Sign in
Sign in
Recover your password.
A password will be e-mailed to you.
ଟାଟା ଏସିଇ ଗାଡି ଧକ୍କାରେ ବାଇକ୍ ଚାଳକ ଗୁରୁତର
ହିଞ୍ଜିଳିକାଟୁ : ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ଖଣ୍ଡରା ଛକ ନିକଟରେ ଟାଟା ଏସିଇ ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମର ସୁରଜ ଗୈାଡ (୨୪) ବୋଲି ଜଣାପଡିଛି। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି!-->…
ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟିର!-->…
ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ!-->…
ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି
ଭୁବନେଶ୍ବର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି। ସେ କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା। ଓଡ଼ିଶାକୁ ଭାଗ ଭାଗ କଲା ଭଳି ପ୍ରତିକ୍ରିୟା ସେ ଦେଉଛନ୍ତି। ଆଜି କୋଶଲ କଥା!-->…
ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀକୁ ଗଡିଲା ସ୍ବତନ୍ତ୍ର ଟ୍ରେନ
ବ୍ରହ୍ମପୁର: ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀ ଅଭିମୁଖେ ଗଡିଲା ସ୍ବତନ୍ତ୍ର ଟ୍ରେନ । ଦକ୍ଷିଣ ଓଡିଶାର ୫ଟି ଜିଲ୍ଲାର ମୋଟ ୮୦୦ ଜଣ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରୁ ବାହାରିଲା ଏହି ଟ୍ରେନ୍ । ଉପମୁଖ୍ୟମନ୍ତ୍ରୀ!-->…
ଆଗାମୀ ୫ ଦିନରେ ବଢିବ ତାପମାତ୍ରା, ୬ ଜିଲାକୁ ସତର୍କ ସୂଚନା
ଭୁବନେଶ୍ଵର: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ଅନୁଭୂତ ହେବ ପ୍ରଚଣ୍ଡ ରୌଦ୍ରତାପ। ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବା ନେଇ ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି। ପ୍ରଚଣ୍ଡ ରୌଦ୍ର ତାପ ନେଇ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲାକୁ ସତର୍କ ସୂଚନା ଜାରି!-->…
ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ଵର: ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ବରାନ୍ବିତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ରବି ନାଏକ। ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ । ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ରବି ନାଏକ। ୭୧!-->…
ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ ସଂଗଠକ ଅଭିଜ୍ଞ ପ୍ରଶାସକ ଓ ଲୋକପ୍ରିୟ ରାଜନେତା ଥିଲେ।!-->…
ମଟନ୍ ନାଁରେ ଗୋମାଂସ କାରବାର ମାମଲା: ଜୟା ହୋଟେଲ ପରିସରରେ ୧୬୩ ଲାଗୁ
ପିପିଲି: ଜୟା ହୋଟେଲ ପରିସରରେ ୧୬୩ ଲାଗୁ। ହୋଟେଲ ଠାରୁ ୧ କିମି ପରିଧି ମଧ୍ୟରେ କଟକଣା ଲାଗୁ କଲା ଜିଲ୍ଲା ପ୍ରଶାସନ। ମଟନ୍ ନାଁରେ ଗୋମାଂସ କାରବାର କରୁଥିବା ଅଭିଯୋଗ ହୋଇଥିଲା।
ଏହି ଘଟଣାରେ ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ପ୍ରଶାସନ।!-->!-->!-->…
ଚମ୍ପିଆନ୍ସ ଟ୍ରଫି ଫାଇନାଲ ଲଢେଇ: ଦିନିକିଆରେ ଲଗାତର ୧୫ତମ ଟସ୍ ହାରିଲା ଭାରତ
ଦୁବଇ: ଆଇସିସି ଚମ୍ପିଆନ୍ସ ଟ୍ରଫିରେ ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢେଇ। ଦୁବଇରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ। ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡର କ୍ୟାପ୍ଟେନ ମିଚେଲ ସେଣ୍ଟନର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ!-->…