Sign in
Sign in
Recover your password.
A password will be e-mailed to you.
ବିହାରରେ ହୋଲି ଉତ୍ସବ ପାଳନ ବେଳେ ବିଭିନ୍ନ ସ୍ଥାନରେ ୧୯ ମୃତ
ପାଟନା : ବିହାରରେ ହୋଲି ଉତ୍ସବ ପାଳନ ବେଳେ ଦୁର୍ଘଟଣାର ଖବର ଆସୁଛି। ବିଭିନ୍ନ ଦୁର୍ଘଟଣାରେ ୧୯ ଜଣଙ୍କ ମୃତ୍ୟୁ ହୋଇଛି। ସବୁଠୁ ଅଧିକ ମୃତ୍ୟୁ ମଧୁବନୀ ଓ ବେଗୁସରାୟରେ ହୋଇଛି। ଏହି ଦୁଇ ଜିଲ୍ଲାରେ ୪ ଜଣ ଲେଖାଏଁ ଲୋକଙ୍କ ମୃତ୍ୟୁ ହୋଇଛି। ସେହିପରି ମୁଜଫରପୁରେ ୩, ସୁପୌଲରେ ୨ ଓ ସମସ୍ତିପୁରରେ!-->…
୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କର ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ।
ଶନିବାରଠାରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ!-->!-->!-->…
ରାଜଧାନୀରେ ଚାଞ୍ଚଲ୍ୟ, ବନ୍ଦ ଘରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର : ହୋଲିରେ ରାଜଧାନୀରେ ଚାଞ୍ଚଲ୍ୟ । ଭଡା ଘର ଭିତରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଚନ୍ଦ୍ରଶେଖରପୁର ଥାନା ହାଉସିଂବୋର୍ଡ କଲୋନୀରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ୩୦ ବର୍ଷୀୟ କୁମାର ଜିତେନ ଓ ଜଣେ ମହିଳା । ଜିତେନ ପେଶାରେ ଜଣେ ଡ୍ରାଇଭର ଥିବା ବେଳେ ମହିଳା!-->…
ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଭୁବନେଶ୍ୱରରେ ଡିଜିପି ୱାଇ ବି ଖୁରାନିଆଙ୍କ ଉପସ୍ଥିତିରେ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ସହ ହୋଲି ପାଳନ କରିଛନ୍ତି।
ସହରର ୟୁନିଟ୍ ୫ ଅଞ୍ଚଳରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
!-->!-->!-->!-->…
ଉତ୍ତରପ୍ରଦେଶ: ନଦୀରେ ଓଲଟିଲା ଡଙ୍ଗା, ୪ ମୃତ
ସୀତାପୁର: ଉତ୍ତରପ୍ରଦେଶର ସୀତାପୁରରେ ଡଙ୍ଗା ଓଲଟିଯିବାରୁ ସେଥିରେ ବସିଥିବା ସମସ୍ତ ୧୫ ଯାତ୍ରୀ ନଦୀରେ ଖସିପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ମଧ୍ୟରେ ୨ ମହିଳା ଓ ଜଣେ ଶିଶୁ ଅଛନ୍ତି । ଅନ୍ୟ ପକ୍ଷରେ ନଦୀରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଆଉ!-->…
ହୋଲିରେ ଅଘଟଣ, ପୋଖରୀରେ ବୁଡି ୧୦ ବର୍ଷର ନାବାଳକ ମୃତ
ଛତ୍ରପୁର : ହୋଲିର ଅଘଟଣ । ପୋଖରୀରେ ବୁଡି ୧୦ ବର୍ଷର ନାବାଳକ ମୃତ । ମୃତ ନାବାଳକ ଗଞ୍ଜାମ ଜିଲ୍ଲାର ପୋଡ଼ମପେଟା ଗାଁର ବି. ବାବାଜୀଙ୍କ ପୁଅ ବି. ଚନ୍ଦନ l ହୋଲି ଖେଳି ସାରି ଗାଁରେ ଥିବା ପୋଖରୀକୁ ୪ ଜଣ ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିଲେ ଚନ୍ଦନ । ଏହି ସମୟରେ ସେ ପାଣିରେ ବୁଡି ଯାଇଥିଲେ!-->…
କାଦୁଅ ହୋଲିରେ ମସଗୁଲ୍ ହେଲେ ଛାତ୍ରଛାତ୍ରୀ
ରାଉରକେଲା: ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର, ରଙ୍ଗ ଏବଂ ଫୁଲ ହୋଲି ତାଳେ ତାଳେ ଚାରିଆଡ଼େ ଏବେ ଉତ୍ସବ ମାହୋଲ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି!-->…
ହୋଲି ଖେଳକୁ କେନ୍ଦ୍ର କରି ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ, ଜଗତପୁର ଓ ବାରଙ୍ଗରେ ଗୋଷ୍ଠୀ ସଂଘର୍ଷ
ହୋଲି ଖେଳକୁ କେନ୍ଦ୍ର କରି କଟକ ଜଗତପୁରରେ ଦୁଇ ସାହି ଭିତରେ ହୋଇଛି ଗଣ୍ଡଗୋଳ । ଢେଲା ପଥର ମାଡ଼ରେ ଜଣେ ଗୁରୁତର ହୋଇଛନ୍ତି । ଚିକିତ୍ସା ପାଇଁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଁଚି ନିୟନ୍ତ୍ରଣକୁ ଆଣିବାକୁ ଉଦ୍ୟମ ଚଳାଇଛି ।ସେହିପରି ବାରଙ୍ଗରେ ଗୋଷ୍ଠୀ!-->…
ଯୁଦ୍ଧ ବନ୍ଦ ପାଇଁ ଚାଲିଛି ଉଦ୍ୟମ, ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ୍
ୱାସିଙ୍ଗଟନ ଡିସି: ୩ ବର୍ଷ ଧରି ଚାଲିଥିବା ଋଷିଆ-ୟୁକ୍ରେନ୍ ଯୁଦ୍ଧରେ ପରିସମାପ୍ତି ହେବ ବୋଲି ଚର୍ଚ୍ଚା ଜୋର ଧରିଛି । କାରଣ ଆମେରିକା ମଧ୍ୟସ୍ଥତା କରିବାରେ ଲାଗିଛି । ଏହାରି ଭିତରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଋଷିଆ ରାଷ୍ଟ୍ରପତିଙ୍କୁ ଅନୁରୋଧ କରିଛନ୍ତି କି ୟୁକ୍ରେନର!-->…
ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ହେମା ମାଳିନୀ
ଭୁବନେଶ୍ୱର: ଅଭିନେତ୍ରୀରୁ ରାଜନେତା ପାଲଟିଥିବା ହେମା ମାଳିନୀ ଶନିବାର ହୋଲି ଅବସରରେ ପୁରୀ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି।
ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ପୁରୀରେ ହୋଲି ପାଳନ କରି ନିଜକୁ ଧନ୍ୟ ମନେ କରୁଛି। ସୁବ୍ୟବସ୍ଥା ପାଇଁ ମୁଁ ଓଡ଼ିଶା!-->!-->!-->…