Sign in
Sign in
Recover your password.
A password will be e-mailed to you.
ଆତ୍ମସମର୍ପଣ ଅପେକ୍ଷା ଲଢେଇ କରିବାକୁ ଚାହିବୁ : ୟୁକ୍ରେନ୍
କିବ: ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ରୁଷରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଆଜି କଥାବାର୍ତ୍ତା ହେବାକୁ ଯାଉଛି । ଏହି କଥାବାର୍ତ୍ତାର କିଛି ଘଣ୍ଟା ପୂର୍ବରୁ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଆଣ୍ଡ୍ରି ସିବିହା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ତାଙ୍କ ଦେଶ ଋଷ ସହ!-->…
ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ କରିବାକୁ ସରକାରଙ୍କ ନିଷ୍ପତ୍ତି: ମନ୍ତ୍ରୀ
ଭୁବନେଶ୍ୱର: ମହାନଦୀ ଅବବାହିକାରେ ନିର୍ମାଣ ହେବ ୭ଟି ବ୍ୟାରେଜ । ଏନେଇ ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ସମ୍ପର୍କରେ ଉଦୟପୁରରେ ହୋଇଥିବା ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଛତିଶଗଡର ଜଳ ସମ୍ପଦ ମନ୍ତ୍ରୀ ଓ କମିଶନର ଉପସ୍ଥିତ ରହି ଆଲୋଚନା କରିଛନ୍ତି ବୋଲି ଆଜି!-->…
ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ, ଖୁବ ଶୀଘ୍ର ହେବ ନୂଆ DPR: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର : ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ, ତାହାର କାର୍ଯ୍ୟକ୍ଷମ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ!-->…
ରିମାଣ୍ଡରେ ଯିବେ ରାଜା ଚକ୍ର, କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ
ଭୁବନେଶ୍ୱର: ରିମାଣ୍ଡରେ ଯିବେ ରାଜା ଚକ୍ର। ୫ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଜେଲ୍ରେ ଅଛନ୍ତି ବିଜେଡି ନେତା ରାଜା।
ରିମାଣ୍ଡରେ ଆଣି ଇଓଡବ୍ଲୁ ଅଧିକ ପଚରାଉଚରା କରିବ। ଗନ୍ଧମାର୍ଦ୍ଦନ!-->!-->!-->…
ଆସିକା ରେ ଥିବା ଖମାନାଳ ମାନ ଚିତ୍ରରୁ ଉଭାନ : ପ୍ରଶାସନ ଖୋଜି ଖୋଜି ନୟାନ୍ତ…..!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ସବୁ ବେଳେ ଚର୍ଚ୍ଚାରେ ରହିଆସିଛି। ଏଠିକାର ବାବୁ ମାନେ ଫାଇଲ ଗାଏବ କରିବାରେ ସିଦ୍ଧହସ୍ତ ବୋଲି ଖମା ନାଳ ଆସିକା ମାନ ଚିତ୍ରରୁ ହଜିଯିବା ର ଏକ ନଗ୍ନ ନମୁନା। ଆସିକା ସହର କୁତ୍ରିମ ବନ୍ୟା ପାଇଁ ଏକ ଅଭିଶପ୍ତ ସହର ରୂପେ!-->…
ଅଧିକାର ଓ ସୁରକ୍ଷା ନିମନ୍ତେ ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ମଞ୍ଚ ପକ୍ଷରୁ ବିରାଟ ଶୋଭାଯାତ୍ରା : ୭ ଦଫା…
ବାଲିଗୁଡ଼ା,: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ମଞ୍ଚ ପକ୍ଷରୁ ଭତ୍ତା ହିତାଧିକାରୀ ମାନଙ୍କ ସୁରକ୍ଷା ଓ ନ୍ୟାର୍ଯ୍ୟ ଦାବୀ ପୂରଣ ସମ୍ପର୍କରେ ଏକ ବିରାଟ ଶୋଭାଯାତ୍ରା ସ୍ଥାନୀୟ ଗାୟତ୍ରୀ ମନ୍ଦିର ନିକଟରୁ ବାହାରି ହାତରେ ଦାବୀ ସମ୍ପର୍କିତ ପ୍ଲା କାର୍ଡ ଧରି!-->…
ଏକାମ୍ର ପ୍ରତିଭା ରତ୍ନ ସମ୍ମାନରେ ସମ୍ମାନୀତ ହେଲେ ପ୍ରସିଦ୍ଧ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଶ୍ରୀୟାଶ୍ରୀ ପତି
ଭୁବନେଶ୍ଵର:-ଓଡିଶାର ଲୋକପ୍ରିୟ ନୃତ୍ୟ ଓଡିଶୀ। ଖାଲି ଓଡିଶା, ନୁହେଁ ଓଡିଶା ବାହାରର ବିଭିନ୍ନ ସ୍ଥାନରେ ଏବେ ଏହି ନୃତ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। ଏହି ନୃତ୍ୟ କେବଳ ଗୋଟେ ନୃତ୍ୟ ନୁହେଁ ଏହା ଏକ ସାଧନା। ଆଉ ଏହି ସାଧନା କରୁଥିବା ନୃତ୍ୟଶିଳ୍ପୀ ମାନେ ନିଜର ନୃତ୍ୟ ମାଧ୍ୟମରେ!-->…
ସୀମାନ୍ତରେ ୧୯ ମାଓବାଦୀଙ୍କ ଆତ୍ମସମର୍ପଣ, ୯ ଜଣଙ୍କ ନାମରେ ଥିଲା ୨୮ ଲକ୍ଷର ଇନାମ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବୀଜାପୁରରେ ୧୯ ମାଓବାଦୀଙ୍କ ଆତ୍ମସମର୍ପଣ । ୧୯ ଜଣଙ୍କ ମଧ୍ୟରୁ ୯ ମାଓବାଦୀଙ୍କ ମଧ୍ୟରେ ମୋଟ ୨୮ ଲକ୍ଷର ଇନାମ ରହିଥିବା ଜଣା ପଡିଛି। ସୂଚନା ଅନୁଯାୟୀ ଛତିଶଗଡର ବୀଜାପୁର ଜିଲ୍ଲାର ପାମେଡ ଅଞ୍ଚଳରେ ସକ୍ରିୟ ମାଓ କମିଟିରେ କାର୍ଯ୍ୟରତ!-->…
ଇଗ୍ନୌ ବି.ଇଡି. ପ୍ରବେଶିକା ପରୀକ୍ଷାରେ ଦୁର୍ନୀତିର ଗନ୍ଧ, ଆଶାୟୀ ମହଲରେ ତୀବ୍ର ଅସନ୍ତୋଷ
ଭୁବନେଶ୍ୱର : ପୃଥିବୀର ସର୍ବଶ୍ରେଷ୍ଠ ବିଶ୍ଵ ବିଦ୍ୟାଳୟ ଭାବେ ଖ୍ୟାତି ଲାଭ କରିଥିବା ଆମ ଦେଶର ଅନ୍ୟତମ ସ୍ୱନାମଧନ୍ୟ ଇନ୍ଦିରା ଗାନ୍ଧୀ ମୁକ୍ତ ଜାତୀୟ ବିଶ୍ଵ ବିଦ୍ୟାଳୟ ବା ଇଗ୍ନୌ । ୧୯୮୫ ମସିହାରୁ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ, ଅଦ୍ୟାବଧି ୩୩୩ ଟି ଶୈକ୍ଷିକ ପାଠ୍ୟକ୍ରମ ସହ!-->…
୨ ଜୁଆଡି ଗିରଫ, ୯୬୩୦ ଟଙ୍କା ଓ ୪ ବାଇକ୍ ଜବତ
ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ତଥା ଆଡପଡା ଫାଣ୍ଡି ମୋହିଗୁଡା ଘୋଡାହାଡ ନଦୀ କୂଳରେ ରବିବାର ବିଳମ୍ବିତ ରାତିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୁଲିସ ଚଢ଼ାଉ କରିଛି। ଚଢ଼ାଉରେ ୨ ଜଣ ଜୁଆଡିଙ୍କୁ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା ବେଳେ କିଛି ଜୁଆଡି ଘଟଣା ସ୍ଥଳରୁ!-->…