୧୦ ବର୍ଷରେ ହାତୀ ନେଲାଣି ହଜାରରୁ ଅଧିକ ମୁଣ୍ଡ

ଭୁବନେଶ୍ବର: ବଢି ଚାଲିଛି ହାତୀଙ୍କ ଉପଦ୍ରବ । ଜଙ୍ଗଲ ଛାଡି ଗାଁ ଏବଂ ସହର ମୁହାଁ ହେଉଛନ୍ତି ହାତୀପଲ । ପ୍ରତିଦିନ ହାତୀ ଆତଙ୍କରେ ଧନଜୀବନ କ୍ଷତି ହେଉଛି । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ଏନେଇ ମନ୍ତ୍ରୀ ଲିଖିତ…

ଭୁବନେଶ୍ବର ଏମ୍ସ ନିକଟରେ ବୁଲୁଛି ହାତୀ, ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ

ଭୁବନେଶ୍ବର : ରାଜଧାନୀରେ ବୁଲୁଛି ହାତୀ। ଭୁବନେଶ୍ବର ଏମ୍ସ ନିକଟ କାଜୁ ବଗିଚାରେ କାଲି ରାତିରୁ ଫସି ରହିଛି ଦନ୍ତାହାତୀ । ଲୋକଙ୍କୁ ସତର୍କ ରହିବା ସହ ହାତୀ ପାଖକୁ ନଯିବାକୁ ସଚେତନ କରାଯାଉଛି। ଡାକବାଜି ଯନ୍ତ୍ର ଦ୍ବାରା ଲୋକଙ୍କୁ ସଚେତନ କରାଯାଉଛି। ହାତୀର ଗତିଵିଧି ଉପରେ ବନ ବିଭାଗ…

ପାକିସ୍ତାନରେ ଟ୍ରେନ୍‌ ଅପହରଣ, ୧୨୦ ଯାତ୍ରୀ ପଣବନ୍ଦୀ ସୂଚନା

ଇସଲାମାବାଦ: ପାକିସ୍ତାନରେ ମଙ୍ଗଳବାର ଏକ ଟ୍ରେନ୍ ଅପହରଣ କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବେଲୁଚିସ୍ତାନର ମାଚ୍ ଅଞ୍ଚଳରେ କେତେକ ସଶସ୍ତ୍ର ବ୍ୟକ୍ତି କ୍ୱେଟାରୁ ପେଶାୱର ଯାଉଥିବା ଜାଫର ଏକ୍ସପ୍ରେସ ଟ୍ରେନ୍ ଉପରେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ସଂଗଠନ ବେଲୁଚ ଲିବରେସନ…

ରାଜ୍ୟରେ ବର୍ତ୍ତମାନ ମୋଟ ୮୫୫ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ଅଛି: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ବିଧାୟକ ମାନସ କୁମାର ଦତ୍ତ ପ୍ରଶ୍ନ କରିଥିଲେ ଯେ, ଓଡିଶାରେ ୧୦୮ ଆମ୍ବୁଲାନ୍ସ ସେବା ଉପଲବ୍ଧ କରାଇବା କେତେଗୋଟି ଆମ୍ବୁଲାନ୍ସ ବର୍ତ୍ତମାନ କାର୍ଯ୍ୟକ୍ଷମ ଅଛି; କେତେଗୋଟି ନୂଆ ଆମ୍ବୁଲାନ୍ସ ଆଣିବାର ଯୋଜନା ରହିଛି ? ଯାହାର ଉତ୍ତର ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଆରୁହା ପାହାଡ଼ରେ ବେଆଇନ ଖନନ ଓ କଳାପଥର ଚୋରା ଚାଲାଣକୁ ବିରୋଧ, ମାଫିଆଙ୍କ ଛତ୍ରଭଙ୍ଗ

ଯାଜପୁର: ଦିନରାତି ପାହାଡ଼ରେ ଚାଲିଛି ୱାଗନ ବ୍ଲାଷ୍ଟିଂ । ବେଆଇନ ଭାବେ ବ୍ଲାଷ୍ଟିଂ ଦ୍ୱାରା ସମଗ୍ର ଅଞ୍ଚଳରେ ମୃଦୁ ଭୂମିକମ୍ପ ସୃଷ୍ଟି । ପାହାଡ଼ରୁ ବେଆଇନ ଭାବେ ଖନନ ସହ ଶହ ଶହ ଟ୍ରିପ୍ କଳାପଥର ଚୋରା ଚାଲାଣ କରାଯାଉଛି । ଯାହାଫଳରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଲେଣି । ତହସିଲ ଓ…

୮ମାସରେ ୬ଟା ମୁଣ୍ଡ ନେଲାଣି ‘ମୋ ବସ୍’

ଭୁବନେଶ୍ବର: ଗତ ୮ ମାସ ଭିତରେ ୬ଟା ଜୀବନ ନେଲାଣି ‘ମୋ ବସ୍’ । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଜୁନ୍ ୨୦୨୪ ପରଠାରୁ ଭୁବନେଶ୍ୱର, କଟକ ଏବଂ ପୁରୀ ଅଞ୍ଚଳରେ ‘ମୋ ବସ୍’ ସହିତ ହୋଇଥିବା ୧୯ଟି ଦୁର୍ଘଟଣାରେ ମୋଟ ୬ ଜଣ ପ୍ରାଣ ହରାଇଛନ୍ତି…

ହୋଲି ପୂର୍ବରୁ ବଢ଼ିବ କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଚଳିତ ସପ୍ତାହରେ ଅର୍ଥାତ୍ ହୋଲି ପୂର୍ବରୁ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିପାରନ୍ତି। ମୂଳ ଦରମାର ୫୩%ରୁ ୫୫ ପ୍ରତିଶତ ପର୍ଯ୍ୟନ୍ତ ମହଙ୍ଗା ଭତ୍ତା ବଢ଼ିପାରେ। ଏହା ଦ୍ବାରା ପ୍ରାୟ ୧୨ ନିୟୁତ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।ଗୋଟିଏ…

୫ଦିନରେ ଆଶାକର୍ମୀଙ୍କ ଆନ୍ଦୋଳନ

ଭୁବନେଶ୍ୱର: ଲୋୟର ପିଏମଜିରେ ଜାରି ରହିଛି ଆଶାକର୍ମୀଙ୍କ ଆନ୍ଦୋଳନ। ୧୮ ଦଫା ଦାବିରେ ଗଣଧାରଣା ଦେଇଛନ୍ତି ଶହଶହ ଆଶାକର୍ମୀ। ଥଣ୍ଡା କାକରରେ ରାତି କାଟୁଛନ୍ତି। ସ୍ଥାୟୀ କର୍ମଚାରୀର ମାନ୍ୟତା, ପ୍ରୋତ୍ସାହନ ରାଶି ପରିବର୍ତ୍ତେ ମାସିକ ୨୬ ହଜାର ଟଙ୍କା ଦରମା, ମୃତ୍ୟୁ କାଳୀନ…

‘ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ କଂଗ୍ରେସ ଓ ବିଜେଡି କ୍ଷମା ମାଗନ୍ତୁ’

ଭୁବନେଶ୍ବର: ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ କଂଗ୍ରେସ ଓ ବିଜେଡି କ୍ଷମା ପ୍ରାର୍ଥନା କରନ୍ତୁ । ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ ସରିବା ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ । ସେ କହିଛନ୍ତି ବିରୋଧୀଭାବେ କିପରି କାର୍ଯ୍ୟ କରାଯାଏ ତାହା ଶିଖି…

ବିଧାନସଭାରେ ଶାସକ-ବିରୋଧୀ ହାତାହାତି

ଭୁବନେଶ୍ୱର : ବିଧାନସଭାରେ ଶାସକ-ବିରୋଧୀ ହାତାହାତି । ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ତାରା ବାହିନୀପତି ହାତାହାତି । ଗୃହକୁ ଦିନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଥିଲା ବାଚସ୍ପତି । ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭ ସହିତ, ଆରମ୍ଭ ହୋଇଯାଇଛି ବିରୋଧୀଙ୍କ ନାରାବାଜି ।…