ରଥଯାତ୍ରା ସମୀକ୍ଷା ବୈଠକ, କର୍ଡନ୍ ଭିତରକୁ ଅନଧିକୃତ ଲୋକଙ୍କୁ ସମ୍ପୂର୍ଣ୍ଣ ବାରଣ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଆରମ୍ଭ । ସବୁ ବିଭାଗର ରଥଯାତ୍ରା ପ୍ରସ୍ତୁତିର ହେଉଛି ସମୀକ୍ଷା । ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥୀରାଜ

ଚମ୍ପୁଆରେ ଏନକାଉଣ୍ଟର, ପୋଲିସ ଗୁଳିରେ କୁଖ୍ୟାତ ଅପରାଧୀ ମହମ୍ମଦ ନାଫିସ ଗୁରୁତର

କେନ୍ଦୁଝର: ଚମ୍ପୁଆ ପୋଲିସର ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ମହମ୍ମଦ ନାଫିସକୁ ଏନକାଉଣ୍ଟର କଲା ପୋଲିସ । ତା ନାଁରେ ୩୦ ଅପରାଧୀକ ମାମଲା ରହିଛି । ଘରେ କେହି ନଥିବା ବେଳେ କବାଟ ଭାଙ୍ଗି ଲୁଟ କରିବାରେ ବେଶ ମାହିର ଥିଲା । ଗତକାଲି ନାସିଫକୁ ଝାଡ଼ଖଣ୍ଡ ମଝିଗାଁରୁ ଗିରଫ କରାଯାଇଥିଲା ।

ପ୍ରବଳ ବର୍ଷାରେ ନାଳରେ ଭାସିଗଲେ ଦୁଇ ଯୁବକ, ଜଣେ ନିଖୋଜ

ସମ୍ବଲପୁର: ବର୍ଷା ପାଣିର ସ୍ରୋତରେ ଭାସିଯାଇ ଯୁବକ ନିଖୋଜ, ସମ୍ବଲପୁର ସହର ନିକଟସ୍ଥ ବାଗଡିଆ ପଡ଼ା ନିକଟରେ ପାଣି ମାଡ଼ି ଆସିବାରୁ ଭାସିଗଲେ ଯୁବକ । ଦୁଇଜଣ ଯୁବକ ବାଇକରେ ଯାଉଥିବା ବେଳେ ହଠାତ୍ ପାଣି ମାଡ଼ି ଆସିଲା । ଉଭୟଙ୍କୁ ଭସାଇ ନେଇଥିଲା ପାଣି । କୌଶଳ କ୍ରମେ ଜଣେ

ବ୍ରହ୍ମପୁର ସିଭିଲ କୋର୍ଟ ପରିସରରେ ଜୁଲାଇ ୧୮ରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ଲୋକ ଅଦାଲତ : ଏନ୍.ଆଇ. ଆକ୍ଟ, ୧୮୮୧…

ବ୍ରହ୍ମପୁର : ଜିଲ୍ଲା ଆଇନ ସେବା ପ୍ରାଧିକରଣ (ଡିଏଲଏସଏ), ଗଞ୍ଜାମଙ୍କ ପକ୍ଷରୁ ଆସନ୍ତା ୧୮ ଜୁଲାଇ ୨୦୨୬ (ଶନିବାର) ଦିନ ବ୍ରହ୍ମପୁର ସିଭିଲ କୋର୍ଟ ପରିସରରେ ପରକ୍ରାମ୍ୟ ଦଲିଲ ଆଇନ, ୧୮୮୧ (Negotiable Instruments Act, 1881) ଅନ୍ତର୍ଗତ, ବିଶେଷତଃ ଚେକ୍ ବାଉନ୍ସ (Cheque Bounce)

ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା

ଭୁବନେଶ୍ୱର: ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା । ସରକାରଙ୍କୁ ଇସ୍ତଫା ନେବାକୁ ମାଗିଲେ ଅନୁମତି । ୨୦୧୩ ବ୍ୟାଚ ଆଇପିଏସ୍ ଅଫିସର ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର କୁ ନେଇ ବଢ଼ିଲା ଚର୍ଚ୍ଚା । ନିଜର ୧୩ବର୍ଷର କାର୍ଯ କାଳ ପରେ ଏଭଳି ଇସ୍ତଫା ପତ୍ର କୁ ନେଇ ଏବେ ଚର୍ଚ୍ଚା । ଗତ

ଭାରତୀୟ ଜନତା ପାର୍ଟି ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ

ନୟାଗଡ଼, ୦୬/୦୭ (ନିସର୍ତ୍ତ) : ନୟାଗଡ ଜିଲ୍ଲା ରଣପୁର ବ୍ଲକ କୋଟ୍ ଛକ ନିକଟସ୍ଥ ମହାଵୀର ମନ୍ଦିର ସମ୍ମୁଖରେ ପୂର୍ବାହ୍ନ ୧୧ଟା ସମୟରେ ରଣପୁର ଗ୍ରାମୀଣ ମଣ୍ଡଳ ପ୍ରତିନିଧି ରଣଜିତ ପଟ୍ଟନାୟକଙ୍କ ଆବାହକତ୍ୱରେ ଭାରତୀୟ ଜନତା ପାର୍ଟି ରଣପୁର ପକ୍ଷରୁ ଏକ ବୁଦ୍ଧିଜିବୀ ସମ୍ମିଳନୀ ଅନୁଷ୍ଠିତ ହୋଇ

ବର୍ଷାରେ ଉବୁଡୁବୁ ସମ୍ବଲପୁର ସହର, ସାରାରାତି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

ସମ୍ବଲପୁର: ବର୍ଷାରେ ବୁଡ଼ିଲା ସମ୍ବଲପୁର । ସମ୍ବଲପୁର ସହରରେ ଦିନ ପରେ ରାତି ସାରା ପ୍ରବଳ ବର୍ଷା ଲାଗି ରହିଛି । ବିଭିନ୍ନ ସ୍ଥାନରେ କୁତ୍ରିମ ବନ୍ୟା ସୃଷ୍ଟି ହୋଇଛି । ଅଇଁଠାପାଲି PHD ପଡିଆରେ ପଡ଼ିଥିବା ମିନାବଜ଼ାରର ସବୁଆଡେ ପାଣି ଜମି ଯାଇଛି । କିଛି ଦୋକାନ ଭାଙ୍ଗି ଯାଇଥିବା

ରଥଯାତ୍ରା ପୂର୍ବରୁ ପୁରୀରୁ କୋରାପୁଟକୁ ଗଡିଲା ନୂଆ ଟ୍ରେନ୍, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ପୁରୀ: ଶ୍ରୀକ୍ଷେତ୍ର ସହ ଯୋଡ଼ି ହେଲା ଶାବର ଶ୍ରୀକ୍ଷେତ୍ର । ପୂର୍ବରୁ ଶାବର ଶ୍ରୀକ୍ଷେତ୍ର ବା କୋରାପୁଟକୁ ଭୁବନେଶ୍ବରରୁ ଗୋଟିଏ ଟ୍ରେନ୍ ଚଳାଚଳ କରୁଥିବାବେଳେ, ଏବେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ଆଜି ପୁରୀରୁ କୋରାପୁଟକୁ ଗଡିଛି ନୂଆ ଟ୍ରେନ୍ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ

ଏଣିକି ତୃତୀୟରୁ ଅଷ୍ଟମ ଶ୍ରେଣୀ ପାଇଁ ବର୍ଷକୁ ହେବ ୪ଟି ପରୀକ୍ଷା

ଭୁବନେଶ୍ୱର: ଏଣିକି ତୃତୀୟରୁ ଅଷ୍ଟମ ଶ୍ରେଣୀ ପାଇଁ ବର୍ଷକୁ ୪ଟି ପରୀକ୍ଷା ହେବା ନେଇ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ବର୍ଷକୁ ୪ଟି ପରୀକ୍ଷା ଦେବାକୁ ପଡ଼ିବ।

କୁଆଁରମୁଣ୍ଡା ପୋଲିସକୁ ବଡ଼ ସଫଳତା: ୮ଟି ଚୋରି ବାଇକ୍ ଜବତ, ୨ ଗିରଫ

ବୀରମିତ୍ରପୁର, ୦୫/୦୭ (ନିସର୍ତ୍ତ ନ୍ୟୁଜ୍ ) : ସୁନ୍ଦରଗଡ଼ ଜିଲ୍ଲା ବିରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡା ଫାଣ୍ଡି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ୮ଟି ମୋଟରସାଇକେଲ୍‌କୁ ଜବତ କରିବା ସହ ଏହି ଘଟଣାରେ ସଂପୃକ୍ତ ଦୁଇଜଣ ଆନ୍ତଃଜିଲ୍ଲା