ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଏମ୍ଓୟୁ ହୋଇଛି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବଡ଼ ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ ବୋଲି ସେ କହିଛନ୍ତି ।

ଅଷ୍ଟ ପ୍ରହର ମହା ନାମ ଯଜ୍ଞ

ଉମରକୋଟ / ରାଇଘର : ଆଧ୍ୟାମିକ ଭକ୍ତି ଭାବନାରେ କଲି ଯୁଗେ ଧୀରେ ଧୀରେ ଲୋକେ ନିଜକୁ ସମର୍ପିତ କରୁଥିବା ବିଶେଷ କରି ଏବେ ସବୁ କ୍ଷେତ୍ରରେ ଦେଖିବାକୁ ମିଳୁଛି। କୋଉଠି ଗାୟତ୍ରୀ ମହାଯଜ୍ଞ ତ ଆଉ କୋଉଠି କଲାକୃଷ୍ଣ ମହାଯଜ୍ଞ ଅନୁଷ୍ଠିତ ହେଉଥିବା ବେଳେ ବର୍ତ୍ତମାନ ଗାଁ ଗହୁଲିରେ ବହୁ ମାତ୍ରାରେ

ମାଞ୍ଜା ସୂତା ଲାଗି ଜଣେ ଆହତ, ବ୍ୟବହାର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ : କମିଶନରେଟ ପୋଲିସ

କଟକ : ମାଞ୍ଜା ସୂତା ଲାଗି ଜଣେ ଆହତ। କଟକ ରାଜେନ୍ଦ୍ରନଗର ଅଞ୍ଚଳରେ ଜଣେ ଆହତ ହୋଇଛନ୍ତି । ତାଙ୍କ ବେକ ଓ ହାତରେ ଗୁଡି ସୂତା ଲାଗିଛି। ଗତ ୯ ତାରିଖରୁ ଆଜି ପର୍ଯ୍ୟନ୍ତ ଗୁଡି ସୂତା ଲାଗି ୫ଜଣ ଆହତ ହୋଇଛନ୍ତି । ସେପଟେ ଚାଇନିଜ ପ୍ଲାଷ୍ଟିକ ସୂତା ଏବଂ ମାଞ୍ଜା ସୂତା ବ୍ୟବହାର

କୁମ୍ଭମେଳାରେ ଷ୍ଟିଭ୍‌ ଜବସ୍‌ଙ୍କ ପତ୍ନୀ ଲରେନ୍‌ ପାଓ୍ୱେଲ ଓରଫ କମଳା

ଗଳାରେ ରୁଦ୍ରାକ୍ଷ ମାଳା। ଦେହରେ ଗେରୁଆ ବସ୍ତ୍ର। ଭକ୍ତି ରଙ୍ଗରେ ରଙ୍ଗେଇ ହେଲେ ଆପଲ୍‌ର ସହ ପ୍ରତିଷ୍ଠାତା ଦିବଙ୍ଗତ ଷ୍ଟିଭ୍‌ ଜବସ୍‌ଙ୍କ ପତ୍ନୀ ଲରେନ୍‌ ପାଓ୍ୱେଲ ଓରଫ କମଳା। ସେ ମହାକୁମ୍ଭା ମେଳାରେ ବୁଡ଼ ପକାଇବେ। ଏଥିପାଇଁ ପ୍ରୟାଗରାଜରେ ସେ ଶନିବାରଠୁ ଡେରା ପକାଇଛନ୍ତି। ଗଙ୍ଗା,

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଏନଏସିର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ମାଲକାନଗିରି : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଏନଏସିରେ ଆଜି ନୂତନ ନିର୍ବାହୀ ଅଧିକାରୀ ଭାବେ ସହକାରୀ ଜିଲ୍ଲାପାଳ ମୁନା ତୁରୁକ ବିଧିବଦ୍ଧ ଭାବେ ଦାୟୀତ୍ବ ଗ୍ରହଣ କରିଛନ୍ତି। ସେହିପରି ପୁର୍ବତନ ନିର୍ବାହୀ ଅଧିକାରୀ ରାଜେଶ ମହାପାତ୍ର ଏଠାରୁ ବଦଳି ହେବା ପରେ

ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜସ୍ଥାନର ଜୟପୁରରେ ହେଉଥିବା ଜାତୀୟ ତୀରନ୍ଦାଜର ଖେଳରେ ପାୟଲ ନାଗ ପାଇଛନ୍ତି ଗୋଲ୍ଡ ମେଡାଲ । ପାୟଲ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ, ନିଜ ପରିବାର ନିଜ ପେଟ ପାଟଣା ପାଇଁ ସେ ଦାଦନ ଖଟିବାକୁ ଯାଉଥିଲେ । ତେବେ ୨୦୧୫ ମସିହା ତାଙ୍କ ଜୀବନର ମୋଡ ବଦଳାଇ ଦେଇଥିଲା

ବିବେକାନନ୍ଦଙ୍କ ଜୟନ୍ତୀ ତଥା ଯୁବ ଦିବସ ପାଳନ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଯୁବ ଦିବସ ପାଳନ ମହାସମାରୋହରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ମଣ୍ଡଳପଦର ଉ:ପ୍ରା: ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ

ଲୋକସେବା ଭବନରୁ ଠକକୁ ଗିରଫ କଲା ପୁଲିସ୍‌

ଭୁବନେଶ୍ବର: ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ । ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ । ଚାକିରି କରାଦେବାକୁ କହି ଲକ୍ଷାଧିକ ଟଙ୍କା ଠକୁଥିଲେ । ହେଲେ ସବୁଠୁ ବଡ କଥା ହେୁଛି ତାଙ୍କୁ ପ୍ରଥମରୁ କେହି କେମିତି

ଯୋଡ଼ି ହେବ କଶ୍ମୀରରୁ ଲଦାଖ, ଉଦ୍‌ଘାଟିତ ହେଲା Z ମୋଡ୍‌ ଟନେଲ୍‌

ଉଦ୍‌ଘାଟିତ ହେଲା ବହୁ ପ୍ରତିକ୍ଷିତ ସୋନମାର୍ଗ ଟନେଲ ବା Z ମୋଡ୍‌ ଟନେଲ୍‌। ଏହି ଟନେଲ ଦ୍ୱାରା ଉପକୃତ ହେବେ ଲଦାଖବାସୀ। ଆଉ ଯାତାୟତରେ ହେବନି କୌଣସି ଅସୁବିଧା। ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ। ଏହି ଟନେଲ୍‌ ଦ୍ୱାରା ବିଶେଷ କରି ଭାରତୀୟ ସେନା ଉପକୃତ ହେବେ। ଆଜି

ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଙ୍କ ଜୟନ୍ତୀ ଉତ୍ସବ ପାଳିତ

ଛତ୍ରପୁର : ଆଧୁନିକ ଓଡିଶାର ନିର୍ମାତା ତଥା ଓଡିଶାର ବରପୁତ୍ର ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ମହା ଆଡମ୍ବର ସହକାରେ ପାଳନ କରାଯାଇଛି । ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ଜଳନ ସହ ଅତିଥିମାନେ ରାମଚନ୍ଦ୍ର