ପୂର୍ବ ଶତ୍ରୁତା ନେଇଁ ଗୋଦାମ ଘରରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପାଉଁଶ

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ରାଏବଗା ଥାନା ଅନ୍ତର୍ଗତ ଖେଳ ପଡିଆ ପଛପଟେ ଥିବା ପରବିନ ସାହୁଙ୍କ ଗୋଦାମରେ ଲାଗିଲା ନିଆଁ, ୨୫ ଲକ୍ଷ ଟଙ୍କାର ସାମଗ୍ରୀ ଜଳି ପାଉଁଶ ହୋଇଥିବା ଥାନାରେ ଅଭିଯୋଗ | ଗତ ରବିବାର ଦିନ ସମୟ ପ୍ରାୟ ୮ଟା ରେ ପରବିନ ସାହୁ ଗୋଦାମର କାର୍ଯ୍ୟ ସାରି ଗେଟରେ ତାଲା…

ବିଧାନସଭା ଘେରିବ କଂଗ୍ରେସ, ମୋହନ ସରକାରଙ୍କ ବଢିଲା ଟେନଶନ

ଭୁବନେଶ୍ୱର,୧୨।୩: କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ ନେଇଛି ବନ ନିଷ୍ପତ୍ତି। ଯାହାକୁ ନେଇ ଏବେ ଟେନଶନରେ ଭାଜପା। …

ବିଶ୍ବର ସବୁଠୁ ପ୍ରଦୂଷିତ ଦେଶ ମଧ୍ୟରେ ପଞ୍ଚମ ସ୍ଥାନରେ ଭାରତ

ନୂଆଦିଲ୍ଲୀ: ଦୁନିଆର ସବୁଠୁ ଅଧିକ ୨୦ଟି ପ୍ରଦୂଷିତ ସହର ମଧ୍ୟରେ ଭାରତ ୧୩ଟି ସହର ସ୍ଥାନ ପାଇଛି । ତେବେ ବିଶେଷଜ୍ଞଙ୍କ ମତରେ ଏଣିକି ଭାରତକୁ ୫ଟି ଦିଗ ଉପରେ ବିଶେଷ ଧ୍ୟାନ ଦେବାକୁ ହେବ । ବାୟୁକୁ ନିର୍ମଳ ରଖିବା ପାଇଁ ଯଥାସମ୍ଭବ ଚେଷ୍ଟା , ପବ୍ଲିକ ଟ୍ରାନପୋର୍ଟ ବଢ଼ାନ୍ତୁ,ନିର୍ମାଣ କାମରେ…

ମୋବାଇଲ ନେବେ ହେଲେ ଭିଡିଓଗ୍ରାଫି ମନା

ଭୁବନେଶ୍ୱର: ଶେଷରେ ଧାରଣାରୁ ଓହରିଲେ ସାମ୍ବାଦିକ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବୁଝାସୁଝା ପରେ ଧାରଣାରୁ ଓହରିଛନ୍ତି । ବିଧାନସଭାକୁ ସାମ୍ବାଦିକଙ୍କ ମୋବାଇଲ ମନାକୁ ନେଇ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ ସାମ୍ବାଦିକ । ବିଧାନସଭା ପ୍ରେସ ଗ୍ୟାଲେରିକୁ ଆଜି ସାମ୍ବାଦିକମାନଙ୍କୁ…

ମରିସସକୁ ମିଳିଲା ଭାରତର ସହଯୋଗ, ମୋଦି କହିଲେ ଶିକ୍ଷା, ସ୍ବାସ୍ଥ୍ୟ, ପର୍ଯ୍ୟଟନ କ୍ଷେତ୍ରରେ କରିବେ ସାହାଯ୍ୟ

ନୂଆଦିଲ୍ଲୀ/ପୋର୍ଟ ଲୁଇସ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ମରିସସ ଗସ୍ତରେ ଅଛନ୍ତି। ବୁଧବାର ସେ ମରିସସର ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହା ପରେ, ପ୍ରଧାନମନ୍ତ୍ରୀ ମୋଦି ଏବଂ ମରିସସ ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ ଏକ ମିଳିତ…

ରାସନ କାର୍ଡରେ ଖୁବ୍ ଶୀଘ୍ର ମିଳିବ ଗହମ: ମନ୍ତ୍ରୀ

ଭୁବନେଶ୍ବର: ଆଗାମୀ ଦିନରେ ରାଜ୍ୟର ଲୋକଙ୍କୁ ରାସନ କାର୍ଡ ମାଧ୍ୟମରେ ପୂର୍ବ ଭଳି ଗହମ ଯୋଗାଇ ଦିଆଯିବ। ଏନେଇ ଏକ ପ୍ରଶ୍ନ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଧାନସଭାରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି।ପଟାଙ୍ଗୀର କଂଗ୍ରେସ ବିଧାୟକ ରାମ ଚନ୍ଦ୍ର…

ଜମ୍ମୁ-କଶ୍ମୀରରେ ପାକିସ୍ତାନୀ ବେଲୁନ: ଲୋକେ ଭୟଭୀତ,ଆଲର୍ଟରେ ସୁରକ୍ଷା ଏଜେନ୍ସି

ଜମ୍ମୁ,୧୨।୩: ବୁଧବାର (୧୨ ମାର୍ଚ୍ଚ) ସକାଳେ ଜମ୍ମୁ ଓ କାଶ୍ମୀରର ସାମ୍ବା ଜିଲାର ଘଗୱାଲ ସେକ୍ଟରରେ ଅନ୍ତର୍ଜାତୀୟ ସୀମା (ଆଇବି) ନିକଟରେ ଏକ ସନ୍ଦିଗ୍ଧ ବେଲୁନ ମିଳିବା ପରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଅଧିକାରୀଙ୍କ ଅନୁଯାୟୀ, ଏହି ବେଲୁନଟି ପାଲୌନା ଗାଁର କ୍ଷେତରେ ପଡ଼ିଥିବା ଦେଖିବାକୁ…

ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ବନ୍ଦ ଥିବା ସୂତାକଳ କାର୍ଯ୍ୟକ୍ଷମ ହୋଇ ପାରୁନାହିଁ: ମନ୍ତ୍ରୀ

ଭୁବନେଶ୍ବର: ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ରାଜ୍ୟରେ ବନ୍ଦ ଥିବା ସୂତାକଳଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରୁ ନାହିଁ ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ବିଧାନସଭାରେ ଏକ ପ୍ରଶ୍ନ ନେଇ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି।ବଡ଼ଚଣା ବିଧାୟକ ଅମର କୁମାର ନାୟକ…

ଆସିଗଲା ଟ୍ରିପଲ ଇଞ୍ଚିନ ସରକାର, ୧୦ରୁ ୯ ସହରରେ ଭାଜପା ମେୟର

ଚଣ୍ଡିଗଡ଼,୧୨।୩: ହରିୟାଣା ବିଧାନସଭା ନିର୍ବାଚନ ପରେ, ସ୍ଥାନୀୟ ନଗର ନିଗମ ନିର୍ବାଚନରେ ମଧ୍ୟ କଂଗ୍ରେସକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ରାଜ୍ୟର ୧୦ଟି ନଗର ନିଗମରୁ ଭାଜପା ୯ଟି ଆସନ ଜିତିଛି। ଯେତେବେଳେ ଗୋଟିଏ ନଗର ନିଗମରେ ଜଣେ ସ୍ବାଧୀନ ପ୍ରାର୍ଥୀ ବିଜୟୀ…

ଶୂନ ଦୁର୍ଘଟଣା ଲକ୍ଷ୍ୟ: ୩୦ ଦିନିଆ ନୂତନ ସଡ଼କ ସୁରକ୍ଷା ଅଭିଯାନ ଆରମ୍ଭ ହେବ

ଭୁବନେଶ୍ବର: ଓଡ଼ିଶା ସରକାର ସଡ଼କ ସୁରକ୍ଷା ବୃଦ୍ଧି ଏବଂ ଆଚରଣଗତ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଏକ ପରିବର୍ତ୍ତନକାରୀ ଅଭିଯାନ, ଶୂନ ଦୁର୍ଘଟଣା ଦିବସ (ଜେଡ୍‌ଏଡି) ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି।ଏହି ୩୦ ଦିନିଆ ଅଭିଯାନ ଦୃଷ୍ଟିକୋଣ ଏବଂ ନେତୃତ୍ୱ ଦୃଷ୍ଟିରୁ ଅନନ୍ୟ।…