Sign in
Sign in
Recover your password.
A password will be e-mailed to you.
ଯଶୋଦା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ : ସବୁ କ୍ଷେତ୍ରରେ ପୁରୁଷଙ୍କ ସମକକ୍ଷ ନାରୀ
ଛତ୍ରପୁର : ଆଜିର ନାରୀ । ସାହସ, ଶକ୍ତି ଓ ବୁଦ୍ଧିମତାର ଆଧାର । ସ୍ବାଭିମାନୀ ଆଉ ସ୍ବାବଲମ୍ବୀ । ସୃଷ୍ଟି ସମ୍ଭାବନାର ଉଜ୍ଜ୍ବଳ ତାରକା । ନାରୀ ଶକ୍ତିକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରଖି ପ୍ରତିବର୍ଷ ଭଳି ଚଳିତ ବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ଯଶୋଦା ଫାଉଣ୍ଡେସନ!-->…
ଗୋଷ୍ଠି ସଂଘର୍ଷ, ୫ ଆହତ, ଜଣେ ଗୁରୁତର
ଖୋର୍ଦ୍ଧା: ରଣକ୍ଷେତ୍ର ପାଲଟିଲା ଗୁଣ୍ଡୁରପୁର ଛକ । ଖୋର୍ଦ୍ଧା ଗୁଣ୍ଡୁରପୁର ଛକରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଗତକାଲି ବିଳମ୍ବିତ ରାତିରେ ଗଣ୍ଡଗୋଳ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଗଣ୍ଡଗୋଳ ବେଳେ ୨ଟି ବାଇକ୍ ପୋଡ଼ିଦେବା ସହ ଟେକାପଥର ମାଡ଼ରେ ଦୁଇ ଗୋଷ୍ଠୀର ୬ ଜଣ ଆହତ ହୋଇଥିବା!-->…
ହିଞ୍ଜିଳି ବିଜେଡି ପାଳିଲା ଆନ୍ତର୍ଜାତୀୟ ମହିଳା ଦିବସ
ହିଞ୍ଜିଳିକାଟୁ : ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ପକ୍ଷରୁ ଉଭୟ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଳକ ସମେତ ପୈାର ବିଜେଡି ପକ୍ଷରୁ ଶନିବାର ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି। ଏହି ଅବସରରେ ବିଜେଡି ନେତ୍ରୀ ରଶ୍ମିତା ବେହେରାଙ୍କ ନେତୃତ୍ୱରେ ଶତାଧିକ ମହିଳା ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ!-->…
ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ
ବ୍ରହ୍ମପୁର : ଆଜି ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ବିଶ୍ୱ ମହିଳା ଦିବସ ପାଳନ କରାଯାଇଛି।ସହୀଦ ଲକ୍ଷ୍ମଣ ନାୟକ କମ୍ୟୁନିଟି ହଲ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବକ୍ତାମାନେ ମହିଳା ଦିବସରେ ସମ୍ମାନରସହ ବଞ୍ଚିବା ପାଇଁ ସମସ୍ତ ମହିଳା ସଚେତନ ଓ ସଂଗଠିତ ହେବା ପାଇଁ ଆହ୍ୱାନ!-->…
ବ୍ରହ୍ମପୁର ରେଳ ଷ୍ଟେସନରୁ ଆଜି ଅଯୋଧ୍ୟା, ବାରଣାସୀ ଅଭିମୁଖେ ବାହାରିଛି ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ ।…
ବ୍ରହ୍ମପୁର :-ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଓ ନୟାଗଡ଼ ଜିଲ୍ଲାର ୮୦୦ ଜଣ ବରିଷ୍ଠ ନାଗରିକଙ୍କୁ ନେଇ ଅଯୋଧ୍ୟା - ବାରଣାସୀକୁ ଯାତ୍ରା କରିଛି ଏହି ଟ୍ରେନ । ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନ ଯାତ୍ରାର ଶୁଭାରମ୍ଭ କରିଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଟ୍ରେନ ଯାତ୍ରା!-->…
ପ୍ରମାଣ ଅଭାବରୁ ନାନାଙ୍କ ଉପରେ ତନୁଶ୍ରୀ ଆଣିଥିବା ଅଭିଯୋଗକୁ ଖାରଜ କଲେ କୋର୍ଟ
ନୂଆଦିଲ୍ଲୀ: ୨୦୧୮ ମସିହାରେ ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତା, ଅଭିନେତା ନାନା ପାଟେକରଙ୍କ ବିରୋଧରେ ଯୌନ ନିର୍ଯାତନାର ଗମ୍ଭୀର ଅଭିଯୋଗ ଆଣିଥିଲେ। ଏହି ଘଟଣା ପରେ, #ମିଟୁ ଅଭିଯାନ ସୋସିଆଲ ମିଡିଆରେ ବହୁତ ଲୋକପ୍ରିୟ ହୋଇଥିଲା। ଏବେ ଏହି ମାମଲାରେ ଏକ ବଡ଼ ନିଷ୍ପତ୍ତି ଆସିଛି। #ମିଟୁ!-->…
ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼, ୩ ଆହତ
ବ୍ରହ୍ମପୁର : ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି । ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା ଳାଗି ବିକ୍ରମପୁର ଗ୍ରାମରୁ ବରଯାତ୍ରୀ ଦଳ!-->…
ସରିଲା ଅନୁଭବ- ଜାଗୃତିଙ୍କ ନିର୍ବନ୍ଧ; ଆସନ୍ତା ୧୧ରେ ପଡିବ ହାତଗଣ୍ଠି !
ଭୁବନେଶ୍ଵର: ଦୀର୍ଘ ଦିନର ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ସରିଲା ନିର୍ବନ୍ଧ ପଡିବ ହାତଗଣ୍ଠି । ଶେଷରେ ଜାଗ୍ରତିଙ୍କ ହାତ ଧରିଲେ ଅନୁଭବ ମହାନ୍ତି । ନିର୍ବନ୍ଧ କଲେ, ମୁଦି ଦିଆନିଆ ହେଲେ। ଆଉ ଦିନ କେଇଟା ପରେ ପଡ଼ିବ ଉଭୟଙ୍କର ହାତ ଗଣ୍ଠି। ଆଗରୁ ମନ ମିଶିଥିଲା ଏବେ ଦୁହେଁ ଏକାଠି!-->…
ମହିଳା ସମୃଦ୍ଧି ଯୋଜନାକୁ ଦିଲ୍ଲୀ ସରକାରଙ୍କ ମଂଜୁରୀ, ମହିଳାଙ୍କୁ ମାସକୁ ମିଳିବ ୨୫୦୦ ଟଙ୍କା
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଦିଲ୍ଲୀର ମହିଳାମାନଙ୍କୁ ଉପହାର ଦେଇଛନ୍ତି ବିଜେପି ସରକାର । ନିର୍ବାଚନ ପ୍ରତିଶ୍ରୁତି ମୁତାବକ ରାଜ୍ୟ ସରକାର ମହିଳା ସମୃଦ୍ଧି ଯୋଜନାକୁ ଅନୁମୋଦନ କରିଛନ୍ତି। ଏହି ଯୋଜନା ଅନୁସାରେ ମହିଳାମାନଙ୍କୁ ମାସକୁ ୨୫୦୦ ଟଙ୍କା ମିଳିବ ।
ବିଜେପି!-->!-->!-->…
ଦିନିକିଆ ବ୍ରହ୍ମପୁର ଗସ୍ତ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଭଦ୍ରା ଯୋଜନା ର ଦ୍ୱିତୀୟ କିସ୍ତି ସହିତ ବହୁ ଉନ୍ନୟନ…
ବ୍ରହ୍ମପୁର : ଆଜି ଦିନିକିଆ ବ୍ରହ୍ମପୁର ଗସ୍ତ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଭଦ୍ରା ଯୋଜନା ର ଦ୍ୱିତୀୟ କିସ୍ତି ସହିତ ବହୁ ଉନ୍ନୟନ ପ୍ରକଳ୍ପର କରିଲେ ଶୁଭାରମ୍ଭ।ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କନକ ବର୍ଦ୍ଧନସିଂହଦେଓ ମଧ୍ୟ ଯୋଗ ଦେଇଥିଲେ । ବିଶ୍ବ ମହିଳା!-->!-->!-->…