Sign in
Sign in
Recover your password.
A password will be e-mailed to you.
୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା: ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରା ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ନିଜ!-->…
ମାର୍ଚ୍ଚରେ ତାପମାତ୍ରା ୪୦ ଡିଗ୍ରି ଛୁଇଁବ: ୨ ସପ୍ତାହରେ ତାପମାତ୍ରା ୩ ରୁ ୪ ଡିଗ୍ରି ବୃଦ୍ଧି ପାଇବା ପୂର୍ବାନୁମାନ
ଭୁବନେଶ୍ୱର: ମାର୍ଚ୍ଚ ୯ ତାରିଖ ଠାରୁ ତାପମାତ୍ରା ୩ ରୁ ୪ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି। ପାଣିପାଗ ବିଶେଷଜ୍ଞମାନେ ଏହା ମଧ୍ୟ ସତର୍କ କରାଇ ଦେଇଛନ୍ତି ଯେ, ଆଗାମୀ ୨ ସପ୍ତାହ ମଧ୍ୟରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା!-->…
ମା’ ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପିର ଅପଚେଷ୍ଟାକୁ ବିରୋଧୀ କରିବାକୁ ନବୀନଙ୍କ ଆହ୍ୱାନ
ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ ଯେ, ମାଆ ମାନେ ପରିବାରର ଶକ୍ତି । ସମାଜର ଶକ୍ତି । ୧୯୯୦ରେ ପ୍ରିୟ ନେତା ବିଜୁ ବାବୁ!-->…
ହିଜବୁଲ ଆତଙ୍କବାଦୀ ଗିରଫ: ପାକିସ୍ତାନରେ ପ୍ରଶିକ୍ଷଣ, ମୁରାଦାବାଦରେ କରିଥାଆନ୍ତା ଆକ୍ରମଣ
ପାକିସ୍ତାନରେ ପ୍ରଶିକ୍ଷଣ ନେଇ ଉତ୍ତରପ୍ରଦେଶର ମୁରାଦାବାଦରେ ଆକ୍ରମଣ ଯୋଜନା କରୁଥିବା ଏକ ଆତଙ୍କୀକୁ ଗିରଫ କରିଛି ଉତ୍ତରପ୍ରଦେଶ ପୁଲିସର ଆତଙ୍କବାଦୀ ନିରୋଧୀ ସ୍କ୍ବାଡ(ଏଟିଏସ)। ଗିରଫ ଆତଙ୍କୀ ହେଉଛି ହିଜବୁଲ ମୁଜ୍ଜାହିଦ୍ଦିନ ଆତଙ୍କବାଦୀ ସଂଗଠନର ସକ୍ରିୟ ସସଦ୍ୟ ଉଲଫତ ହୁସେନ ଓରଫ ମହମ୍ମଦ!-->…
ସାଇବର ଠକେଇ: ୮୭ ଲକ୍ଷ ଟଙ୍କା ଠକିଥିବା ଅଭିଯୋଗରେ ଦିଲ୍ଲୀ ମହିଳା ଗିରଫ
ଭୁବନେଶ୍ୱର : ୮୭ ଲକ୍ଷ ଟଙ୍କାର ଅନଲାଇନ୍ ଠକେଇ ଅଭିଯୋଗରେ ଦିଲ୍ଲୀରୁ ଜଣେ ମହିଳାଙ୍କୁ ଗିରଫ କଲା ଓଡ଼ିଶା କ୍ରାଇମବ୍ରାଞ୍ଚ୍ । ଗିରଫ ମହିଳା ଜଣକ ଦକ୍ଷିଣ ଦିଲ୍ଲୀର ବନ୍ଦନା ବାୱା ବୋଲି ଚିହ୍ନଟ କରାଯାଇଛି । ତେବେ ମହିଳାଙ୍କ ନିକଟରୁ ତଦନ୍ତକାରୀ ଦଳ ଏକ ମୋବାଇଲ୍ ଫୋନ୍, ୨ଟି ଭାରତୀୟ!-->…
ରାହୁଲଙ୍କ ମାନସିକ ସ୍ଥିତି ବିଗିଡିଯାଇଛି: ସୁଧାଂଶୁ ତ୍ରିବେଦୀ
ନୂଆଦିଲ୍ଲୀ: ଗୁଜୁରାଟ କଂଗ୍ରେସ ଉପରେ ଦଳୀୟ ନେତା ରାହୁଲ ଗାନ୍ଧୀ ଦେଇଥିବା ବୟାନ ପରେ ରାଜନୀତି ଉଷ୍ମ ହୋଇଛି। ଭାରତୀୟ ଜନତା ପାର୍ଟି (ବିଜେପି) କହିଛି ଯେ ଅନ୍ୟମାନଙ୍କୁ ଦୋଷ ଦେବା ସହିତ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜ ଲୋକଙ୍କୁ ମଧ୍ୟ ଦୋଷ ଦେବା ଆରମ୍ଭ କରିଛନ୍ତି। ବିଜେପି ନେତା!-->…
ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି
ବ୍ରହ୍ମପୁର: ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି ଟଙ୍କା । ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା । ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର ପ୍ରାୟ ୧କୋଟି ହିତାଧିକାରୀ ପାଇଛନ୍ତି ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । କୋଟିଏ ୬୪ ହଜାର ହିତାଧିକାରୀଙ୍କ!-->…
ଖରିଫ ଋତୁରେ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ
ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନରେ ବିଭାଗର ବିଭିନ୍ନ କାର୍ଯ୍ୟକଳାପ ଏବଂ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।
ଏହି ବୈଠକରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ ଏବଂ ଓଡ଼ିଶା ରାଜ୍ୟ!-->!-->!-->…
ମାଲକାନଗିରି ଜିଲ୍ଲାରେ ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇଲେ ୧୩୪୬୧୦ ଜଣ ମହିଳା…
ମାଲକାନଗିରି : ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ଯୋଗ ଦେଇ ଥିବା ବେଳେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ!-->…