Sign in
Sign in
Recover your password.
A password will be e-mailed to you.
ବିଭିନ୍ନ ଦାବି ନେଇ ଲୋୟର ପିଏମଜିରେ ଗର୍ଜିବେ ଶିକ୍ଷକ ସଂଘ
ଭୁବନେଶ୍ୱର: ବିଭିନ୍ନ ଦାବି ନେଇ ରାଜଧାନୀ ଭୁବନେଶ୍ୱରରେ ଗର୍ଜିବେ ଶିକ୍ଷକ ସଂଘ। ଆସନ୍ତା ୧୦ ତାରିଖରେ ବିଭିନ୍ନ ଦାବି ନେଇ ରାଜଧାନୀ ରାଜରାସ୍ତାକୁ ଓହ୍ଲାଇବ ଓଡ଼ିଶା ସ୍କୁଲ୍ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି। ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛି ସଂଘ ।
ସମସ୍ତ!-->!-->!-->…
କର୍ଣ୍ଣାଟକରେ ଓଡ଼ିଆ ଯୁବକ ବିଭେସଙ୍କ ହତ୍ୟାକୁ ନେଇ ଗାଁରେ ଖେଳି ଯାଇଛି ଶୋକର ଛାୟା
ଦାରିଙ୍ଗବାଡ଼ି: କର୍ଣ୍ଣାଟକରୁ ଆସିଛି ଏକ ଛାତିଥରା ଘଟଣା । ଯାହା ସ୍ତବ୍ଧ କରିଦେଇଛି ସାରା ବିଶ୍ୱକୁ । କର୍ଣ୍ଣାଟକରେ ଇସ୍ରାଏଲ ଯୁବତୀଙ୍କୁ ଗଣଦୁଷ୍କର୍ମ । ସେମାନଙ୍କ ସାଥିରେ ଥିବା ୩ ଜଣ ପୁରୁଷ ବନ୍ଧୁଙ୍କୁ ମଧ୍ୟ ମାଡ । ମାଡ ମାରି ହ୍ରଦକୁ ଫିଙ୍ଗି ଦେଲେ ଦୁର୍ବୃତ୍ତ । ଯୁବକଙ୍କ!-->…
ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ବର: ଆଉ ନାହାଁନ୍ତି ଅନନ୍ତ ଦାସ । ପରଲୋକରେ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ୪ଟା ୧୫ରେ ଭୁବନେଶ୍ବର ସ୍ଥିତ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଅନନ୍ତ ଗତ କିଛି ଦିନ ଧରି!-->…
ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ, ଜଣେ ମହିଳା ଅଟକ
ବାରିପଦା: ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ । ଜଣେ ମହିଳାଙ୍କୁ ଅଟକ ରଖିଛି ପୋଲିସ । ମହିଳା ଜଣକ ରାସଗୋବିନ୍ଦପୁର ଥାନା ଝିଙ୍କିରିଆ ଗାଁର । ଶୁନଗଡ଼ିଆ ଅଞ୍ଚଳର ସେଖ କମରୁଦ୍ଦିନଙ୍କ ୨ ଶିଶୁଙ୍କୁ ଚୋରି କରି ନେଉଥିବାବେଳେ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଛନ୍ତି!-->…
ରାଜଧାନୀରେ ଏନକାଉଣ୍ଟର: ଏଟିଏମ ଲୁଟ୍ ବେଳେ ଲୁଟେରା-ପୋଲିସ ଗୁଳିବିନିମୟ
ଭୁବନେଶ୍ବର: ରାତି ଅଧରେ ରାଜଧାନୀରେ ପୁଣି ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଏନକାଉଣ୍ଟର ହୋଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବରଗଡ଼ରେ ଏନକାଉଣ୍ଟର ହୋଇଛି। ଦୀପକର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ଗୁରୁତର ଅବସ୍ଥାରେ ଏମସ ହସପିଟାଲରେ ଭର୍ତ୍ତି କରାଯାଇଛି।
!-->!-->…
ବେଆଇନ ବାଲି ଘାଟରୁ ଟ୍ରକ୍ଟର ଜବତ: ଭଗବାନ ନିର୍ଦ୍ଧେଶ ଦେଇଥିଲେ କି ବାଲି ନେବାକୁ…?..!
ଆସିକା ଏସଡ଼ିପିଓଙ୍କ ନିର୍ଦ୍ଧେଶ ରେ ହୋଇଥିଲା ଚଢ଼ାଉ, ବାଲି ମାଫିଆ ଛାନିଆ…..ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ବେଧଡ଼କ ଚୋରା ବାଲି ଚାଲାଣ ରୀତିମତ ହେଉଛି। ଗତ ଶନିବାର ଦିନ କୋଟି ନଡ଼ା ପୋଲିସ ହାବୁଡ଼ରେ ବେଆଇନ ବାଲି ନେଉଥିବ ଏକ ଟ୍ରାକ୍ଟର!-->…
ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫
ନବରଙ୍ଗପୁର : ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଧେଶ କ୍ରମେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲା!-->…
ଏ.ଟି.ଏମ ଠପ ଲୋକେ ହନ୍ତସନ୍ତ…! : ଆର୍ଥିକ ଅବସ୍ଥା ମାନ୍ଦାର ପ୍ରଭାବ କି…?
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ବିଭିନ୍ନ ବ୍ୟାଙ୍କ ମାନଙ୍କର ଅଧିକାଂଶ ଏ.ଟି.ଏମ ମେସିନ ଦୀର୍ଘ ଦିନ ହେଲା ଠପ ହୋଇଯାଇଛି। ସାଧାରଣ ଜନତା ଓ ପେନସନ ଭୋଗୀ ଟଙ୍କା ଉଠାଣ ପାଇଁ ହଟ ହଟା ହେଉଥିବା ଦେଖିଗିବାକୁ ମିଳୁଛି। ଏ.ଟି. ଏମ ଠପ ହେବା ଫଳରେ ପୂର୍ବରୁ ଏ.ଟି.ଏମ ଉପରେ ନିର୍ଭର କରୁଥିବା!-->…
ଛତ୍ରପୁର ଏନଏସି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ
ଛତ୍ରପୁର : ଛତ୍ରପୁର ଏନଏସି ପକ୍ଷରୁ ରିକାପଲ୍ଲୀ ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟ ନିର୍ବାହି ଅଧିକାରୀ ପ୍ରସନ୍ନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଏନଏସି ଅଧକ୍ଷା ଶର୍ମିଷ୍ଠା ପ୍ରଧାନ!-->…
ଭାରତ ମାଳା ଏନଏଚ ରାସ୍ତାକୁ ବିରୋଧ କରିଲେ ଗ୍ରାମବାସୀ
ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ରାଏବଗା ଥାନା ଅଧିନସ୍ଥ ଅଣ୍ଡାଳି ଜାମ୍ବାହାଲ ପଞ୍ଚାୟତ ଅନ୍ତର୍ଗତ ବଡ଼ମାଳ ଗ୍ରାମରେ ଭାରତ ମାଳା ଏନଏଚ ରାସ୍ତା ନୂତନ ନିର୍ମାଣକୁ ବିରୋଧ କରିଥିଲେ ଗ୍ରାମବାସୀ | ଗୋଟିଏ ମାସ ପୂର୍ବେ ୧୨୫ ଟି ପିଲର ପୁତା ହୋଇଥିଲା ସେହି ପିଲର ଗୁଡିକୁ କେହି ଦୃବୃତ୍ତ!-->…