Sign in
Sign in
Recover your password.
A password will be e-mailed to you.
କୁଡୁମୁଲୁଗୁମ୍ମାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର
କୁଡୁମୁଲୁଗୁମ୍ମା : କୁଡୁମୁଲୁଗୁମ୍ମା ସ୍ଥିତ ତହସିଲ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ତରଫରୁ ଏକ ସ୍ବତନ୍ତ୍ର ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ମାଲକାନଗିରି ଜିଲ୍ଲାର ଜିଲ୍ଲାପାଳ ଆଶିଷ ଇଶ୍ଵର ପାଟିଲ୍ ଅଧ୍ୟକ୍ଷତା କରିଥିବା ବେଳେ ଅନ୍ୟ ପ୍ରାଶାସନିକ!-->…
ଆଇପିଏଲରେ ତମାଖୁ ଓ ମାଦକଦ୍ରବ୍ୟ ବିଜ୍ଞାପନ ନିଷେଧ
ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ରେ କୌଣସି ପ୍ରକାର ତମାଖୁ ଏବଂ ମାଦକଦ୍ରବ୍ୟର ବିଜ୍ଞାପନ ପ୍ରସାରିତ ହେବ ନାହିଁ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଇପିଏଲକୁ ନିର୍ଦେଶ ଦିଆଯାଇଛି।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସ୍ବାସ୍ଥ୍ୟ ସେବା!-->!-->!-->…
ରାଜ୍ୟରେ ରହିଛନ୍ତି ୩୭୩୮ ବାଂଲାଦେଶୀ ଅନୁପ୍ରବେଶକାରୀ
ଭୁବନେଶ୍ୱର: ଓଡ଼ିଶା ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ ଦ୍ୱାରା ଭୁବନେଶ୍ୱରରେ ଦଶ ଜଣ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିବା ପରେ ରାଜ୍ୟରେ ଏକ ବଡ଼ ଧରଣର ଅନୁପ୍ରବେଶ ରାକେଟ୍ କାର୍ଯ୍ୟ କରୁଥିବାର ସମ୍ଭାବନା ଦେଖାଦେଇଛି।
ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ରାଜ୍ୟରେ ଅବୈଧ ଭାବରେ!-->!-->!-->…
ଅଧିକାରୀମାନେ ମୋତେ ଗାଳିଗୁଲଜ କରିବା ସହିତ ମାନସିକ ନିର୍ଯାତନା ଦେଇଛନ୍ତି
ନୂଆଦିଲ୍ଲୀ: ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ସୁନା ଚୋରା ଚାଲାଣ ମାମଲାରେ ଗିରଫ କରାଯାଇଛି। ଗିରଫ ପରେ ରାଣ୍ୟାଙ୍କୁ କୋର୍ଟରେ ହାଜର କରାଯିବା ସହ ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି।
ସୋମବାର!-->!-->!-->…
ହୋଲି ସମୟରେ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ୱର: ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଗୁରୁତ୍ୱପୂର୍ଣ୍ଣ ଟ୍ରେନ ରୁଟରେ ଚାଲୁଥିବା ନିୟମିତ ଟ୍ରେନରେ ଯାତ୍ରୀମାନଙ୍କ ଭିଡକୁ ଦୂର କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ହୋଲି ଉତ୍ସବ ସମୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ।
ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ତିନି ଯୋଡି!-->!-->!-->…
ଲଳିତ ମୋଦୀଙ୍କ ନାଗରିକତା ରଦ୍ଦ କଲା ଭାନୁଆଟୁ
ନୂଆଦିଲ୍ଲୀ : ପଳାତକ ଭାରତୀୟ ବ୍ୟବସାୟୀ ଲଳିତ ମୋଦୀଙ୍କୁ ଦିଆଯାଇଥିବା ନାଗରିକତା ବାତିଲ କରିବାକୁ ଭାନୁଆଟୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତି ମାମଲାରେ ସେ ଭାରତରେ ୱାଣ୍ଟେଡ୍ ଅଛନ୍ତି। ପ୍ରଶାନ୍ତ ମହାସାଗରର ୮୦ରୁ ଅଧିକ ଦ୍ୱୀପକୁ ନେଇ ଗଠିତ ଦ୍ୱୀପରାଷ୍ଟ୍ର ଭାନୁଆତୁର!-->…
ଶରୀରର ଅତ୍ୟଧିକ ଓଜନ ମହିଳାଙ୍କୁ ନିର୍ଦ୍ଦୋଷ ବୋଲି ପ୍ରମାଣ କଲା
ନୂଆଦିଲ୍ଲୀ: ସୁସ୍ଥ ଓ ନିରୋଗ ଜୀବନଯାପନ କରିବାକୁ ସର୍ବଦା ଡାକ୍ତରମାନେ ପରାମର୍ଶ ଦେଇ ଆସିଛନ୍ତି। ଶରୀରର ଓଜନକୁ ନିୟନ୍ତ୍ରଣରେ ରଖି ପାରିଲେ ଏକ ସୁସ୍ଥ ଜୀବନ ବଞ୍ଚି ପାରିବା। ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଯାହା ଯେତେବେଳେ ମିଳିଲା ଆମେ ଖାଇଲେ। ଯେତେବେଳେ ପାରିଲେ ଶୋଇ ପଡ଼ିଲେ।!-->…
୩ ବର୍ଷ ଭିତରେ ପାଣିରେ ବୁଡି ଗଲାଣି ୨ ହଜାରରୁ ଅଧିକ ଜୀବନ
ଭୁବନେଶ୍ବର: ଗତ ତିନି ବର୍ଷ ଭିତରେ ବୁଡ଼ି କରି ଗଲାଣି ୨୦୬୪ ଜଣଙ୍କର ମୃତ୍ୟୁ । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ନଦୀ, ପୋଖରୀ ଏବଂ ସମୁଦ୍ରରେ ବୁଡ଼ି ୨୦୬୪ ମୃତ୍ୟୁ ହୋଇଛି । ବିଜେପି ବିଧାୟକ ଓମ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନର!-->!-->!-->…
୧୩ ଓ ୧୪ ତାରିଖରେ ଗ୍ରୀଷ୍ମ ପ୍ରବାହ: ପାଣିପାଗ ବିଭାଗ
ଭୁବନେଶ୍ବର: ରାଜ୍ୟରେ ଡହ ଡହ ଖରା ସହ ତାତି କଲବଲ କରୁଛି। ଗତ ୩ ରୁ ୪ ଦିନ ହେବ ତାତି ସାମାନ୍ୟ କମ୍ ଥିବା ବେଳେ ସୋମବାରଠାରୁ ପୁଣି ତାତି ବଢ଼ିଛି। ତାତି ବଢୁଥିବା ବେଳେ ହିଟୱେଭ୍ ବା ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ମାର୍ଚ୍ଚ ୧୩ ଓ ୧୪!-->!-->!-->…
ରାଜ୍ୟରେ ବଢୁଛି ନକଲି ଔଷଧ କାରବାର: ଧରାପଡିଲେଣି ୪ ସଂସ୍ଥା
ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଇଛି ନକଲି ଔଷଧ କାରବାର । ଯାହା ଅନେକ ରୋଗୀଙ୍କ ଜୀବନକୁ ବିପଦରେ ପକାଇଛି । ଗତ ୩ ବର୍ଷ ଭିତରେ ୪ ସଂସ୍ଥାକୁ ତାଲିକାଭୁକ୍ତ କରିଛନ୍ତି ସରକାର । ଆଜି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।
!-->!-->!-->…