ଚାକିରି ନାରେ ଲୋକଙ୍କୁ ଭୁଆଁ ବୁଲାଇ ଲକ୍ଷ ଲକ୍ଷ ଟଙ୍କା ଠକୁଥିଲେ ଏହି ଦମ୍ପତି, ଶେଷରେ କାବୁ କଲା ପୋଲିସ୍

ରାଉରକେଲା : ରାଉରକେଲା କୋର୍ଟରେ ସବ ଇନ୍ସପେକ୍ଟର ଏବଂ କିରାଣୀ ଚାକିରି ସହ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପ୍ରକାର ଚାକିରି କରାଇ ଦେବାକୁ କହି ଭୁଆଁ ବୁଲାଉଥିଲେ । ଲକ୍ଷ ଲକ୍ଷ ଟଙ୍କା ଠକି ନିରୀହ ଲୋକଙ୍କୁ ଚୁନା ମାରୁଥିଲେ । ଶେଷରେ ଠକ ଦମ୍ପତିକୁ ବାନ୍ଧିଛି ରାଉରକେଲା ପୋଲିସ୍ ।

ଚାଇନା ଭାଇରସକୁ ନେଇ ବଢିଲା ଟେନସନ୍, ଗୁରୁତ୍ବପୁର୍ଣ୍ଣ ବୈଠକ ଡାକିଲା ସ୍ଵାସ୍ଥ୍ୟ ବିଭାଗ

ନୂଆଦିଲ୍ଲୀ: ଚାଇନା ଭାଇରସକୁ ନେଇ ଚିନ୍ତାରେ ସାରା ଦେଶ । ଚୀନରେ ଦେଖା ଦେଇଥିବା ଏଚଏମପିଭି ଭାଇରସ ଏବେ ଧିରେ ଧିରେ ସାରା ବିଶ୍ଵରେ ବ୍ୟାପିବାରେ ଲାଗିଛି । ଆଉ ଏହାରି ଭିତରେ ଭାରତରେ ପ୍ରବେଶ କରିଛି ଏହି ଭାଇରସ୍ । ଯାହାକୁ ନେଇ ଆଲର୍ଟ ମୋଡରେ କେନ୍ଦ୍ର ସରକାର । ସେପଟେ ଏହାକୁ ନେଇ

ଆମେରିକା ଯିବେ ଜୟଶଙ୍କର; ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ହେବେ ସାମିଲ

ନୂଆଦିଲ୍ଲୀ: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଜାନୁଆରୀ ୨୦ରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ। ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଜାନୁଆରୀ ୨୦ରେ ଶପଥ ନେବେ ଟ୍ରମ୍ପ। ଗତ ବର୍ଷ ନଭେମ୍ବର ମାସରେ ଅନୁଷ୍ଠିତ ଆମେରିକା

ମହାକୁମ୍ଭ ପାଇଁ ଓଡ଼ିଶାରୁ ଗଡ଼ିବ ୮ଟି ବସ୍ , ଭିଡିଓ କନ୍‌ଫରେନ୍ସିଂରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୁମ୍ଭମେଳା ଉପଲକ୍ଷେ ଓଡ଼ିଶାରୁ ସ୍ବତନ୍ତ୍ର ବସ୍ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରୁ ଅଯୋଧ୍ୟା ତଥା ପ୍ରୟାଗରାଜକୁ ବସ୍‌ ଚଳାଚଳ ଆରମ୍ଭ ହେବ । ଆଜିଠୁ ଓଡ଼ିଶାରୁ ଯିବ ୮ଟି

ଶୀତରେ ଥରୁଛି ଓଡିଶା : ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ବର: ରାଜ୍ୟରେ ଥରାଉଛି ଜାଡ । ରାତି ତାପମାତ୍ରା କମୁଛି । କାଲୁଆ ଶୀତରେ ଥରୁଛି ଓଡିଶା । ଏଥିସହିତ ସକାଳୁ ସକାଳୁ କୁହୁଡିର ପରସ୍ତ ଜନଜୀବନଙ୍କୁ ଅସ୍ତବ୍ୟସ୍ତ କରି ରଖିଛି । ଆହୁରି ଦୁଇଦିନ ଏମିତି ଶୀତ ଥରାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ

ମାଲକାନଗିରି ପୋଲିସ କୁ ମିଳିଛି ବଡ଼ ସଫଳତା :ଜବତ ହେଲା ଏସ ଏଲ ଆର ସହ ୫୨ ଜୀବନ୍ତ ଗୁଳି…

ମାଲକାନଗିରି : ମାଲକାନଗିରି ପୋଲିସ କୁ ମିଳିଛି ବଡ଼ ସଫଳତା ।ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ଜିନେଲ୍ ଗୁଡ଼ା ଠାରେ ମାଓବାଦୀ ମାନେ ବିସ୍ପୋରକ ସାମଗ୍ରୀ ମାଟି ତଳେ ପୋତି ରଖିବା ସହ ମାଓ ଆକ୍ରମଣ ଯୋଜନା କରୁଥିବା ସୂଚନା ପାଇ ଥିଲେ ମାଲକାନଗିରି ଏସପି । ଏସପି ଙ୍କ ନେତୃତ୍ଵ ରେ ଡି

ଗଞ୍ଜାମ ଜିଲ୍ଲାରେ ରାଜସ୍ୱ ଓ ଖଣି ବିଭାଗ କୁ ଖୋଲା ଚ୍ୟାଲେଞ୍ଜ :ଜିଲ୍ଲାରେ ମାଳ ମାଳ କ୍ରସର ୟୁନିଟ……!

କିଛି ରାଜ୍ୟସ୍ୱ ଅଧିକାରୀ ଅଛନ୍ତି ଭାଗୁଆଳି...!! ସରକାର ଙ୍କ ନିୟମ ଓ କଟକଣା କୁ ଫୁଁ……!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ସରକାରଙ୍କ ନୀତିନିୟମ କୁ ଉଲଂଘନ କରି ଛତୁ ଫୁଟିଲା ଭଳି ମାଳ ମାଳ କ୍ରସର ୟୁନିଟ ସ୍ଥାପନ ହୋଇଛି। ପୁରୁଷୋତ୍ତମପୁର, କନିଶି, କୁକୁଡ଼ାଖଣ୍ଡି, ଚିକିଟି, ଆସିକା

ରାମ ମନ୍ଦିର ପ୍ରତିଷ୍ଠାର ପ୍ରଥମ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ପାଳିତ

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ବିରମିତ୍ରପୁର ସହରାଞ୍ଚଳ ରେ ଆଜି ରାମ ମନ୍ଦିର ପ୍ରତିଷ୍ଠାର ପ୍ରଥମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ଏହି ଅବସରରେ ଏକ ବିଶାଳ ଶୋଭାଯାତ୍ରା ବାହାର କରାଯାଇଥିଲା । ସହରର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି

ବାଲିଗୁଡ଼ା ବ୍ଲକ୍ସ୍ତରୀୟ ଜନପ୍ରତିନିଧି ପରିଷଦର ତୃତୀୟ ବାର୍ଷିକୀ ବୈଠକ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗାୟତ୍ରୀ ମଣ୍ଡପ ଠାରେ ବାଲିଗୁଡ଼ା ବ୍ଲକ ସ୍ତରୀୟ ପଞ୍ଚାୟତ ଜନପ୍ରତିନିଧି ପରିଷଦର ତୃତୀୟ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ବ୍ଲକର ପ୍ରତି ପଞ୍ଚାୟତ ରୁ ଆସିଥିବା ଜନପ୍ରତିନିଧି ନିଜ ନିଜ ପଞ୍ଚାୟତର ସୁବିଧା ଅସୁବିଧା ବୈଠକରେ

ବାପାର ଛୁରା ମାଡ଼ରେ ପୁଅ ମୃତ : ବାପା ପୋଲିସ୍ ନିକଟରେ ଆତ୍ମସମର୍ପଣ କଲା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତର ସିଙ୍ଗମିଲା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହ ନେଲା ଉଗ୍ର ଋପ । ବାପାର ଛୁରା ମାଡ଼ରେ ପୁଅର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସେପଟେ ହତ୍ୟାକାରୀ ବାପା ବାଲିଗୁଡ଼ା ପୋଲିସ୍ ନିକଟରେ