍କୁ ଆକ୍ରମଣ ଘଟଣା, ସ୍ବାମୀ ଗିରଫ
ହିଞ୍ଜିଳିକାଟୁ : ବାହାଘରର ମାତ୍ର ୧ ମାସ ପରେ ଅଧିକ ୪ ଲକ୍ଷ ଟଙ୍କା ସମେତ ସୁନା ଅଳଙ୍କାର ଦାବି କରି ସ୍ତ୍ରୀ'ଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଓ ମହିଳାଙ୍କ ପରିବାର ଲୋକେ ଏହାର ପ୍ରତିବାଦ କରିବାରୁ ସ୍ତ୍ରୀ ସମେତ ଶାଶୁ, ଶଶୁର ଓ ଶାଳକଙ୍କୁ ଆକ୍ରମଣ କରିଥିବା ନେଇ ବୁଧବାର ମହିଳା!-->…
ଶୌଚାଳୟରେ ମୃତ ଛୁଆକୁ ଜନ୍ମଦେଲେ କଲେଜ ଛାତ୍ରୀ
ନୟାଗଡ: ପେଟ କାଟିବାରୁ ଡାକ୍ତରଖାନା ଯାଇଥିଲେ । କିନ୍ତୁ ଶୌଚାଳୟରେ ଛୁଆ ଜନ୍ମ କଲେ ଯୁକ୍ତ ୩ ଛାତ୍ରୀ । ଛାତ୍ରୀ ଜଣଙ୍କ ନୟାଗଡ଼ ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ ବର୍ଷରେ ପାଠ ପଢୁଥିବା ଜଣାପଡ଼ିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି । ତେବେ ଜନ୍ମ!-->…
୨୫ ସେଲିବ୍ରିଟିଙ୍କ ନାଁରେ ଏତଲା
ରାଣା ଦଗୁବାତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଓ ମଞ୍ଚୁ ଲକ୍ଷ୍ମୀଙ୍କ ସମେତ ପ୍ରାୟ ୨୫ ଜଣ ଲୋକପ୍ରିୟ ସେଲିବ୍ରିଟି ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କ ବିରୋଧରେ ଏତଲା ଦାୟର କରିଛି ତେଲଙ୍ଗାନା ପୁଲିସ। ଏମାନଙ୍କ ବିରୋଧରେ ବେଆଇନ ବେଟିଂ ଆପ୍ସକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ ହୋଇଛି।!-->…
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ : ଶୂନ୍ୟ କଟନି ଛଟନି ଉପରେ ମନ୍ତ୍ରୀଙ୍କ…
ମାଲକାନଗିରି : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦିନିକିଆ ମାଲକାନଗିରି ଗସ୍ତରେ ଆସି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ!-->…
‘ରାଜ୍ୟର ବେସରକାରୀ କଲେଜଗୁଡ଼ିକୁ ସରକାର ହାତକୁ ନିଅନ୍ତୁ’
ଭୁବନେଶ୍ୱର: ରାଜ୍ୟରେ ଥିବା ବେସରକାରୀ କଲେଜଗୁଡ଼ିକର ପରିଚାଳନା ଭାର ସରକାର ହାତକୁ ନିଅନ୍ତୁ ବୋଲି ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଉଚ୍ଚଶିକ୍ଷା ଶାଖା ପକ୍ଷରୁ ଦାବି କରାଯାଇଛି । ମହାସଂଘର ରାଜ୍ୟ ସଭାପତି ପ୍ରଫେସର ଶିବଵ୍ରତ ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ଉଚ୍ଚଶିକ୍ଷା!-->…
ନବୀନ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଚାହୁଁ ନଥିଲେ ଭି କେ ପାଣ୍ଡିଆନ୍: ପଦ୍ମଲୋଚନ
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସରକାରରେ ୫ଟି ଅଧ୍ୟକ୍ଷ ଥିବା ଭି.କେ ପାଣ୍ଡିଆନ୍ଙ୍କୁ ବାଲେଶ୍ବର ଜିଲ୍ଲା ସିମୁଳିଆରୁ ବିଜେପି ବିଧାୟକ ପଦ୍ମଲୋଚନ ପଣ୍ଡା ଟାର୍ଗେଟ୍ କରିଛନ୍ତି। ପାଣ୍ଡିଆନ୍ଙ୍କୁ ନେଇ ଶ୍ରୀ ପଣ୍ଡା ସାଙ୍ଘାତିକ ବୟାନ ଦେଇଛନ୍ତି। ସେ କହିଛନ୍ତି, ପୂର୍ବତନ!-->…