ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର

କଟକ : ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ହାଇକୋର୍ଟଙ୍କ ଗୋଟିଏ ମାମଲାରେ ଜାମିନ ମଞ୍ଜୁର । ଜାଲ ପାସପୋର୍ଟ ମାମଲାରେ ମିଳିଲା ଜାମିନ । ସର୍ତ୍ତମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ। ଜାଲ ପାସପୋର୍ଟ ମାମଲାରେ ଇନଫୋସିଟି ଥାନାରେ ହୋଇଥିଲା ମାମଲା। ଅନ୍ୟ ଏକ ଠକେଇ ମାମଲାରେ ଜାମିନ ଆବେଦନର…

ଗତ ୫ ବର୍ଷରେ ଆତ୍ମହତ୍ୟା କଲେଣି ୭୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ଗତ ୫ ବର୍ଷରେ ଇଚ୍ଛାମୃତ୍ୟୁରେ ଗଲାଣି ୭୨ ଜୀବନ । ଆଜି ବିଧାନସଭାରେ ବିଧାନସଭାରେ ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣାଗୁଡ଼ିକର କାରଣ ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେଇ, ଏହି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଂଗ୍ରେସ ବିଧାୟକ ସୋଫିଆ…

ଆମ୍ବୁଲାନ୍ସକୁ ଘୋଷାଡ଼ି ନେଲା ମାଲବାହୀ ଟ୍ରେନ

ରାୟଗଡା : ଆମ୍ବୁଲାନ୍ସକୁ ଘୋଷାଡ଼ି ନେଲା ମାଲବାହୀ ଟ୍ରେନ । ଅଳ୍ପକେ ବର୍ତ୍ତିଲେ ଆମ୍ବୁଲାନ୍ସ ସହ ଯାତ୍ରୀ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ବ୍ଲକ କଞ୍ଜମ ଯୋଡ଼ି ଗାଁ ନିକଟସ୍ଥ ରେଳ ଧାରଣା ନିକଟରେ ଘଟିଛି ଅଘଟଣ । କୌଣସି କାରଣ ବଶତଃ ବେସରକାରୀ ଚକ୍ଷୁ ବିଭାଗ ଆମ୍ବୁଲାନ୍ସଟି ରେଳ ଧାରଣାରେ…

ଟିପିଏସ୍ଓଡିଏଲ ପକ୍ଷରୁ ଉମରକୋଟ ଓ ରାଇଘରରେ ବିଦ୍ୟୁତ ଭିତ୍ତିଭୂମିର ଉନ୍ନତିକରଣ ପାଇଁ ବ୍ୟାପକ ପଦକ୍ଷେପ…

-- ରାଇଘରରେ ନୂତନ ଗ୍ରୀଡ୍ ସବଷ୍ଟେସନ ନିର୍ମାଣ ଏବଂ ପ୍ରାଇମେରୀ ସବଷ୍ଟେସନର ଉନ୍ନତିକରଣ -- ଧୋଡ୍ରା, ଯୋଡ଼ିଙ୍ଗା ଓ ଡୁମୁରିମୁଣ୍ଡାରେ ସବଷ୍ଟେସନ ନିର୍ମାଣ -- ଭୋଲ୍ଟେଜ ସ୍ଥିରତା ଓ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ "ଅଟୋମେଟିକ୍ ଭୋଲ୍ଟେଜ ରେଗୁଲେଟର" ସ୍ଥାପନ -- ଉମରକୋଟ ଓ…

ଚିତ୍ରକୋଣ୍ଡା ସରକାରୀ କର୍ମଚାରୀ କରୁଛନ୍ତି ପଣସ ଚୋରୀ …!

ଚିତ୍ରକୋଣ୍ଡା -: ସରକାରୀ ପମ୍ପ ହାଉସ ପରିସର ମଧ୍ୟରୁ ପଣସ ବିକ୍ରି କରିବା ନେଇ ଅଭିଯୋଗ ଆସିଛି ପମ୍ପ ହାଉସ ରେ କାର୍ଯ୍ୟରତ କର୍ମଚାରୀଙ୍କ ବିରୋଧରେ । ସୂଚନା ମୁତାବକ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ମାଟିବନ୍ଧ ଯୋଜନାର ଅଫିସ ର ପମ୍ପ ହାଉସ ତଦାରଖ କରିବା ନେଇ ନିୟୋଜିତ ହୋଇଛନ୍ତି…

ଝରିଗାଁ ଓ ଉମରକୋଟ ଅଞ୍ଚଳରେ ଜୋରସୋରରେ ଚାଲିଛି ଜୁଆ ଖେଳ…

"ବଟି ନେଇ ନଜାଣିଲା ଭଳି ଅଭିନୟ କରୁଛି ପୋଲିସ ପ୍ରଶାସନ"ଉମରକୋଟ /ଝରିଗାଁ:- ( ୧୦/୦୩/୨୦୨୫ )ନବରଙ୍ଗପୁର ଜିଲ୍ଲାର ଉମରକୋଟ ଓ ଝରିଗାଁ ବ୍ଲକ ଏବେ ଖୁଡ଼ଖୁଡି ଓ ଜୁଆ ମାଫିଆ ମାନଙ୍କ ରାଜ ଦିନକୁ ଦିନ ବୃଦ୍ଧି ପାଇବା ଦେଖିବାକୁ ମିଲୁଛି।ବର୍ତମାନ ଉମରକୋଟ / ଝୋରୀଗାଁ ବ୍ଲକର ବିଭିନ୍ନ ଗ୍ରାମରେ…

ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍‌ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ ହୋଇଛି। ଚମ୍ପିଆନ୍ସ ଟ୍ରଫିରେ ଚମ୍ପିଆନ୍ ହେବା ପରେ…

୧୨ ବର୍ଷ ପରେ ଆଇସିସି ଟ୍ରଫି ଚାମ୍ପିଅନ ହେଲା ଭାରତ

ପର ସଣ୍ଡେରେ ସୁପର ସୋ’। ଦୁବାଇ ଇଣ୍ଟର ନ୍ୟାସନାଲ ଷ୍ଟାଡିୟମରେ ହାଇଭୋଲଟେଜ୍ ମ୍ୟାଚରେ ବିଜୟ ହାସଲକରି ନ୍ୟୁଜିଲ୍ୟାଣ୍ଡକୁ ଧୂଳି ଚଟାଇଲା ଭାରତ। ଆଜିର ଏହି ଫାଇନାଲ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । କିନ୍ତୁ ଭାରତୀୟ ସ୍ପିନର ଜାଲରେ ନ୍ୟୁଜିଲାଣ୍ଡ…

ଅଙ୍ଗନୱାଡ଼ି କେନ୍ଦ୍ରରେ ଦୀର୍ଘଦିନ ହେଲା ନଳକୂପ ଅଚଳ : ପାଣି ସମସ୍ୟା ସୁଧୁରିବ କେବେ ?

ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଚାଞ୍ଚେଡ଼ି ପଞ୍ଚାୟତ ଅନ୍ତର୍ଗତ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ରରେ ଆଜକୁ ଦୀର୍ଘଦିନ ହେଲା ପାନୀୟ ଜଳ ସମସ୍ୟା ଦେଖା ଦେଇଛି । ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଥିବା ଏକମାତ୍ର ନଳକୂପ ଟି ବହୁତ ଦିନ ହେଲା ଅଚଳ…