ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଥିବା ବେଳେ ଏଯାଏଁ ପ୍ରାୟ ୯୩ ହଜାର ୩୬୭ ଜଣ ଲୋକେ ପଞ୍ଚୀକରଣ କରିଥିବା ନେଇ ବୁଧବାର ଜଣାପଡିଛି।ପଞ୍ଚୀକରଣ କରିଥିବା ହିତାଧିକାରୀଙ୍କ ମଧ୍ୟରୁ ୨୭୪୦ ଜଣ ଏହାର ଲାଭ ପାଇଥିବା ବେଳେ ରାଜ୍ୟ ସରକାର ଏଥିପାଇଁ ପ୍ରାୟ…

ମାର୍ଚ୍ଚ ୩୧ ପରେ ସୁଭଦ୍ରା ସର୍ଭେ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପୁଣି ସୁଭଦ୍ରାକୁ ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ରାସନ କାର୍ଡ ଏବଂ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ପ୍ରଥମ କିସ୍ତି ପାଇଛନ୍ତି ମାତ୍ର ଆୟ ବୃଦ୍ଧି ଦର୍ଶାଇ ରାସନ କାର୍ଡ ଫେରାଇଛନ୍ତି।…

ରତ୍ନଭଣ୍ଡାର କମିସନଙ୍କ ରିପୋର୍ଟ: ସ୍ପଷ୍ଟୀକରଣ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଶ୍ରୀମନ୍ଦିର ରତ୍ନଭଣ୍ଡାର କମିସନଙ୍କ ରିପୋର୍ଟ ସାର୍ବଜନୀନ ହେବ କି ନାହିଁ ଏବେବି ଦ୍ଵନ୍ଦ ଜାରି ରହିଛି। ଓଡ଼ିଶା ହାଇକୋର୍ଟରେ ହୋଇଥିବା ଜନସ୍ୱାର୍ଥ ମାମଲାର ଆଜି ଶୁଣାଣି ହୋଇଛି। ରାଜ୍ୟ ସରକାର ଦେଇଥିବା ଦୁଇଟି ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ ହେବ କି ନାହିଁ ସେନେଇ…

ଅପ୍ରେଲ୍‌ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଅପ୍ରେଲ୍‌ ୨ରୁ ସକାଳୁଆ ପାଠ ପଢ଼ା ହେବ ବୋଲି କହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି…

ରାଜାଙ୍କୁ ତିନିଦିନଆ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ

ବା‌ଲେଶ୍ବର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍‌ସି ଆଣ୍ଡ୍‌ ଟ୍ରାନ୍‌ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡ୍‌ରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ…

ଓଲଟିଲା ଯାତ୍ରୀବାହୀ ବସ୍, ଚାଲିଗଲା ଜଣଙ୍କ ଜୀବନ

ନବରଙ୍ଗପୁର: ନବରଙ୍ଗପୁର ଥାନା ତାରାଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟିବା ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହାଛଡ଼ା ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ଜଣାଯାଇଛି। ବସଟି ଉମରକୋଟରୁ ଜୟପୁର ଅଭିମୁଖେ ଯାଉଥିବାର ସୂଚନା ରହିଛି।ଜୟପୁର ଅଭିମୁଖେ ଯାଉଥିବା ଏସ୍‌ବିଟି ନାମକ ଏକ…

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପତ୍ନୀ-ଝିଅ-ପୁଅ

ଭୁବନେଶ୍ବର/ଝାରସୁଗୁଡ଼ା : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର ଖୋଲିବାର ଆଶା ଦେଖାଯାଉଛି। କ୍ରାଇମ୍‌ ବ୍ରାଞ୍ଚର ସାନି ତଦନ୍ତ ଆରମ୍ଭ ହୋଇଥିବା ବେଳେ ସ୍ବର୍ଗତଃ ନବ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ…

ବିମାଟଙ୍କା ହଡପ ନେଇ ଅଙ୍ଗନବାଡି କର୍ମୀଙ୍କ ନାମରେ ଜିଲ୍ଲାପାଳଙ୍କୁ ଅଭିଯୋଗ…

ମାଲକାନଗିରି ,:ମାଲକାନଗିରି ଜିଲ୍ଲାର ସଦର ମହକୁମା ନିକଟ ଝରାପାଲି ପଞ୍ଚାୟତ ଅନ୍ତର୍ଗତ କନାଗୁଡା ଗ୍ରାମର ଅଙ୍ଗନବାଡି କର୍ମୀ ଶ୍ରୀମତୀ ଶ୍ରୀତି ଢାଲି ଉକ୍ତ ଗ୍ରାମର ଜଣେ ବିଧବା ରତ୍ନା ପଡିଆମୀ ସ୍ୱାମୀ - ଗଙ୍ଗା ପଡିଆମୀଙ୍କ ଠାରୁ ଲେବର କାର୍ଡ ରେ ତାଙ୍କ ସ୍ୱାମୀଙ୍କ ଇନ୍ସୁରାନ୍ସ ଟଙ୍କା…