Sign in
Sign in
Recover your password.
A password will be e-mailed to you.
ମହିଳାଙ୍କ ସୁରକ୍ଷା ପାଇଁ ବାର୍ତ୍ତା ଦେଲେ ମନ୍ତ୍ରୀ, କହିଲେ ପର୍ସରେ ରଖ ଛୁରୀ ଓ ଲଙ୍କା ଗୁଣ୍ଡ
ନୁଆଦିଲ୍ଲୀ : ମହାରାଷ୍ଟ୍ରର ମନ୍ତ୍ରୀ ଗୁଲାବରାଓ ପାଟିଲ କହିଛନ୍ତି ମହିଳାମାନେ ଆତ୍ମସୁରକ୍ଷା ପାଇଁ ନିଜ ପର୍ସରେ ଛୁରୀ, ଲଙ୍କା ପାଉଡର ସହିତ ଲିପଷ୍ଟିକ୍ ରଖିବା ଉଚିତ । ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଶନିବାର ଦିନ ସେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇଥିଲେ ।
!-->!-->!-->…
ଆତ୍ମନିର୍ଭର ମହିଳାଙ୍କ ଦ୍ବାରା ହୋଇପାରିବ ବିକଶିତ ଭାରତ: ରାଷ୍ଟ୍ରପତି
ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ‘ନାରୀଶକ୍ତି ମାଧ୍ୟମରେ ବିକଶିତ ଭାରତ’ ସମ୍ମିଳନୀକୁ ଉଦ୍ଘାଟନ କରିଛନ୍ତି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀକୁ ସମ୍ବୋଧନ କରି ରାଷ୍ଟ୍ରପତି କହିଛନ୍ତି ଯେ!-->…
ଘରେ ପଶି ସମିତିସଭ୍ୟାଙ୍କୁ ଆକ୍ରମଣ କଲେ ୬ ଦୁର୍ବୃତ୍ତ
କଟକ: ରାତି ଅଧରେ ସମିତିସଭ୍ୟାଙ୍କୁ ଆକ୍ରମଣ। କଟକ ଜିଲ୍ଲା ମହାଙ୍ଗା ନିର୍ବାଚନମଣ୍ଡଳୀ ପଡ଼ାମରାଇ ପଞ୍ଚାୟତର ସମିତି ସଭ୍ୟା ଓ ତାଙ୍କ ସ୍ବାମୀଙ୍କୁ କିଛି ଦୁର୍ବୃତ୍ତ ରାଜନୈତିକ ଆକ୍ରୋଶ ରଖି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ ବିଳମ୍ବିତ ରାତିରେ ଘରେ ପଶି!-->!-->!-->…
ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ
ଭୁବନେଶ୍ବର/ଜଳେଶ୍ୱର: ଭୋଗରାଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି କି ଶ୍ରୀ ଦାସଙ୍କ ବିୟୋଗ ମୋତେ ଗଭୀର ଦୁଃଖ ଦେବା ସହ!-->…
ସାମ୍ନାକୁ ଆସିଲା ଏଟିଏମ୍ ଲୁଟେରା ଦୀପକ କୁମାରର ସିସିଟିଭି ଫୁଟେଜ୍, ଅଭିନବ ଉପାୟରେ କରୁଥିଲା ଲୁଟ୍
ଭୁବନେଶ୍ୱର: ରାଜଧାନୀରେ ରାତିଅଧରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଗୁଳି । ବିଳମ୍ବିତ ରାତିରେ ଭୁବନେଶ୍ୱର ବଡଗଡରେ ହୋଇଛି ଏନକାଉଣ୍ଟର । ଏଟିଏମ ଲୁଟ୍ ବେଳେ ଏନକାଉଣ୍ଟର କରିଛି ପୋଲିସ୍ ।
ରାଜଧାନୀରେ ପୁଣି ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ!-->!-->!-->…
ରଥଯାତ୍ରାକୁ ମିଳିବ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା, ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ
ପୁରୀ: ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ୟୁନେସ୍କୋ ଦ୍ବାରା ମାନ୍ୟତା ନେଇ ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ। ଏନେଇ ଖୁବ୍ଶୀଘ୍ର ନାମାଙ୍କନପତ୍ର ଦାଖଲ କରାଯିବ।
ନିକଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ!-->!-->!-->…
ଦୁର୍ଦ୍ଦାନ୍ତ ଅପରାଧୀ ସେକ ସୁନା ଗିରଫ, ମାଉଜର ସହ ଜୀବନ୍ତ ଗୁଳି ଜବତ
କଟକ : ଦୁର୍ଦ୍ଦାନ୍ତ ଅପରାଧୀ ସେକ ସୁନା ଗିରଫ । ଅପରାଧ ଘଟାଇବାକୁ ଯାଉଥିବା ବେଳେ ଧରିଲା ମର୍କତନଗର ଥାନା ପୋଲିସ । ତା ନିକଟରୁ ଏକ ମାଉଜର ସହ ଜୀବନ୍ତ ଗୁଳି ଜବତ କରିଛି କଟକ କମିଶନରେଟ ପୋଲିସ । ଦୁଇଟି ଜୀବନ୍ତ ବୋମା ମଧ୍ୟ ଜବତ ହୋଇଛି । ସେକ ସୁନା ନାମରେ କଟକର ବିଭିନ୍ନ ଥାନାରେ ରହିଛି!-->…
କୁମ୍ଭମେଳାକୁ ନେଇ ବିବାଦୀୟ ବୟାନ ଦେଲେ ରାଜ ଠାକରେ
ନୂଆଦିଲ୍ଲୀ: ବିଶ୍ୱ ପ୍ରସିଦ୍ଧ କୁମ୍ଭମେଳା ସରିଗଲାଣି, ହେଲେ ଏହାକୁ ନେଇ ରାଜନୀତି କମିବାର ନାମ ନେଉନାହିଁ | ବିଭିନ୍ନ ପ୍ରସଙ୍ଗରେ ରାଜନୈତିକ ଦଳମାନେ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି | ଏବେ ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ବି କୁମ୍ଭମେଳାକୁ ଟାର୍ଗେଟ କରିଛନ୍ତି |!-->…
ଆମେରିକାରେ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା କଲେ ଅଜଣା ବ୍ୟକ୍ତି
ନ୍ୟୁୟର୍କ: ଆମେରିକାର କାଲିଫର୍ଣ୍ଣିଆର ଚିନୋ ହିଲ୍ସରେ ଥିବା ବୋକାସାନୱାସୀ ଅକ୍ଷର ପୁରୁଷୋତ୍ତମ ସ୍ୱାମୀନାରାୟଣ ସନ୍ଥ (BAPS) ଙ୍କ ମନ୍ଦିରକୁ ଅଜ୍ଞାତ ବ୍ୟକ୍ତିମାନେ ଭଙ୍ଗାରୁଜା କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରି ମନ୍ଦିର କର୍ତ୍ତୃପକ୍ଷ ଏହି ସୂଚନା!-->…
ଛାତିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ଉପରାଷ୍ଟ୍ରପତି
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଛି। ସୂଚନାନୁସାରେ, ଗତକାଲି ରାତି ପ୍ରାୟ ୨ଟା ସମୟରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। କୁହାଯାଉଛି ଯେ ରାତିରେ ଶୋଇବା ସମୟରେ ସେ ଅସ୍ଥିରତା ଏବଂ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ରିପୋର୍ଟ!-->…