Sign in
Sign in
Recover your password.
A password will be e-mailed to you.
ଶବନେଇ ଆସୁଥିବା ଆମ୍ବୁଲାନ୍ସ ଦୁର୍ଘଟଣାରେ ଡ୍ରାଇଭର ସମେତ ୩ ଆହତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ଟାଉନଥାନା ଅଧିନସ୍ଥ ଜୟପୁର ମାଲକାନଗିରି ୩୨୬ ନମ୍ବର ଜାତୀୟ ରାଜପଥ ସିନ୍ଦ୍ରିମାଲ ଗ୍ରାମ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜୟପୁର ଠାରୁ ମାଲକାନଗିରି ଅଭିମୁଖେ ଶବ ନେଇ ଆସିଥିବା ଏକ ଆମ୍ବୁଲାନ୍ସ ସହିତ ଜୟପୁର ଅଭିମୁଖେ ଯାଉଥିବା ଏକ ଟ୍ରକ!-->…
ରାସନ୍ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ
ଭୁବନେଶ୍ୱର: ରାସନ୍ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ। ତେବେ ରାସନକାର୍ଡ ଫେରାଇଥିବା ପରିବାରର ସଦସ୍ୟ ସଂଖ୍ୟା ୮୭୮୪୪। ସେହିପରି ରାଜ୍ୟରେ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍ ଦିଆଯାଇଛି।
ମୃତ୍ୟୁ ପରେ ବି ଏହି ଲୋକମାନଙ୍କ ନାମରେ ରାସନ୍ ସାମଗ୍ରୀ ନିଆଯାଉଥିଲା।!-->!-->!-->…
ଆସନ୍ତା ବର୍ଷ ଭାରତ ହେବ ନକ୍ସଲ ମୁକ୍ତ: ୨୬ ନକ୍ସଲ ଏନକାଉଣ୍ଟର ପରେ ଶାହାଙ୍କ ବଡ ବୟାନ
ନୂଆଦିଲ୍ଲୀ: ଏନକାଉଣ୍ଟରରେ ଥରିଛି ଛତିଶଗଡର ଛାତି । ଜଙ୍ଗଲରେ ଶୁଭିଛି ଗୁଳିର ଗର୍ଜନ । ଆଉ ଯବାନଙ୍କ ଗୁଳିରେ ଟଳିପଡିଛନ୍ତି ୨୬ ମାଓବାଦୀ । ଇଟାର ଜବାବ ପଥରରେ ଦେଇଛନ୍ତି ସୁରକ୍ଷା କର୍ମୀ । ଛତିଶଗଡର ୨ଟି ଅଲଗା ଅଲଗା ସ୍ଥାନରେ ଆଜି ମାଓବାଦୀଙ୍କ ଉପରେ ଗୁଳିବର୍ଷା କରିଛନ୍ତି ଯବାନ ।!-->…
ଆମ ଜନଜୀବନ ଏବଂ ସଂସ୍କୃତିର ଅବିଚ୍ଛେଦ୍ୟ ଅଙ୍ଗ ହେଉଛି ‘ପଖାଳ’
ବ୍ରହ୍ମପୁର ୨୦/୩ : ଆମ ଓଡ଼ିଆଙ୍କ ଜନଜୀବନରେ ପାରମ୍ପରିକ ଖାଦ୍ୟ ଭାବେ 'ପଖାଳ'ର ସ୍ଥାନ ସ୍ଵତନ୍ତ୍ର । ଏହା କେବଳ ଓଡ଼ିଆଙ୍କ ପାଇଁ ଏକ ଖାଦ୍ୟ ନୁହେଁ ବରଂ ଆମ ଜନଜୀବନ ଏବଂ ସଂସ୍କୃତିର ଅବିଚ୍ଛେଦ୍ୟ ଅଙ୍ଗ । ଆମ ଅସ୍ମିତାର ପ୍ରତୀକ । ଗାଁରୁ ସହର, ରାଜ୍ୟରୁ ବିଶ୍ଵ ସ୍ତରରେ 'ପଖାଳ' ଏକ ପ୍ରିୟ!-->…
ଧର୍ମପରାୟଣ ମହିଳାଙ୍କ ପରଲୋକ
ହିଞ୍ଜିଳିକାଟୁ ୨୦/୩ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବଈଁଚବଣିଆ ଲାଲ ବାହାଦୁର ମାର୍ଗ ନିବାସୀ ଧର୍ମପରାୟଣ ମହିଳା ଵାଉରି ପାଢି ଙ୍କ ଗୁରୁବାର ୭୯ ବର୍ଷ ରେ ପରଲୋକ ହୋଇଯାଇଛି l ସେ କିଛି ଦିନ ହେଲା ଅସୁସ୍ଥ ଥିଲେ ସେ ଜଣେ ମିଷ୍ଠ ଭାଷୀ ପରୋପକାରୀ ମହିଳା ଭାବରେ ସ୍ଥାନୀୟ ଅଂଚଳରେ ବେଶ!-->…
ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର IT ରେଡ୍
ଅନୁଗୁଳ: ବଡ ଧରଣର ଆୟକର ଚଢ଼ାଉ । ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍ ହୋଇଛି । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍ । ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ଅନୁଗୋଳରେ ତିନି ଜଣିଆ ଟିମ ଚଳାଇଛନ୍ତି ଖୋଳତାଡ଼!-->…
ବିଶ୍ୱ ଘର ଚଟିଆ ଦିବସ ପାଳିତ
ବ୍ରହ୍ମପୁର : ପ୍ରତିବର୍ଷ ମାର୍ଚ୍ଚ ମାସ କୋଡିଏ ତାରିଖକୁ ସାରା ବିଶ୍ୱବ୍ୟାପୀ ଘର ଚଟିଆ ସୁରକ୍ଷା ପାଇଁ ଉତ୍ସର୍ଗ ହୋଇଛି l ଘର ଚଟିଆ ବଂଶ ସୁରକ୍ଷା ପାଇଁ ବିଭିନ୍ନ ଅନୁଷ୍ଠାନ ବର୍ଷ ବ୍ୟାପି ଅହରହ ଉଦ୍ୟମ ଚଳାଇଛନ୍ତି l ଗଞ୍ଜାମ ଜିଲ୍ଲା ଗୁଣ୍ଠବନ୍ଧ ଗ୍ରାମର ଆଞ୍ଚଳିକ ବିକାଶ ପରିଷଦ!-->!-->!-->…
ଓଡିଶାରୁ ଚାଇନା ଯାଉଛି ଲୁହା ପଥର: ଗଲାଣି ୧୮ ଲକ୍ଷ ମେଟ୍ରିକ୍ ଟନ୍
ଭୁବନେଶ୍ବର: ଖଣିଜ ପଦାର୍ଥରେ ଭରପୂର ଓଡିଶା ରାଜ୍ୟରୁ ଚାଇନା ନେଉଛି ଲୁହାପଥର । ରାଜ୍ୟରେ ଲୁହାପଥର ରପ୍ତାନୀରୁ ଆଦାୟ ହେଉଥିବା ରାଜସ୍ୱକୁ ନେଇ ତଥ୍ୟ ଦେବା ବେଳେ ଏହି ସୂଚନା ରଖିଥିଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।
ଆଜି ଗୃହରେ ଏନେଇ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳ!-->!-->!-->…
ବିଧାନସଭା ଅଧିବେଶନ କାର୍ଯ୍ୟ ପ୍ରଣାଳୀକୁ ପରିଦର୍ଶନ କଲେ ୟୁରୋ ସ୍କୁଲ ଛାତ୍ରଛାତ୍ରୀ : ବାଚସ୍ପତି ଓ ବିଧାୟକ,…
ଛତ୍ରପୁର : ଚଳିତ ବିଧାନସଭା ଅଧିବେଶନ କାର୍ଯ୍ୟ ପ୍ରଣାଳୀକୁ ପରିଦର୍ଶନ କରିଛନ୍ତି ଗଞ୍ଜାମ ଜିଲ୍ଲା ଛତ୍ରପୁର ‘ଦି ନ୍ୟୁ ଏଜ୍ ୟୁରୋ ସ୍କୁଲ’ର ଛାତ୍ରଛାତ୍ରୀ । ଆଜି ଅପରାହ୍ନ ବିଧାନସଭାର ପ୍ରଶ୍ନକାଳ ଓ ଶୂନ୍ୟକାଳ ଅଧିବେଶନ ବେଳେ ୟୁରୋ ସ୍କୁଲର ଶତାଧିକ ଛାତ୍ରଛାତ୍ରୀ ବିଧାନସଭା ଗ୍ୟାଲେରିରେ!-->…
ଆସନ୍ତା ଅପ୍ରେଲ୍ ୧ ତାରିଖରୁ ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ, ସପ୍ତାହରେ ଚାରି ଦିନ ଉଡ଼ିବ
ଭୁବନେଶ୍ବର: ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ । ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବ । ଆସନ୍ତା ଅପ୍ରେଲ୍ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଏହି ନୂତନ ବିମାନ ସେବା ପାଇଁ!-->…