Sign in
Sign in
Recover your password.
A password will be e-mailed to you.
ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି
ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ ଦୁଇଗୁଣ କ୍ଷତି ସହିଛି। ପ୍ରଥମତଃ,!-->…
ଆଇ.ପି.ଏଲ ରେ ବାଜୀ ଲଗାଇବା ପାଇଁ ଖସଡା ପ୍ରସ୍ତୁତ……!
କାୟା ବିସ୍ତାର କଲେଣି ବୁକି ମାନଙ୍କ ଏଜେଣ୍ଟ, ପୋଲିସ ଡାଳେ ଡାଳେ ବୁକି ପତ୍ରେ ପତ୍ରେ...
ବ୍ରହ୍ମପୁର: ଚଳିତ ମାସ ୨୨ ତାରିଖ ଠାରୁ ମହାଯୁଦ୍ଧ ଆଇପିଏଲ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବୁକି ମାନେ ସେମାନଙ୍କ ଏଜେଣ୍ଟ ମାନଙ୍କ ଦ୍ୱାରା ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଆସିକା କୁ!-->!-->!-->!-->!-->…
ତେଲେଙ୍ଗାନା ପୋଲିସକୁ ସଫଳତା : ଆତ୍ମସମର୍ପଣ କଲେ ୬୪ ମାଓବାଦୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦି କତାଗୁଡ଼େମ ଜିଲ୍ଲାରେ ୬୪ ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସୂଚନା ଅନୁଯାୟୀ ଭଦ୍ରାଦି କତାଗୁଡ଼େମ ଜିଲ୍ଲାର ଆଇଜି ଚନ୍ଦ୍ର ଶେଖର ରେଡ୍ଡୀଙ୍କ ନେତୃତ୍ଵରେ ପୋଲିସ ଓ ସିଆରପିଏଫର ବରିଷ୍ଟ!-->…
ବିଦେଶୀ ମଦ ବିକ୍ରୀ ଅଭିଯୋଗରେ ଲେଙ୍କୁଡିପଡା ଛକରେ ଥିବା ଗୁଗୁଲ ହୋଟେଲ ମାଲିକଙ୍କ ସହ ୩ଗିରଫ
ନୟାଗଡ଼: ବିଦେଶୀ ମଦ ବିକ୍ରୀ ଅଭିଯୋଗରେ ଲେଙ୍କୁଡିପଡା ଛକରେ ଥିବା ଗୁଗୁଲ ହୋଟେଲ ମାଲିକଙ୍କ ସହ ୩ଗିରଫ । ବର୍ଷ ବର୍ଷ ଧରି ହୋଟେଲରେ ଚାଲିଥିଲା ମଦ ବ୍ୟବସାୟ। ଭୋଜନ ଅପେକ୍ଷା ଅଧିକ ବିକ୍ରି ହେଉଥିଲା ମଦ। ନୟାଗଡ଼ ସହର ନିକଟସ୍ଥ ଲେଙ୍କୁଡ଼ିପଡ଼ା ଛକରେ ଗୁଗୁଲ ହୋଟେଲରେ ବିଦେଶୀ ମଦ ବିକ୍ରି!-->…
ଆଜି ୪୩.୬ ଡିଗ୍ରୀ ତାପମାତ୍ରା ସହ ଜଳିଛି ବୌଦ୍ଧ
ମାର୍ଚ୍ଚ ଅଧାରୁ ଜଳିଲାଣି ଅଧାରୁ ଅଧିକ ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ନିଇତି ରେକର୍ଡ କରିଚାଲିଛି ପାରଦ । ମାର୍ଚ୍ଚ ଅଧାରୁ ଯେଭଳି ଦାଉ ସାଧିଛି ଗ୍ରୀଷ୍ମ ପ୍ରବାହ । କିଛିଦିନ ହେଲା ବୌଦ୍ଧ ଓ ଝାରସୁଗୁଡ଼ା କ୍ରମାଗତ ପାରଦ ଉପରମୁହାଁ ହେବା ସହିତ ଦେଶବ୍ୟାପି ରେକର୍ଡ ଭାଙ୍ଗିଛି। କେବଳ ଏହି!-->…
୧୪୦ କୋଟି ଭାରତୀୟ ମୋ ଶକ୍ତି : ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ପ୍ରସିଦ୍ଧ ପଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ଏହି ପୋଡକାଷ୍ଟରେ ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କର ଯାତ୍ରା ସମେତ ବିଭିନ୍ନ ବିଷୟ ଉପରେ ସେ କହିଥିଲେ ।!-->…
ଭୁବନେଶ୍ୱରରେ ସ୍ଥାପନ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ
ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ହେବ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ)ର ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ପାଇଁ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର!-->…
ପାକ୍ ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ, ୯୦ ଯବାନ ମୃତ
ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରେ ରବିବାର ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ ହୋଇଛି। ପାକ୍ ସେନାର କିଛି ବସରେ ଯବାନମାନେ ନୌଶକି ଅଞ୍ଚଳ ଦେଇ କ୍ଵେଟାରୁ ତାଫତାନ ଯାଉଥିଲେ। ଏହି ସମୟରେ ହଠାତ ଆଇଇଡି ଭର୍ତ୍ତି ଏକ ଗାଡ଼ି ପାକ୍ ସେନାର ଗୋଟିଏ ବସକୁ ଧକ୍କା ଦେଇଥିଲା। ଯାହାଫଳରେ ସେଠାରେ!-->…
ମାର୍ଚ୍ଚ ୩୧ ଶେଷ ତାରିଖ: ତା’ପରେ ଆଉ ଧାନ ନେବେନି ସରକାର
ଭୁବନେଶ୍ଵର: ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ । ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର । ଧାନ କିଣା ଡେଡଲାଇନ୍ ବତାଇ କିଛି ଏପରି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।
ମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୩୧ ପରେ ମଣ୍ଡିରୁ ଆଉ ଧାନ କିଣା!-->!-->!-->…
ମୋର ଯୋଗ୍ୟତା ନାହିଁ ବୋଲି ଭାବିଲି, ଗଲିନି: ଜୟ ନାରାୟଣ
ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି ତେରଛା ବାଣ ମାରିଛନ୍ତି। ସେ ମୁହଁ ଖୋଲି ପୁଣି ବିବାଦ ସୃଷ୍ଟି!-->…