ଆସନ୍ତାକାଲି ଜେଇଇ ମେନ୍‌ ଆଡମିଟ କାର୍ଡ

ନୂଆଦିଲ୍ଲୀ : ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ ୨୦୨୫ ପାଇଁ ଆସନ୍ତାକାଲି ଅର୍ଥାତ ଜାନୁୟାରୀ ୧୯ରେ ଆଡମିଟ କାର୍ଡ ଜାରି କରାଯିବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଆଡମିଟ କାର୍ଡ ଜାରି କରାଯିବା ପରେ ପରେ ଆଶାୟୀ ପରୀକ୍ଷାର୍ଥୀମାନଙ୍କ ଲାଗି

୨୦ ମିନିଟ ବିଳମ୍ବ ହୋଇଥିଲେ ଆମକୁ ହତ୍ୟା କରିଥାଆନ୍ତେ ବିରୋଧୀ: ହସିନା

ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ସେ ତୁରନ୍ତ ଦେଶ ଛାଡ଼ି ନ ଥିଲେ ୨୦ ମିନିଟ ମଧ୍ୟରେ ତାଙ୍କୁ ଏବଂ ତାଙ୍କ ଭଉଣୀ ରେହାନାଙ୍କୁ ବିରୋଧୀମାନେ ହତ୍ୟା କରିଥାଆନ୍ତେ। ଏଥିପାଇଁ ସମସ୍ତ ଯୋଜନା ପ୍ରସ୍ତୁତ ହୋଇଥିଲା ବୋଲି ହସିନା

ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ବିଜେପି କର୍ମୀଙ୍କ ପଥରମାଡ଼ ଅଭିଯୋଗ ଆଣିଲା ଆପ୍

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ନିର୍ବାଚନୀ ଦଙ୍ଗା ତୀବ୍ର ହେବାରେ ଲାଗିଛି। ଶନିବାର ଆମ୍ ଆଦମୀ ପାର୍ଟି ନୂଆଦିଲ୍ଲୀ ବିଧାନସଭା ଆସନର ବିଜେପି ପ୍ରାର୍ଥୀ ପରବେଶ ବର୍ମାଙ୍କ ସମର୍ଥକମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ଆଣିଛି। ନୂଆଦିଲ୍ଲୀ ବିଧାନସଭା ନିର୍ବାଚନ

ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ, ସୋମବାର ଦଣ୍ଡ ଶୁଣାଣି

କୋଲକାତା : କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍‌ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ ହୋଇଛି। ସିଆଲଦାହର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟ ତାକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ସୋମବାର ତାର

ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଖେଳିବ ଦଳ। ଶୁବମନ ଗିଲଙ୍କୁ ଉପ-ଅଧିନାୟକ କରାଯାଇଥିବା ବେଳେ ଯଶପ୍ରୀତ ବୁମ୍ରା ଓ ମହମ୍ମଦ ଶାମି ସ୍କ୍ୱାଡ୍‌ରେ ସ୍ଥାନ ପାଇଛନ୍ତି।୨୦୨୩ ଦିନିକିଆ ବିଶ୍ୱକପ୍ ଖେଳିଥିବା ଅଧିକାଂଶ

ବିଜେପି ଦଳ ପ୍ରତି ଅସନ୍ତୁଷ୍ଟ ବଢିଲା : ସରପଞ୍ଚ, ୱାର୍ଡ ମେମ୍ବର, ନାଏବ ସରପଞ୍ଚ ଙ୍କ ସହିତ ଅନେକ ବିଜେପି କର୍ମୀ…

ହିଞ୍ଜିଳିକାଟୁ, ୧୮।୧: ହିଞ୍ଜିଳିକାଟୁ ବ୍ଳକ ବୁରୁପୋଡା ପଞ୍ଚାୟତର ସରପଞ୍ଚ, ଓ୍ବାର୍ଡ ସଭ୍ୟଙ୍କ ସମେତ କିଛି ନେତୃବୃନ୍ଦ ଗତ ସାଧାରଣ ନିର୍ବାଚନର ପୂର୍ବରୁ ବିଜେଡି ଦଳ ପରିତ୍ୟାଗ କରି ବିଜେପିରେ ଯୋଗ ଦେଇଥିଲେ। ଗତ ୨୪ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପ୍ରଥମଥର ଲାଗି ବିଜେପି ସରକାର ଗଠନ

ବର୍ଦ୍ଧିତ ଭତ୍ତାରୁ ବଞ୍ଚିତ ବହୁ ଯୋଗ୍ୟ ହିତାଧିକାରୀ…

ସରକାର ଙ୍କ ଭିନ୍ନକ୍ଷମ ଓ ବୃଦ୍ଧ, ବୃଦ୍ଧାଙ୍କୁ ବାର୍ଦ୍ଧକ୍ୟ ବର୍ଦ୍ଧିତ ଭତ୍ତା ଏକ ଧୂଆଁ ବାଣ...!! ହିଞ୍ଜିଳିକାଟୁ, ତା ୧୮।୧: ଭିନ୍ନକ୍ଷମ ଓ ବୃଦ୍ଧ, ବୃଦ୍ଧାଙ୍କୁ ବାର୍ଦ୍ଧକ୍ୟ ସମୟରେ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମାସିକ ଭତ୍ତା ପ୍ରଦାନ କରିବା ପାଇଁ

ଚଳନ୍ତା କାର ହୁହୁ ହୋଇ ଜଳିଗଲା,ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା ,ଶିଶୁ ସମେତ ୬ ଜଣ…

ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତ୍ର ରେ ଏକ ଚଳନ୍ତା ଆକ୍ଟିଭା କାର ରେ ହଠାତ ନିଆଁ ଲାଗି ହୁହୁ ହୋଇ ଜାଲିଗଲା । ଗାଡି ମଧ୍ୟରେ ବସିଥିବା ଦୁଇ ମହିଳା ଓ ଜଣେ ଶିଶୁ ଙ୍କ ସମେତ ୬ ଜଣ ଅଳ୍ପକେ ମୃତ୍ୟୁ

ଆରଟିଓ ରେ ଆସିବ ସ୍ବଚ୍ଛତା ହେବ ଅତ୍ୟାଧୁନିକ ଜ୍ଞାନକୌଶଳରେ ଗାଡ଼ି ଫିଟନେସ ଯାଞ୍ଚ…

ନୟାଗଡ଼: ପରିବହନ ବିଭାଗରେ ଆସିବ ଅନେକ ସଂସ୍କାର ହେବ ଅନେକ ଯୋଜନା । ବିଶେଷ କରି ଡ୍ରାଇଭିଂ ଲାଇସେନ୍ସ, ଗାଡ଼ିର ଫିଟନେସ ଯାଞ୍ଚ ରିପୋର୍ଟ ପ୍ରଦାନରେ ହେଉଥିବା ପରୀକ୍ଷାରେ ବ୍ୟାପକ ଲାଞ୍ଚ କାରବାର ହେଉଛି । ଡ୍ରାଇଭିଂ ଲାଇସେନ୍ସ ପରୀକ୍ଷାରେ ହେଉଥିବା ଜାଲିଆତି ରୋକିବାକୁ ନୟାଗଡ଼ରେ

ହିଞ୍ଜିଳି ରେ ନବଦୟ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଦେଲେ ୨୬୭ ବିଦ୍ୟାର୍ଥୀ …

ହିଞ୍ଜିଳିକାଟୁ ୧୮!୧ ହିଞ୍ଜିଳିକାଟୁ ସରକାରୀ ବୃନ୍ଦାବନ ବିଦ୍ୟାଳୟ ରେ ଶନିବାର ନବଦୟ ବିଦ୍ୟାଳୟ ନିମନ୍ତେ ପ୍ରବେଶିକା ପରୀକ୍ଷା ଦେଇଛନ୍ତି ୨୬୭ଜଣ ବିଦ୍ୟାର୍ଥୀ ।୨୮୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ ସେଥୁରୁ ୧୪ଜଣ ଅନୁପସ୍ଥିତି ରହିଥିବା ବେଳେ ୨୬୭ ଜଣ ଛାତ୍ରଛାତ୍ରୀ ଦେଇଛନ୍ତି ପରିକ୍ଷା।