Sign in
Sign in
Recover your password.
A password will be e-mailed to you.
ଧର୍ମପରାୟଣ ମହିଳାଙ୍କ ପରଲୋକ
ହିଞ୍ଜିଳିକାଟୁ ୨୦/୩ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବଈଁଚବଣିଆ ଲାଲ ବାହାଦୁର ମାର୍ଗ ନିବାସୀ ଧର୍ମପରାୟଣ ମହିଳା ଵାଉରି ପାଢି ଙ୍କ ଗୁରୁବାର ୭୯ ବର୍ଷ ରେ ପରଲୋକ ହୋଇଯାଇଛି l ସେ କିଛି ଦିନ ହେଲା ଅସୁସ୍ଥ ଥିଲେ ସେ ଜଣେ ମିଷ୍ଠ ଭାଷୀ ପରୋପକାରୀ ମହିଳା ଭାବରେ ସ୍ଥାନୀୟ ଅଂଚଳରେ ବେଶ!-->…
ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର IT ରେଡ୍
ଅନୁଗୁଳ: ବଡ ଧରଣର ଆୟକର ଚଢ଼ାଉ । ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍ ହୋଇଛି । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍ । ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ଅନୁଗୋଳରେ ତିନି ଜଣିଆ ଟିମ ଚଳାଇଛନ୍ତି ଖୋଳତାଡ଼!-->…
ବିଶ୍ୱ ଘର ଚଟିଆ ଦିବସ ପାଳିତ
ବ୍ରହ୍ମପୁର : ପ୍ରତିବର୍ଷ ମାର୍ଚ୍ଚ ମାସ କୋଡିଏ ତାରିଖକୁ ସାରା ବିଶ୍ୱବ୍ୟାପୀ ଘର ଚଟିଆ ସୁରକ୍ଷା ପାଇଁ ଉତ୍ସର୍ଗ ହୋଇଛି l ଘର ଚଟିଆ ବଂଶ ସୁରକ୍ଷା ପାଇଁ ବିଭିନ୍ନ ଅନୁଷ୍ଠାନ ବର୍ଷ ବ୍ୟାପି ଅହରହ ଉଦ୍ୟମ ଚଳାଇଛନ୍ତି l ଗଞ୍ଜାମ ଜିଲ୍ଲା ଗୁଣ୍ଠବନ୍ଧ ଗ୍ରାମର ଆଞ୍ଚଳିକ ବିକାଶ ପରିଷଦ!-->!-->!-->…
ଓଡିଶାରୁ ଚାଇନା ଯାଉଛି ଲୁହା ପଥର: ଗଲାଣି ୧୮ ଲକ୍ଷ ମେଟ୍ରିକ୍ ଟନ୍
ଭୁବନେଶ୍ବର: ଖଣିଜ ପଦାର୍ଥରେ ଭରପୂର ଓଡିଶା ରାଜ୍ୟରୁ ଚାଇନା ନେଉଛି ଲୁହାପଥର । ରାଜ୍ୟରେ ଲୁହାପଥର ରପ୍ତାନୀରୁ ଆଦାୟ ହେଉଥିବା ରାଜସ୍ୱକୁ ନେଇ ତଥ୍ୟ ଦେବା ବେଳେ ଏହି ସୂଚନା ରଖିଥିଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।
ଆଜି ଗୃହରେ ଏନେଇ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳ!-->!-->!-->…
ବିଧାନସଭା ଅଧିବେଶନ କାର୍ଯ୍ୟ ପ୍ରଣାଳୀକୁ ପରିଦର୍ଶନ କଲେ ୟୁରୋ ସ୍କୁଲ ଛାତ୍ରଛାତ୍ରୀ : ବାଚସ୍ପତି ଓ ବିଧାୟକ,…
ଛତ୍ରପୁର : ଚଳିତ ବିଧାନସଭା ଅଧିବେଶନ କାର୍ଯ୍ୟ ପ୍ରଣାଳୀକୁ ପରିଦର୍ଶନ କରିଛନ୍ତି ଗଞ୍ଜାମ ଜିଲ୍ଲା ଛତ୍ରପୁର ‘ଦି ନ୍ୟୁ ଏଜ୍ ୟୁରୋ ସ୍କୁଲ’ର ଛାତ୍ରଛାତ୍ରୀ । ଆଜି ଅପରାହ୍ନ ବିଧାନସଭାର ପ୍ରଶ୍ନକାଳ ଓ ଶୂନ୍ୟକାଳ ଅଧିବେଶନ ବେଳେ ୟୁରୋ ସ୍କୁଲର ଶତାଧିକ ଛାତ୍ରଛାତ୍ରୀ ବିଧାନସଭା ଗ୍ୟାଲେରିରେ!-->…
ଆସନ୍ତା ଅପ୍ରେଲ୍ ୧ ତାରିଖରୁ ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ, ସପ୍ତାହରେ ଚାରି ଦିନ ଉଡ଼ିବ
ଭୁବନେଶ୍ବର: ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ । ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବ । ଆସନ୍ତା ଅପ୍ରେଲ୍ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଏହି ନୂତନ ବିମାନ ସେବା ପାଇଁ!-->…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକ ନିର୍ମାଣ ପାଇଁ ମୋର ଦାବି: ପୂର୍ବତନ କ୍ରିକେଟର
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଟିମ୍ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଏକ ବାୟୋପିକ୍ ନିର୍ମାଣ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକରେ ଦେଖାଯିବା ଉଚିତ ଯେ ଅଲରାଉଣ୍ଡର ତାଙ୍କ ସଂଘର୍ଷମମୟ ଯାତ୍ରାରେ!-->!-->!-->…
ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ : କଲମ ଟୁ ଆରଆର କରେକ୍ସନ ଉପରେ ଗୁରୁତ୍ୱ
ଛତ୍ରପୁର : ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବସୁନ୍ଧରା ଯୋଜନା ଆନୁକୂଲ୍ୟ ରେ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୬୪୩ ଜଣ ଯୋଗ୍ୟ ଭୂମିହୀନଙ୍କୁ ତୁରନ୍ତ ଜମି ପଟ୍ଟା ପ୍ରଦାନ କରିବା ନିମନ୍ତେ କୁହାଯାଇଛି!-->…
ରାଜ୍ୟରେ ରହିଛି ଭରପୁର ସୁନା ଖଣି
ଭୁବନେଶ୍ଵର: ରାଜ୍ୟରେ ରହିଛି ଭରପୂର ସୁନା ଖଣି । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ପୂର୍ବରୁ ଓଡ଼ିଶାରେ ୨ଟି ସ୍ଥାନରେ ସୁନା ଖଣିର ସନ୍ଧାନ ମିଳିଥିବା ବେଳେ ଏବେ ଆହୁରି ୭ଟି ସ୍ଥାନରେ ସୁନା ଖଣି ଥିବା ନେଇ ସୂଚନା ମିଳିଛି । ଓଡିଶାର!-->…
ହାତ ପାହାନ୍ତାରେ ମିଳିଲା ସରକାରୀ ସୁବିଧା, ୪୦ରୁ ଊର୍ଦ୍ଧ୍ୱ ଖାଦ୍ୟ ବ୍ୟବସାୟୀଙ୍କ ପଞ୍ଜୀକରଣ କଲା ବିଭାଗ
ବାଲିଗୁଡ : କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକା ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି ପାଳନ କରିବେ ସେନେଇ ସଚେତନ କରାଯିବା ସହ ସେମାନଙ୍କୁ ଏହି ବ୍ୟବସାୟ କରିବା ପାଇଁ ନାମ ପଞ୍ଜୀକରଣ ବ୍ୟବସ୍ଥା କରାଯାଇଛି। ଗୁରୁବାର!-->…